ଆଜିର ରାଶିଫଳ: କେମିତି କଟିବ ଆପଣଙ୍କ ଦିନ, ରାଶି ଅନୁସାରେ ଶୁଭ ରଙ୍ଗ ଓ ପ୍ରତିକାର
ମେଷ
କର୍ମକ୍ଷେତ୍ରରେ ସଫଳତା । ବାଣିଜ୍ୟ ବ୍ୟବସାୟରେ ଉନ୍ନତି ହେବ । ସାଂସାରିକ କ୍ଷେତ୍ରରେ ଉନ୍ନତି ହେବ । ପାରିବାରିକ କ୍ଷେତ୍ରରେ ଉନ୍ନତି ହେବ । ସାହିତ୍ୟ,କଳା,ସଂସ୍କୃତି,ସଂଗୀତ କ୍ଷେତ୍ରରେ ସଫଳତା ପାଇବେ । ଉଜ୍ଜ୍ୱଳ ଭବିଷ୍ୟତ କଳ୍ପନା କରିବେ । ଶୁଭ ରଙ୍ଗ ଧଳା । ଶୁଭ ଅଙ୍କ ୨ ।
ଚାଷୀ- ଜମିର ଉର୍ବରତା ପାଇଁ ଜୈବିକ ସାରର ବ୍ୟବହାର କରନ୍ତୁ ।
ରୋଗୀ- ଅସାଧ୍ୟ ରୋଗରେ ପୀଡିତ ହେବେ ।
ଛାତ୍ରଛାତ୍ରୀ- ବିଦ୍ୱାନ୍ ହେବେ ।
କର୍ମଜୀବି- ପ୍ରଶଂସିତ ହେବେ ।
ବ୍ୟବସାୟୀ- ନୂଆ ବ୍ୟବସାୟ କ୍ଷତି ହେବ ।
ଗୃହିଣୀ- ଆଜି ଦିନଟି ଆପଣଙ୍କ ପାଇଁ ଉତ୍ତମ ।
ବୃଷ
ରାଜନୀତିରେ ସଫଳତା ପାଇବେ । ବ୍ୟବସାୟରେ ଉନ୍ନତି । ଉଦ୍ଯୋଗ ସିଦ୍ଧି ହେବ । କ୍ରୀଡା କ୍ଷେତ୍ରରେ ସଫଳତା ପାଇବେ । ଆର୍ଥିକ କ୍ଷେତ୍ରରେ ଉନ୍ନତି । ବହୁ ଦିନରୁ ଚାଲିଥିବା କାର୍ଯ୍ୟରେ ସଫଳତା ପାଇବେ । ମହିଳାମାନେ ଘର କାମରେ ସଫଳତା ପାଇବେ । ଶୁଭ ରଙ୍ଗ ନାଲି । ଶୁଭ ଅଙ୍କ ୫ ।
ଚାଷୀ- ଜମିର ଉର୍ବରତା ପାଇଁ ଜୈବିକ ସାରର ବ୍ୟବହାର କରନ୍ତୁ ।
ରୋଗୀ- ଅସୁସ୍ଥ ଅନୁଭବ କରିବେ ।
ଛାତ୍ରଛାତ୍ରୀ- ଅନ୍ଲାଇନ୍ ବିଦ୍ୟା ଆରୋହଣ କରିବେ ।
କର୍ମଜୀବି- ସମ୍ମାନିତ ହେବେ ।
ବ୍ୟବସାୟୀ- ସଫଳତାକୁ ହାତଛଡା କରନ୍ତୁ ନାହିଁ ।
ଗୃହିଣୀ- ସଜାସଜିରେ ବ୍ୟସ୍ତ ରହିବେ ।
ମିଥୁନ
କର୍ମକ୍ଷେତ୍ରରେ ସଫଳତା ପାଇବେ । ବାଣିଜ୍ୟ ବ୍ୟବସାୟରେ ଉନ୍ନତି ହେବ । ବିବାଦରେ ଜିତାପଟ ନେବେ । ସାହିତ୍ୟ, କଳା, ସଂସ୍କୃତି, ସଂଗୀତ କ୍ଷେତ୍ରରେ ସଫଳତା ପାଇବେ । ବାଣିଜ୍ୟ ବ୍ୟବସାୟରେ ଉନ୍ନତି ହେବ । ଶୁଭ ରଙ୍ଗ ବାଦାମୀ । ଶୁଭ ଅଙ୍କ ୪ ।
ଗୃହିଣୀ- ପାରିବାରିକ କାର୍ଯ୍ୟରେ ବ୍ୟସ୍ତ ରହିବେ ।
ବ୍ୟବସାୟୀ- ସହ-ଯୋଗୀ ବ୍ୟବସାୟ ଲାଭଜନକ ।
କର୍ମଜୀବି- କର୍ମଚଞ୍ଚଳ ରହିବେ ।
ଛାତ୍ରଛାତ୍ରୀ- କୀର୍ତ୍ତି ସ୍ତମ୍ବ ସ୍ଥାପନ କରିବେ ।
ରୋଗୀ- ଚିକିତ୍ସା ପାଇଁ ବିଦେଶ ଯାଇପାରନ୍ତି ।
ଚାଷୀ- ଆଧୁନିକ ପଦ୍ଧିର ଯନ୍ତ୍ରପାତି ବିଷୟରେ ଜ୍ଞାନ ନିଅନ୍ତୁ ।
କର୍କଟ
ନୂତନ ଯୋଜନା ପ୍ରସ୍ତୁତ କରିବେ । ବ୍ୟବସାୟରେ ଉନ୍ନତି ହେବ । ବିବାଦରେ ବିଜୟୀ ହେବେ । ଆର୍ଥିକ କ୍ଷେତ୍ରରେ ଉନ୍ନତି । ନିର୍ଦ୍ଦିଷ୍ଟ ଦିଗରୁ ଧନ ପ୍ରାପ୍ତି ହେବ । ଜୀବନବୀମାରେ ଆଗେଇ ଯିବେ । ମହିଳାମାନେ କାର୍ଯ୍ୟରେ ସଫଳ ହେବେ । ଶୁଭ ରଙ୍ଗ କ୍ରୀମ । ଶୁଭ ଅଙ୍କ ୮ ।
ଚାଷୀ- ଚାଷ କାର୍ଯ୍ୟରେ ଉନ୍ନତି ପରିଲକ୍ଷିତ ହେବ ।
ରୋଗୀ- ଡାକ୍ତରଙ୍କ ପରାମର୍ଶରେ ହିଁ ମେଡିସିନ୍ ଖାଆନ୍ତୁ ।
ଛାତ୍ରଛାତ୍ରୀ- ବିଦ୍ୱାନ୍ ହେବେ ।
କର୍ମଜୀବି- ପ୍ରଶଂସିତ ହେବେ ।
ବ୍ୟବସାୟୀ- ନୂଆ ବ୍ୟବସାୟ କ୍ଷତି ହେବ ।
ଗୃହିଣୀ- ସୁଖୀ ହେବେ ।
ସିଂହ
କର୍ମକ୍ଷେତ୍ରରେ ଅଗ୍ରଗତି କରିବେ । ବ୍ୟବସାୟରେ ଉନ୍ନତି ହେବ । ପ୍ରଶାସନ,ଶିକ୍ଷା, ଶିଳ୍ପ,ପରିବହନ କ୍ଷେତ୍ରରେ ସଫଳତା ପାଇବେ । ପଡୋଶୀମାନଙ୍କ ସମ୍ପର୍କ ଭଲ ରହିବ । ଆର୍ଥିକ ସ୍ଥିତି ବଳବାନ ହେବ । ଦିନଟି ଭଲରେ କଟିବ । ଶୁଭ ରଙ୍ଗ ସବୁଜ । ଶୁଭ ଅଙ୍କ ୨ ।
ଗୃହିଣୀ- ମାନସିକ ଶାନ୍ତି ପାଇବେ ।
ବ୍ୟବସାୟୀ- ବାହାରେ ବ୍ୟବସାୟ କରିବା କଷ୍ଟ ହେବ ।
କର୍ମଜୀବି- କାର୍ଯ୍ୟ କରି ପ୍ରଶଂସିତ ହେବେ ।
ଛାତ୍ରଛାତ୍ରୀ- ବଡ ଲୋକଙ୍କ କଥା ଶୁଣିବେ ନାହିଁ ।
ରୋଗୀ- ରୋଗରୁ ମୁକ୍ତ ହୋଇପାରନ୍ତି ।
ଚାଷୀ- ମାଟିରେ ଉର୍ବରତା ପାଇଁ କୃଷି ବିଭାଗର ପରାମର୍ଶ ନିଅନ୍ତୁ ।
କନ୍ୟା
ବହୁତ ଦିନରୁ ଥିବା କର୍ମ ଯୋଜନାରେ ସଫଳତା ପାଇବେ । ବ୍ୟବସାୟରେ ଉନ୍ନତି ହେବ । କେତେକ ସମସ୍ୟା ଜାତ ହେବ ସେସବୁକୁ ସମାଧାନ କରିପାରନ୍ତି । ନୂତନ ଯୋଜନା କାର୍ଯ୍ୟକାରୀ କରିବେ । ଚାକିରୀ କ୍ଷେତ୍ରରେ ଉନ୍ନତି ହେବ । ଶୁଭ ରଙ୍ଗ ଧଳା । ଶୁଭ ଅଙ୍କ ୭ ।
ଚାଷୀ- ଜମିର ଉର୍ବରତା ପାଇଁ ଜୈବିକ ସାରର ବ୍ୟବହାର କରନ୍ତୁ ।
ରୋଗୀ- ଅସାଧ୍ୟ ରୋଗ ରୁ ମୁକ୍ତ ହେବେ ।
ଛାତ୍ରଛାତ୍ରୀ- ବହୁ ପରିଶ୍ରମ କରିବାକୁ ପଡିବ ।
କର୍ମଜୀବି- କାର୍ଯ୍ୟ ବ୍ୟସ୍ତ ରହିବେ ।
ବ୍ୟବସାୟୀ- ନୂଆ ବ୍ୟବସାୟ ଲାଭ ହେବ ।
ଗୃହିଣୀ- ଧାର୍ମିକ ହେବେ ।
ତୁଳା
ଉଜ୍ଜ୍ୱଳ ଭବିଷ୍ୟତ କାମନା କରିବେ । ବ୍ୟବସାୟରେ ଉନ୍ନତି । ବିବାଦରେ ଜିତାପଟ ନେବେ । କର୍ମକ୍ଷେତ୍ରରେ ସଫଳତା । ସହଯୋଗୀମାନେ ସହଯୋଗ କରିବେ । ନୂତନ ଯାଗାବାଡି ମିଳିବ । ମହିଳାମାନେ ଦେବାଦେବୀ ପୂଜାରେ ମନ ଦେବେ । ଶୁଭ ରଙ୍ଗ ଗୋଲାପି । ଶୁଭ ଅଙ୍କ ୩ ।
ଗୃହିଣୀ- ସଦିଚ୍ଛା ଭାବ ରହିବ ।
ବ୍ୟବସାୟୀ- ଧର୍ଯ୍ୟ ହାରା ହୋଇପାରନ୍ତି ।
କର୍ମଜୀବି- ସ୍ୱକାର୍ଯ୍ୟ କରିବେ ।
ଛାତ୍ରଛାତ୍ରୀ- ମିତ୍ରଙ୍କ ସହଯୋଗ ମିଳିବ ।
ରୋଗୀ – ସ୍ୱାସ୍ଥ୍ୟ ଅତୁଟ ରହିବ ।
ଚାଷୀ- ଅନ୍ୟ ଚାଷ କରିବାକୁ ମନ ବଳାଇବେ ।
ବିଛା
କର୍ମକ୍ଷେତ୍ରରେ ସଫଳତା । ବ୍ୟବସାୟରେ ଉନ୍ନତି । ସାହିତ୍ୟ,କଳା, ସଂସ୍କୃତି, ବିଜ୍ଞାନ କ୍ଷେତ୍ରରେ ସଫଳତା । ପାରିବାରିକ କ୍ଷେତ୍ରରେ ଉନ୍ନତି ହେବ । ଜ୍ଞାନ, ଗବେଷଣା ଦିଗରେ ସଫଳତା ପାଇବେ । ମହିଳାମାନେ ଘର କାମରେ ସଫଳତା ପାଇବେ । ଶୁଭ ରଙ୍ଗ କ୍ରୀମ । ଶୁଭ ଅଙ୍କ ୬ ।
ଚାଷୀ- ମାଟିରେ ଉର୍ବରତା ପାଇଁ କୃଷି ବିଭାଗର ପରାମର୍ଶ ନିଅନ୍ତୁ ।
ରୋଗୀ- ଅସାଧ୍ୟ ରୋଗରେ ପୀଡିତ ହେବେ ।
ଛାତ୍ରଛାତ୍ରୀ- ସାଠରେ ମନ ଦେବେ ।
କର୍ମଜୀବି- ଅର୍ଥ ହାନୀ ହେବ ।
ବ୍ୟବସାୟୀ- ସଫଳତାକୁ ହାତଛଡା କରନ୍ତୁ ନାହିଁ ।
ଗୃହିଣୀ- ପୂଜା ପାଠରେ ବ୍ୟସ୍ତ ରହିବେ ।
ଧନୁ
ଉଦ୍ଯୋଗ ବଳରେ ର୍କର୍ମ ସିଦ୍ଧି ହେବ । ବ୍ୟବସାୟରେ ସଫଳତା ପାଇବେ । ପାରିବାରିକ କ୍ଷେତ୍ରରେ ଉନ୍ନତି । ନୂତନ କାର୍ଯ୍ୟଭରା ଗ୍ରହଣ କରିବେ । ଆର୍ôଥକ ସ୍ଥିତି ବଳବାନ ହେବ । ମହିଳାମାନେ ଘର କାମରେ ସଫଳତା ପାଇବେ । ଶୁଭ ରଙ୍ଗ ଧଳା । ଶୁଭ ଅଙ୍କ ୪ ।
ଗୃହିଣୀ- ଆଜି ଦିନଟି ଆପଣଙ୍କ ପାଇଁ ।
ବ୍ୟବସାୟୀ- ପ୍ରଚୁର ଲାଭ ହେବ ।
କର୍ମଜୀବି- ସ୍ୱକାର୍ଯ୍ୟ କରିବେ ।
ଛାତ୍ରଛାତ୍ରୀ- ଯୋଗ, ସ୍ମରଣ ଶକ୍ତି ବଢାଇଥାଏ ।
ରୋଗୀ- ରୋଗରୁ ମୁକ୍ତ ହୋଇପାରନ୍ତି ।
ଚାଷୀ- ଅନ୍ୟ ଚାଷ କରିବାକୁ ମନ ବଳାଇବେ ।
ମକର
ଯାନ୍ତ୍ରିକ କ୍ଷେତ୍ରରେ ଅଗ୍ରଗତି କରିବେ । କମ୍ପ୍ୟୁଟର,ଇଣ୍ଟରନେଟ କ୍ଷେତ୍ରରେ ଲାଭବାନ୍ ହେବେ । ନୂତନ କାର୍ଯ୍ୟରେ ଅଗ୍ରଗତି କରିବେ । ବନ୍ଧୁ ମିଳନ ହେବ । ଆର୍ଥିକ କ୍ଷେତ୍ରରେ ସୁଧାର ଆସିବ । ଘରୋଇ କାମରେ ଅଗ୍ରଗତି କରିବେ । ଶୁଭ ରଙ୍ଗ ଧଳା । ଶୁଭ ଅଙ୍କ ୮ ।
ଚାଷୀ- ମାଟିରେ ଉର୍ବରତା ପାଇଁ କୃଷି ବିଭାଗର ପରାମର୍ଶ ନିଅନ୍ତୁ ।
ରୋଗୀ- ଡାକ୍ତରଙ୍କ ପରାମର୍ଶରେ ହିଁ ମେଡିସିନ୍ ଖାଆନ୍ତୁ ।
ଛାତ୍ରଛାତ୍ରୀ- ବିଜ୍ଞ ହେବେ ।
କର୍ମଜୀବି- କାର୍ଯ୍ୟ ତତ୍ପର ରହିବେ ।
ବ୍ୟବସାୟୀ- ସୁଯୋଗକୁ ହାତ ଛଡା କରନ୍ତୁ ନାହିଁ ।
ଗୃହିଣୀ- ପୂଜା ପାଠରେ ବ୍ୟସ୍ତ ରହିବେ ।
କୁମ୍ଭ
କର୍ମକ୍ଷେତ୍ରରେ ସଫଳତା ପାଇବେ । ବ୍ୟବସାୟରେ ଉନ୍ନତି ହେବ । ଆର୍ôଥକ କ୍ଷେତ୍ରରେ ଉନ୍ନତି ହେବ । ନୂତନ ଯାଗାବାଡି ଲାଭ ହେବ । ଆଇନ ଅଦାଲତରେ ସଫଳତା ପାଇବେ । ବାପା,ମାଆମାନେ ପିଲାମାନଙ୍କର ଉନ୍ନତି କରିବେ । ଶୁଭ ରଙ୍ଗ କଫି । ଶୁଭ ଅଙ୍କ ୧ ।
ଗୃହିଣୀ- ସୌଭାଗ୍ୟ ପ୍ରାପ୍ତ ହେବ ।
ବ୍ୟବସାୟୀ- ଧର୍ଯ୍ୟ ହାରା ହୋଇପାରନ୍ତି ।
କର୍ମଜୀବି- ସଫଳତା ହାତ ଛଡା ହୋଇଯିବ ।
ଛାତ୍ରଛାତ୍ରୀ- ଅଳସୁଆ ପ୍ରବୃତ୍ତି ହେବେ ।
ରୋଗୀ – ସ୍ୱାସ୍ଥ୍ୟ ଅତୁଟ ରହିବ ।
ଚାଷୀ- ମାଟିରେ ଉର୍ବରତା ପାଇଁ କୃଷି ବିଭାଗର ପରାମର୍ଶ ନିଅନ୍ତୁ ।
ମୀନ
ଉଦ୍ଯୋଗୀ ହେବେ । ବାଣିଜ୍ୟ ବ୍ୟବସାୟରେ ଉନ୍ନତି ହେବ । ପାରିବାରିକ କ୍ଷେତ୍ରରେ ସଫଳତା ପାଇବେ । ବନ୍ଧୁ ମିଳନ ହେବ । ଜ୍ଞାନ,ଗବେଷଣାରେ ଉନ୍ନତି ହେବ । ମହିଳାମାନେ ଘର କାମରେ ସଫଳତା ପାଇବେ । ଶୁଭ ରଙ୍ଗ ଧଳା । ଶୁଭ ଅଙ୍କ ୩ ।
ଚାଷୀ- ଜୈବିକ ସାର ମାଟିରେ ବ୍ୟବହାର ଉଚିତ୍ ।
ରୋଗୀ- ଡାକ୍ତରଙ୍କ ପରାମର୍ଶରେ ହିଁ ମେଡିସିନ୍ ଖାଆନ୍ତୁ ।
ଛାତ୍ରଛାତ୍ରୀ- ବିଦ୍ୱାନ୍ ହେବେ ।
କର୍ମଜୀବି- ଅର୍ଥ ହାନୀ ହେବ ।
ବ୍ୟବସାୟୀ- ନୂଆ ବ୍ୟବସାୟ ଲାଭ ହେବ ।
ଗୃହିଣୀ- ଆଜି ଦିନଟି ଆପଣଙ୍କ ପାଇଁ ଉତ୍ତମ ।