ଆଜିର ରାଶିଫଳ: କେମିତି କଟିବ ଆପଣଙ୍କ ଦିନ, ରାଶି ଅନୁସାରେ ଶୁଭ ରଙ୍ଗ ଓ ପ୍ରତିକାର
ମେଷ
ଘାତଚନ୍ଦ୍ର ଭୋଗ ହେତୁ ସତର୍କତାର ସହ ଚଳିବାକୁ ପଡିବ । ଧନବାନ୍ ହୋଇପାରନ୍ତି । ଅପାର ଗୁଣର ଅଧିକାରୀ ଏବଂ ନୂଆ ବନ୍ଧୁଙ୍କ ସହଯୋଗରେ ଉପକୃତ ହେବେ । ଉପାର୍ଜନ ଯଥେଷ୍ଟ ପରିମାଣର ହେବ । ଶୁଭ ରଙ୍ଗ ୟେଲୋ । ଶୁଭ ଅଙ୍କ ୫ ।
ଗୃହିଣୀ- ଧର୍ଯ୍ୟବାନ୍ ହେବେ ।
ବ୍ୟବସାୟୀ- ଚୌର ଭୟ ଅଛି ।
କର୍ମଜୀବି- କରତ୍କର୍ମା ହେବେ ।
ଛାତ୍ରଛାତ୍ରୀ- ବଡ ଲୋକଙ୍କ କଥା ଶୁଣିବେ ନାହିଁ ।
ରୋଗୀ – ସ୍ୱାସ୍ଥ୍ୟ ଅତୁଟ ରହିବ ।
ଚାଷୀ- ଜମିର ଉର୍ବରତା ପାଇଁ ଜୈବିକ ସାରର ବ୍ୟବହାର କରନ୍ତୁ ।
ବୃଷ
ପର ପାଇଁ ହଇରାଣ ହୋଇପାରନ୍ତି । ବ୍ୟୟ ବୃଦ୍ଧିର ସୂଚନା ମିଳୁଛି । ସାମାନ୍ୟ ଅସୁସ୍ଥତା ଅନୁଭବ କରିପାରନ୍ତି । ଠକାମୀରେ ପଡିପାରନ୍ତି । ଅଯଥା ବିତର୍କରେ ଭାଗ ନ ନେଇ ନିରବ ଦର୍ଶକ ହେବା ଭଲ । ଶୁଭ ରଙ୍ଗ ଲାଲ୍ । ଶୁଭ ଅଙ୍କ ୭ ।
ଚାଷୀ- ଉତ୍ତମ ବିହନ, କୃଷି ବିଭାଗରୁ ଆଣନ୍ତୁ ।
ରୋଗୀ- ଡାକ୍ତରୀ ପରୀକ୍ଷା ନିହାତି କରନ୍ତୁ ।
ଛାତ୍ରଛାତ୍ରୀ- ବିଦ୍ୱାନ୍ ହେବେ ।
କର୍ମଜୀବି- ପ୍ରଶଂସିତ ହେବେ ।
ବ୍ୟବସାୟୀ- ନୂଆ ବ୍ୟବସାୟ ଲାଭ ହେବ ।
ଗୃହିଣୀ- ପାରିବାରିକ କାର୍ଯ୍ୟରେ ବ୍ୟସ୍ତ ରହିବେ ।
ମିଥୁନ
ଶୁଭ ଖବର ପାଇ ଖୁସି ହେବେ । ଜ୍ଞାନ ଅର୍ଜନ ପାଇଁ ଆଗ୍ରହ ପ୍ରକାଶ କରିବେ । ସତ୍ କର୍ମରେ ନିଜକୁ ନିୟୋଜିତ କରିବେ । ପାରିବାରିକ ଜୀବନ ସୁଖପ୍ରଦ ହେବ । ପ୍ରୀତି ଭୋଜନ ମିଳିବ । ଅର୍ଥ ପ୍ରାପ୍ତିର ସୂଚନା ମିଳୁଛି । ଶୁଭ ରଙ୍ଗ ବ୍ରାଉନ୍ । ଶୁଭ ଅଙ୍କ ୨ ।
ଗୃହିଣୀ- ଆଜି ଦିନଟି ଆପଣଙ୍କ ପାଇଁ ଉତ୍ତମ ।
ବ୍ୟବସାୟୀ- ଧର୍ଯ୍ୟ ହାରା ହୋଇପାରନ୍ତି ।
କର୍ମଜୀବି-ଅର୍ଥ ସଞ୍ଚୟ ପାଇଁ ଉଦ୍ୟମ କରିବେ ।
ଛାତ୍ରଛାତ୍ରୀ- ବିଚକ୍ଷଣ ବୁଦ୍ଧି ହେବ ।
ରୋଗୀ- ଚିକିତ୍ସା ପାଇଁ ବିଦେଶ ଯାଇପାରନ୍ତି ।
ଚାଷୀ- କ୍ଳାନ୍ତି ଅନୁଭବ କରିବେ ।
କର୍କଟ
କାର୍ଯ୍ୟର ସଫଳ ରୂପାୟନ କରି ପ୍ରଶଂସାର ପାତ୍ର ହେବେ । ସୁସମ୍ବାଦ ପାଇ ଉତ୍ଫୁଲ୍ଲିତ ହେବେ । କର୍ମକ୍ଷେତ୍ର ଉଜ୍ଜଳମୟ କରିପାରନ୍ତି । ଆର୍ଥିକ ସ୍ଥିତିରେ ସ୍ୱଚ୍ଛଳତା ଦେଖା ଦେବ । ବିବାଦୀୟ ଘଟଣାରେ ବିଜୟୀ ହେବେ । ଶୁଭ ରଙ୍ଗ ଧଳା । ଶୁଭ ଅଙ୍କ ୪ ।
ଚାଷୀ- ଜୈବିକ ସାର ମାଟିରେ ବ୍ୟବହାର ଉଚିତ୍ ।
ରୋଗୀ- ଅସୁସ୍ଥ ଅନୁଭବ କରିବେ ।
ଛାତ୍ରଛାତ୍ରୀ- ବିଦ୍ୟାରେ ମନ ଦେବେ ।
କର୍ମଜୀବି- ସମ୍ମାନିତ ହେବେ ।
ବ୍ୟବସାୟୀ- ନୂଆ ବ୍ୟବସାୟ କ୍ଷତି ହେବ ।
ଗୃହିଣୀ- ସୁଖଭାରା ଦିନଟି ।
ସିଂହ
ମିଳିଥିବା ସୁଯୋଗକୁ ହାତଛଡା କରିବେ ନାହିଁ । ପରୋପକାରକୁ ଜୀବନର ବ୍ରତ ଭାବେ ଗ୍ରହଣ କରିପାରନ୍ତି । କ୍ଷମତାର ଅଭିବୃଦ୍ଧି ଘଟାଇ ତା’ର ସଦ୍ବ୍ୟବହାର କରିବେ । ପ୍ରତିଯୋଗିତାରେ ବିଜୟୀ ହେବେ । ଶୁଭ ରଙ୍ଗ ଗ୍ରୀନ୍ । ଶୁଭ ଅଙ୍କ ୮ ।
ଗୃହିଣୀ- ଧର୍ଯ୍ୟବାନ୍ ହେବେ ।
ବ୍ୟବସାୟୀ- ଧର୍ଯ୍ୟ ହାରା ହୋଇପାରନ୍ତି ।
କର୍ମଜୀବି- କରତ୍କର୍ମା ହେବେ ।
ଛାତ୍ରଛାତ୍ରୀ- ମନରେ ଗର୍ବ ଭାବ ଆସିବ ।
ରୋଗୀ-ସତର୍କତାର ଦିନ ।
ଚାଷୀ- କ୍ଳାନ୍ତି ଅନୁଭବ କରିବେ ।
କନ୍ୟା
ପରିଶ୍ରମ କଲେ ହିଁ ସଫଳତା ମିଳିବ । କଷ୍ଟସାଧ୍ୟ ଏବଂ ସାମାନ୍ୟ ଅସୁସ୍ଥତା ଦେଖା ଦେଲେ ବି ଯୁଗ୍ମ ବ୍ୟବସାୟରେ ଲାଭଜନକ ହେବ । ମନ ବିଷାଦଭରା ହୋଇପାରେ । ଅର୍ଥ ଟାଣ-ଟୁଣ ରହିବ । ଶୁଭ ରଙ୍ଗ କଫି । ଶୁଭ ଅଙ୍କ ୬ ।
ଚାଷୀ- ଜୈବିକ ସାର ମାଟିରେ ବ୍ୟବହାର ଉଚିତ୍ ।
ରୋଗୀ- ଅସାଧ୍ୟ ରୋଗ ରୁ ମୁକ୍ତ ହେବେ ।
ଛାତ୍ରଛାତ୍ରୀ- ସାଠରେ ମନ ଦେବେ ।
କର୍ମଜୀବି- ଅର୍ଥ ହାନୀ ହେବ ।
ବ୍ୟବସାୟୀ- ଅର୍ଥ ହାନୀ ହେବ ।
ଗୃହିଣୀ- ଘର କାମରେ ବ୍ୟସ୍ତ ରହିବେ ।
ତୁଳା
ଶତ୍ରୁ ଯେତେ ବଳବାନ୍ ହେଲେ ବି ପରାଜୟ ବରଣ କରିବ । ବନ୍ଧୁ ମିଳନର ସମ୍ଭାବନା ଅଛି । ସୁଖକର ଘଟଣାମାନ ଘଟିବ । କର୍ମକ୍ଷେତ୍ରରୁ ସଫଳତା ମିଳିବ । ପତ୍ନୀ ପରାମର୍ଶଦାତା ହେବେ । ଶୁଭ ରଙ୍ଗ ଗାଢ ନୀଳ । ଶୁଭ ଅଙ୍କ ୧ ।
ଗୃହିଣୀ- ପାରିବାରିକ କାର୍ଯ୍ୟରେ ବ୍ୟସ୍ତ ରହିବେ ।
ବ୍ୟବସାୟୀ- ଧର୍ଯ୍ୟ ହାରା ହୋଇପାରନ୍ତି ।
କର୍ମଜୀବି- କର୍ମଚଞ୍ଚଳ ରହିବେ ।
ଛାତ୍ରଛାତ୍ରୀ- ବିଚକ୍ଷଣ ବୁଦ୍ଧି ହେବ ।
ରୋଗୀ- ଚିକିତ୍ସା ପାଇଁ ବିଦେଶ ଯାଇପାରନ୍ତି ।
ଚାଷୀ- ଅଧିକା ପାଣିରୁ , ହିନସ୍ତା ହୋଇପାରନ୍ତି ।
ବିଛା
ପ୍ରତିଶୋଧ ପରାୟଣ ହୋଇପାରନ୍ତି । ବଳବାନ୍ ଶତ୍ରୁକୁ ଦମନ, ମାନସିକ ଶାନ୍ତି ଫେରି ପାଇବେ । ଶୁଭଖବର ପାଇ ଆନନ୍ଦ ଅନୁଭବ କରିପାରନ୍ତି । ଶୁଭ କାର୍ଯ୍ୟ ପାଇଁ ବାତାବରଣ ଅନୁକୂଳ ରହିଛି । ଶୁଭ ରଙ୍ଗ ମେରୁନ୍ । ଶୁଭ ଅଙ୍କ ୮ ।
ଚାଷୀ- ଜମିରୁ ବର୍ଷା ପାଣି ବାହାରିବାର ବ୍ୟବସ୍ଥା କରନ୍ତୁ ।
ରୋଗୀ- ଅସାଧ୍ୟ ରୋଗରେ ପୀଡିତ ହେବେ ।
ଛାତ୍ରଛାତ୍ରୀ- ସାଠରେ ମନ ଦେବେ ।
କର୍ମଜୀବି- ସମ୍ମାନିତ ହେବେ ।
ବ୍ୟବସାୟୀ- ସଫଳତାକୁ ହାତଛଡା କରନ୍ତୁ ନାହିଁ ।
ଗୃହିଣୀ- ଆଜି ଦିନଟି ଆପଣଙ୍କ ପାଇଁ ।
ଧନୁ
ଅଧିକ ଜ୍ଞାନ ଆହରଣ ପାଇଁ ଅଧ୍ୟୟନରତ ହୋଇପାରନ୍ତି । ଅର୍ଥ ପ୍ରାପ୍ତିର ସୂଚନା ମିଳୁଛି । ସୁ ସମ୍ବାଦ ପାଇ ଖୁସି ଓ କର୍ତ୍ତବ୍ୟନି ହେବେ । ବ୍ୟବସାୟ ଲାଭଜନକ ଏବଂ ଦାମ୍ପତ୍ୟ ଜୀବନସୁଖପ୍ରଦ ହେବ । ଶୁଭ ରଙ୍ଗ ଧଳା । ଶୁଭ ଅଙ୍କ ୨ ।
ଗୃହିଣୀ- ମିତ୍ର ସୁଖ ପାଇବେ ।
ବ୍ୟବସାୟୀ- ଧର୍ଯ୍ୟ ହାରା ହୋଇପାରନ୍ତି ।
କର୍ମଜୀବି- ସଫଳତା ହାତ ଛଡା ହୋଇଯିବ ।
ଛାତ୍ରଛାତ୍ରୀ- ମନରେ ଗର୍ବ ଭାବ ଆସିବ ।
ରୋଗୀ- ରୋଗରୁ ମୁକ୍ତ ହୋଇପାରନ୍ତି ।
ଚାଷୀ- ଆଧୁନିକ ପଦ୍ଧତିରେ ଚାଷ କାର୍ଯ୍ୟ କରିବେ ।
ମକର
ଇଚ୍ଛା ବିରୋଧରେ କାର୍ଯ୍ୟ କରିବାକୁ ବାଧ୍ୟ ହେବେ । କେତେକ କ୍ଷେତ୍ରରେ ଭୁଲ ବୁଝାମଣା ଘଟିପାରେ । ପରିଶ୍ରମର ମୂଲ୍ୟ ମିଳିବ । କୃଷି କର୍ମ ଉପରେ ଗୁରୁତ୍ୱ ଦେବେ । ବିବାହ ବିଳମ୍ବିତ ହୋଇପାରେ । ଶୁଭ ରଙ୍ଗ ଲାଲ୍ । ଶୁଭ ଅଙ୍କ ୫ ।
ଗୃହିଣୀ- ଧାର୍ମିକ ହେବେ ।
ବ୍ୟବସାୟୀ- ଲୋକପ୍ରିୟତା ମିଳିବ ।
କର୍ମଜୀବି- କର୍ମଚଞ୍ଚଳ ରହିବେ ।
ଛାତ୍ରଛାତ୍ରୀ- ଚିନ୍ତାଧାରା ମହତ ହେବ ।
ରୋଗୀ- ରୋଗରୁ ମୁକ୍ତ ହୋଇପାରନ୍ତି ।
ଚାଷୀ- ଜୈବିକ ସାର ମାଟିରେ ବ୍ୟବହାର ଉଚିତ୍ ।
କୁମ୍ଭ
ପର ପାଇଁ ମାନି ହୋଇ ସମ୍ମାନିତ ହୋଇପାରନ୍ତି । କାର୍ଯ୍ୟରେ ସଫଳତା ଲାଭ କରିବେ । ଆର୍ଥିକ କ୍ଷେତ୍ର ସ୍ୱଚ୍ଛଳ ରହିବ । ଶୁଭ କାର୍ଯ୍ୟ ପାଇଁ ବାତାବରଣ ଅନୁକୂଳ ରହିଛି । ଦେବ ଦର୍ଶନର ସୁଯୋଗ ଅଛି । ଶୁଭ ରଙ୍ଗ କଫି । ଶୁଭ ଅଙ୍କ ୯ ।
ଚାଷୀ- ଗୋବର କ୍ଷତର ବ୍ୟବହାର କରିବା ଉଚିତ୍ ।(ପରୀକ୍ଷିତ)
ରୋଗୀ- ଚିକିତ୍ସା ପାଇଁ ବିଦେଶ ଯାଇପାରନ୍ତି ।
ଛାତ୍ରଛାତ୍ରୀ- ଚକ୍ଷୁରେ ପୀଡା ହେବ ।
କର୍ମଜୀବି- କାର୍ଯ୍ୟ କରି ପ୍ରଶଂସିତ ହେବେ ।
ବ୍ୟବସାୟୀ- ସଦ୍ବ୍ୟବହାର କରନ୍ତୁ ।
ଗୃହିଣୀ- ପିଲାମାନଙ୍କ ପ୍ରତି ଚିନ୍ତାରେ ରହିବେ ।
ମୀନ
ଅସହାୟତା ବୋଧ କରିପାରନ୍ତି । ଧର୍ମ ପ୍ରିୟ ଓ କ୍ରିୟାଶୀଳ ଏବଂ ଶିଳ୍ପ ପାରଦର୍ଶୀ ହେବେ । ପାଣ୍ଡିତ୍ୟର ପରିପ୍ରକାଶ ଘଟାଇ ପାରନ୍ତି । ତ୍ୟାଗପୂତ ମନୋବୃତ୍ତି ଗ୍ରହଣ କରିପାରନ୍ତି । ନୀତିନି ହେବ । ଶୁଭ ରଙ୍ଗ ନାରଙ୍ଗୀ । ଶୁଭ ଅଙ୍କ ୩ ।
ଗୃହିଣୀ- ଧର୍ମ କାର୍ଯ୍ୟରେ ବ୍ୟସ୍ତ ରହିବେ ।
ବ୍ୟବସାୟୀ- ଲୋକପ୍ରିୟତା ମିଳିବ ।
କର୍ମଜୀବି-ଅର୍ଥ ସଞ୍ଚୟ ପାଇଁ ଉଦ୍ୟମ କରିବେ ।
ଛାତ୍ରଛାତ୍ରୀ- ଅଳସୁଆ ପ୍ରବୃତ୍ତି ହେବେ ।
ରୋଗୀ- ରୋଗରୁ ମୁକ୍ତ ହୋଇପାରନ୍ତି ।
ଚାଷୀ- କ୍ଳାନ୍ତି ଅନୁଭବ କରିବେ ।