ଆଜିର ରାଶିଫଳ: କେମିତି କଟିବ ଆପଣଙ୍କ ଦିନ, ରାଶି ଅନୁସାରେ ଶୁଭ ରଙ୍ଗ ଓ ପ୍ରତିକାର
ମେଷ
ଘାତଚନ୍ଦ୍ର ଭୋଗ ହେତୁ ଦିନଟି ନ୍ୟୁନ ଫଳଦାୟକ ହେବ । ଦୂର ଯାତ୍ରାରେ ଅସଫଳା, କର୍ମ ବିଶୃଙ୍ଖଳା, ବିବାଦରେ ପରାଜିତ ହେବେ । ପୁରାତନ ରୋଗ ପୁନଃ ଭୋଗ ହୋଇପାରେ । ଶୁଭ ରଙ୍ଗ ଗ୍ରୀନ୍ । ଶୁଭ ଅଙ୍କ ୮ ।
ଚାଷୀ- ଆଧୁନିକ ପଦ୍ଧିର ଯନ୍ତ୍ରପାତି ବିଷୟରେ ଜ୍ଞାନ ନିଅନ୍ତୁ ।
ରୋଗୀ- ଅସାଧ୍ୟ ରୋଗ ରୁ ମୁକ୍ତ ହେବେ ।
ଛାତ୍ରଛାତ୍ରୀ- ବିଦ୍ୱାନ୍ ହେବେ ।
କର୍ମଜୀବି- ପ୍ରଶଂସିତ ହେବେ ।
ବ୍ୟବସାୟୀ- ହାତକୁ ଆସୁଥିବା ଡିଲ୍ କୁ ହାତଛଡା କରନ୍ତୁ ନାହିଁ ।
ଗୃହିଣୀ- ସୌଭାଗ୍ୟ ପ୍ରାପ୍ତ ହେବ ।
ବୃଷ
ବହୁ ବ୍ୟକ୍ତିଙ୍କ ପାଖରେ ବିରୋଧୀ ଭାବ ଆଚରଣ କରିପାରନ୍ତି । ମାନସିକ ଦୁଃଖ ବଢିବ । ଅର୍ଥାଗମ ହେଲେ ମଧ୍ୟ ତାହା ପର୍ଯ୍ୟାପ୍ତ ହେବ ନାହିଁ । ପତିତ ଅର୍ଥ କିଛି ପରିମାଣରେ ମିଳିବ । ଗୃହ ଭୂମି ସମସ୍ୟା ସବୁ ଅଧିକ ଲମ୍ବା ହେବ । ଶୁଭ ରଙ୍ଗ ଗାଢ ନୀଳ । ଶୁଭ ଅଙ୍କ ୪ ।
ଗୃହିଣୀ- ଧର୍ମ କାର୍ଯ୍ୟରେ ବ୍ୟସ୍ତ ରହିବେ ।
ବ୍ୟବସାୟୀ- ଧର୍ଯ୍ୟ ହାରା ହୋଇପାରନ୍ତି ।
କର୍ମଜୀବି- ସ୍ୱକାର୍ଯ୍ୟ କରିବେ ।
ଛାତ୍ରଛାତ୍ରୀ- ମିତ୍ରଙ୍କ ସହଯୋଗ ମିଳିବ ।
ରୋଗୀ- ଚକ୍ଷୁ ପୀଡା ହେବ ।
ଚାଷୀ- କ୍ଳାନ୍ତି ଅନୁଭବ କରିବେ ।
ମିଥୁନ
ଦିନଟି ଶୁଭଫଳ ଦାୟକ ହେବ । ପରିବାରରେ ବୁଝାମଣାକୁ ସଜାଡି ନେଇ ପାରିବେ । ଆର୍ôଥକ ସ୍ଥିତି ସ୍ୱଚ୍ଛଳ ରହିବ । ଲୋକ କଲ୍ୟାଣକର କାର୍ଯ୍ୟରେ ଅଭିରୁଚି ବଢିବ । ପାକକ୍ରିୟା ଜନିତ କେତେକ ସ୍ୱାସ୍ଥ୍ୟ ସମସ୍ୟା ଆସିବ । ଶୁଭ ରଙ୍ଗ ଲାଲ୍ । ଶୁଭ ଅଙ୍କ ୬ ।
ଚାଷୀ- ଅନ୍ୟ ଚାଷ କରିବାକୁ ମନ ବଳାଇବେ ।
ରୋଗୀ- ଅସାଧ୍ୟ ରୋଗରେ ପୀଡିତ ହେବେ ।
ଛାତ୍ରଛାତ୍ରୀ- ବିଦ୍ୱାନ୍ ହେବେ ।
କର୍ମଜୀବି- ସମ୍ମାନିତ ହେବେ ।
ବ୍ୟବସାୟୀ- ନୂଆ ବ୍ୟବସାୟ କ୍ଷତି ହେବ ।
ଗୃହିଣୀ- ସୌଭାଗ୍ୟ ପ୍ରାପ୍ତ ହେବ ।
କର୍କଟ
କର୍ମ କ୍ଷେତ୍ରରେ ନେତୃତ୍ୱ ଗ୍ରହଣ କରିବେ । କାର୍ଯ୍ୟଭାର ବଢିବ । ବନ୍ଧୁବର୍ଗରୁ ଅକୁଣ୍ଠ ସାହାର୍ଯ୍ୟ ସହ ଯୋଗ ପାଇବେ । ଲକ୍ଷ୍ୟ ପୂରଣ କରିବେ । ସୌଖୀନ ଦ୍ରବ୍ୟର ଉପଭୋକ୍ତା ହେବେ । ଶୁଭ ରଙ୍ଗ ବ୍ରାଉନ୍ । ଶୁଭ ଅଙ୍କ ୨ ।
ଗୃହିଣୀ- ପୂଜା ପାଠରେ ବ୍ୟସ୍ତ ରହିବେ ।
ବ୍ୟବସାୟୀ- ସହ-ଯୋଗୀ ବ୍ୟବସାୟ ଲାଭଜନକ ।
କର୍ମଜୀବି- କର୍ମଚଞ୍ଚଳ ରହିବେ ।
ଛାତ୍ରଛାତ୍ରୀ- ବିଚକ୍ଷଣ ବୁଦ୍ଧି ହେବ ।
ରୋଗୀ-ସତର୍କତାର ଦିନ ।
ଚାଷୀ- ଜୈବିକ ସାର ମାଟିରେ ବ୍ୟବହାର ଉଚିତ୍ ।
ସିଂହ
ଧର୍ମ ଧାରଣା ବଢିବ । ଅନ୍ତଃକରଣ ପବିତ୍ର ରହିବ । ଆହାର ବିହାରରେ ନିୟମିତ ନ ହେଲେ ସ୍ୱାସ୍ଥ୍ୟ ସମସ୍ୟା ଆସିପାରେ । ସଜ୍ଜନ ସଂପର୍କ, କାର୍ଯ୍ୟ ଶୃଙ୍ଖଳା, ସହଯୋଗ ଓ ଉତ୍ତମ ପାରିବାରିକ ବୁଝାମଣା ରହିବ । ଶୁଭ ରଙ୍ଗ ଗ୍ରୀନ୍ । ଶୁଭ ଅଙ୍କ ୫ ।
ଚାଷୀ- ଜମିରୁ ବର୍ଷା ପାଣି ବାହାରିବାର ବ୍ୟବସ୍ଥା କରନ୍ତୁ ।
ରୋଗୀ- ଡାକ୍ତରୀ ପରୀକ୍ଷା ନିହାତି କରନ୍ତୁ ।
ଛାତ୍ରଛାତ୍ରୀ- ଅନ୍ଲାଇନ୍ ବିଦ୍ୟା ଆରୋହଣ କରିବେ ।
କର୍ମଜୀବି- ସମ୍ମାନିତ ହେବେ ।
ବ୍ୟବସାୟୀ- ଅର୍ଥ ଲାଭ ହେବ ।
ଗୃହିଣୀ- ନୂଆବସ୍ତ୍ର ଲାଭ ହେବ ।
କନ୍ୟା
ପରସ୍ପର ବିରୋଧ ଚିନ୍ତାଧାରା ଲାଗି ରହିବ । ନକରାତ୍ମକ ଚିନ୍ତା ଅଧିକ ଆସିବ । ପିଲାମାନେ ଅବାଧ୍ୟ ହୋଇପାରନ୍ତି । ବୈଷୟିକ କ୍ଷେତ୍ର ସୁଧାରିବାକୁ ଚେଷ୍ଟା କରିବେ । କେତେକାଂଶରେ ସଫଳ ମଧ୍ୟ ହେବେ । ଶୁଭ ରଙ୍ଗ କ୍ରୀମ୍ । ଶୁଭ ଅଙ୍କ ୮ ।
ଗୃହିଣୀ- ପିଲାମାନଙ୍କ ପ୍ରତି ଚିନ୍ତାରେ ରହିବେ ।
ବ୍ୟବସାୟୀ- ପ୍ରଚୁର ଲାଭ ହେବ ।
କର୍ମଜୀବି- ସୁରୁଖୁରୁରେ କାର୍ଯ୍ୟ କରିବେ ।
ଛାତ୍ରଛାତ୍ରୀ- କମନୀୟ ଶରୀର ଯୁକ୍ତ ହେବେ ।
ରୋଗୀ- ଅସାଧ୍ୟ ରୋଗ ରୁ ମୁକ୍ତ ହେବେ ।
ଚାଷୀ- ଆଧୁନିକ ପଦ୍ଧିର ଯନ୍ତ୍ରପାତି ବିଷୟରେ ଜ୍ଞାନ ନିଅନ୍ତୁ ।
ତୁଳା
ମାନଯୋଗ ପୂର୍ବକ କାର୍ଯ୍ୟ ସଂପାଦନ କରିବେ । ସାତ୍ତ୍ୱିକ ବାତାବରଣ ମିଳିବ । ଶ୍ରଦ୍ଧା ଓ ପ୍ରତି । ପାଇବେ । ସଜ୍ଜନ ସଂପର୍କ, ଅର୍ଥାଗମ, ଲୋକ କଲ୍ୟାଣ କାର୍ଯ୍ୟ ସଂପାଦନ ହେବ । ସୌଖୀନ ଦ୍ରବ୍ୟ କ୍ରୟ କରିପାରନ୍ତି । ଶୁଭ ରଙ୍ଗ ପିଙ୍କ୍ । ଶୁଭ ଅଙ୍କ ୧ ।
ଚାଷୀ- ଜଳବାୟୁ ପ୍ରତି ସତର୍କ ରୁହନ୍ତୁ ।
ରୋଗୀ- ଅସାଧ୍ୟ ରୋଗ ରୁ ମୁକ୍ତ ହେବେ ।
ଛାତ୍ରଛାତ୍ରୀ- ବିଦ୍ୱାନ୍ ହେବେ ।
କର୍ମଜୀବି- କାର୍ଯ୍ୟ ତତ୍ପର ରହିବେ ।
ବ୍ୟବସାୟୀ- ସୁଯୋଗକୁ ହାତ ଛଡା କରନ୍ତୁ ନାହିଁ ।
ଗୃହିଣୀ- ଆଜି ଦିନଟି ଆପଣଙ୍କ ପାଇଁ ।
ବିଛା
ଦୈହିକ କ୍ଳାନ୍ତି ଅବସାଦ ବଢିବ । ଉତ୍ସବାନୁ ।ନରେ ସକ୍ରିୟ ଅଂଶ ଗ୍ରହଣ କରିବେ । କର୍ମ ପ୍ରେରଣା ଲାଭ, ଉତ୍ତମ ଭୋଜନ, ପାରିବାରିକ ସୁଖ, ଯାନ ବାହନରେ ବ୍ୟୟ ଓ ଆଇନ ଅଦାଲତରୁ ଶୁଭଫଳ ପାଇପାରନ୍ତି । ଶୁଭ ରଙ୍ଗ ଗାଢ ନୀଳ । ଶୁଭ ଅଙ୍କ ୯ ।
ଚାଷୀ- ମାଟିରେ ଉର୍ବରତା ପାଇଁ କୃଷି ବିଭାଗର ପରାମର୍ଶ ନିଅନ୍ତୁ ।
ରୋଗୀ- ଡାକ୍ତରୀ ପରୀକ୍ଷା ନିହାତି କରନ୍ତୁ ।
ଛାତ୍ରଛାତ୍ରୀ- ବିଦ୍ୱାନ୍ ହେବେ ।
କର୍ମଜୀବି- କାର୍ଯ୍ୟରେ ସଫଳ ହେବେ ।
ବ୍ୟବସାୟୀ- ନୂଆ ବ୍ୟବସାୟ କ୍ଷତି ହେବ ।
ଗୃହିଣୀ- ଧାର୍ମିକ ହେବେ ।
ଧନୁ
ସମସ୍ତଙ୍କର ପ୍ରିୟଭାଜନ ହେବେ । ବୈଷୟିକ କ୍ଷେତ୍ର ବ୍ୟାପକ ହେବ ଓ ଜନାଦୃତି ମିଳିବ । ବସ୍ତ୍ର ଆଭୂଷଣ ପ୍ରାପ୍ତି ଯୋଗ ଦିନର ପ୍ରଥମାର୍ଦ୍ଧରେ ଭୋଗ ହେବ । ପ୍ରତ୍ୟେକ କର୍ମର ଆଶାନୁରୂପ ଫଳ ପାଇବେ । ଶୁଭ ରଙ୍ଗ ୟେଲୋ । ଶୁଭ ଅଙ୍କ ୪ ।
ଗୃହିଣୀ- ଧର୍ଯ୍ୟବାନ୍ ହେବେ ।
ବ୍ୟବସାୟୀ- ମଧୁରଭାଷୀ ହେବେ ।
କର୍ମଜୀବି- ସ୍ୱକାର୍ଯ୍ୟ କରିବେ ।
ଛାତ୍ରଛାତ୍ରୀ- ମିତ୍ରଙ୍କ ସହଯୋଗ ମିଳିବ ।
ରୋଗୀ- ବ୍ୟାୟାମ୍ କରିବା ଉଚିତ୍ ।
ଚାଷୀ- ଅଧିକା ବର୍ଷା ହେତୁ , ହତାସ ହୋଇପାରନ୍ତି ।
ମକର
କର୍ମ କ୍ଷେତ୍ରରେ ମନୋମାଳିନ୍ୟ ଅଧିକ ରହିବ । କାର୍ଯ୍ୟ ବ୍ୟସ୍ତତା, କିଛି ସ୍ୱାସ୍ଥ୍ୟ ସମସ୍ୟା ଆଣିପାରେ । ମାନସିକ ଭୟ ଓ ଉଦବେଗ ବଢିପାରେ, ବନ୍ଧୁମାନେ ପରୋକ୍ଷରେ ଶତ୍ରୁତା ଆଚରଣ କରିବେ । ଶୁଭ ରଙ୍ଗ ଗ୍ରୀନ୍ । ଶୁଭ ଅଙ୍କ ୧ ।
ଚାଷୀ- ଆଧୁନିକ ପଦ୍ଧତିରେ ଚାଷ କାର୍ଯ୍ୟ କରିବେ ।
ରୋଗୀ- ଡାକ୍ତରଙ୍କ ପରାମର୍ଶରେ ହିଁ ମେଡିସିନ୍ ଖାଆନ୍ତୁ ।
ଛାତ୍ରଛାତ୍ରୀ- ବିଦ୍ୱାନ୍ ହେବେ ।
କର୍ମଜୀବି- ଅର୍ଥ ହାନୀ ହେବ ।
ବ୍ୟବସାୟୀ- ସଫଳତା ହାତଛଡା ହୋଇଯିବ ।
ଗୃହିଣୀ- ଘର କାମରେ ବ୍ୟସ୍ତ ରହିବେ ।
କୁମ୍ଭ
ଦୃଢ ମନୋବଳ ନେଇ କାର୍ଯ୍ୟ ଅବ୍ୟାହତ ରଖିବେ । ପାରସ୍ପରିକ ଉତ୍ତମ ବୁଝାମଣା ରହିବ । ସାଧାରଣ କଥାରେ ପ୍ରତିକ୍ରିୟା ପ୍ରକାଶ ନ କରିବା ଲାଭଦାୟକ ହେବ । ଗୁରୁଜନଙ୍କ ଆର୍ଶୀବାଦ ମିଳିବ । ଶୁଭ ରଙ୍ଗ ଧଳା । ଶୁଭ ଅଙ୍କ ୭ ।
ଗୃହିଣୀ- ପାରିବାରିକ କାର୍ଯ୍ୟରେ ବ୍ୟସ୍ତ ରହିବେ ।
ବ୍ୟବସାୟୀ- ଲୋକପ୍ରିୟତା ମିଳିବ ।
କର୍ମଜୀବି- କର୍ମଚଞ୍ଚଳ ରହିବେ ।
ଛାତ୍ରଛାତ୍ରୀ- ୨ ବର୍ଷ ପାଠପଢାରେ ସମସ୍ୟା ରହିବ ।
ରୋଗୀ- ଆର୍ୟୁରବେଦୀ ଚିକିତ୍ସା ଲାଭ ଦେବ ।
ଚାଷୀ- କ୍ଳାନ୍ତି ଅନୁଭବ କରିବେ ।
ମୀନ
ରକ୍ତ ପ୍ରଦୂଷଣ ସମସ୍ୟା ଆସିପାରେ । ପାରିବାରିକ ବୁଝାମଣା ରହିବ । ଏକାଧିକ କାର୍ଯ୍ୟରେ ହାତ ଦେଇ ହଇରାଣ ହେବେ । ମାନସିକ ଉଦବେଗ, ଅସ୍ଥିରତା ବୃଦ୍ଧି, ଦେବା ଦେବୀ ନି । ଅତୁଟ ରହିବ । ଶୁଭ ରଙ୍ଗ ୟେଲୋ । ଶୁଭ ଅଙ୍କ ୩ ।
ଚାଷୀ- ଅନ୍ୟ ଚାଷ କରିବାକୁ ମନ ବଳାଇବେ ।
ରୋଗୀ- ଚିକିତ୍ସା ପାଇଁ ବିଦେଶ ଯାଇପାରନ୍ତି ।
ଛାତ୍ରଛାତ୍ରୀ- ମୂଳଦୁଆ ପକାଇବେ ।
କର୍ମଜୀବି- ପ୍ରଶଂସିତ ହେବେ ।
ବ୍ୟବସାୟୀ- ସଫଳତାକୁ ହାତଛଡା କରନ୍ତୁ ନାହିଁ ।
ଗୃହିଣୀ- ପୂଜା ପାଠରେ ବ୍ୟସ୍ତ ରହିବେ ।