ଆଜିର ରାଶିଫଳ: କେମିତି କଟିବ ଆପଣଙ୍କ ଦିନ, ରାଶି ଅନୁସାରେ ଶୁଭ ରଙ୍ଗ ଓ ପ୍ରତିକାର
ମେଷ
ଅତ୍ୟଧିକ ପରିଶ୍ରମ ପଡିଲେ ବି, ତାର ମୂଲ୍ୟ ମିଳିବ । ମନ ପ୍ରସନ୍ନ ରହିବ । ଆସ୍ତିକ ସ୍ୱଭାବର ହୋଇପାରନ୍ତି । ମଧୁରଭାଷୀ ହେବେ । ସାନଭାଇମାନଙ୍କ ଠାରୁ ଆଦର ସମ୍ମାନ ମିଳିବ ।
ଚାଷୀ- ଆଧୁନିକ ପଦ୍ଧତିରେ ଚାଷ କାର୍ଯ୍ୟ କରିବେ ।
ରୋଗୀ- ୟୋଗା କରନ୍ତୁ ।
ଛାତ୍ରଛାତ୍ରୀ- ମୂଳଦୁଆ ପକାଇବେ ।
କର୍ମଜୀବି- ସହଯୋଗ ମିଳିବ ।
ବ୍ୟବସାୟୀ- ଅର୍ଥ ଲାଭ ହେବ ।
ଗୃହିଣୀ- ସ୍ୱାଭିମାନୀ ହେବେ ।
ବୃଷ
ହଜିଥିବା ଦ୍ରବ୍ୟ ଖୋଜିଲେ ପାଇ ଆନନ୍ଦ ଅନୁଭବ କରିବେ । ବନ୍ଧୁ ଗହଣରେ ହସ-ଖୁସିରେ ସମୟ ବିତାଇ ପାରନ୍ତି । ବ୍ୟବସାୟ ଲାଭଜନକ ହେବ ।
ଚାଷୀ- ଜଳବାୟୁ ବିଷୟରେ ସଠିକ୍ ବିବରଣୀ ନିଅନ୍ତୁ ।
ରୋଗୀ- ବ୍ୟାୟାମ୍ କରିବା ଉଚିତ୍ ।
ଛାତ୍ରଛାତ୍ରୀ- ପାଠପଢାରେ ମନ ଦେବେ ।
କର୍ମଜୀବି- ଅର୍ଥ ମିଳିବ ।
ବ୍ୟବସାୟୀ- ସଫଳତା ହାତଛଡା ହୋଇଯିବ ।
ଗୃହିଣୀ- ସୁଖ ଅନୁଭବ କରିବେ ।
ମିଥୁନ
ପାରିବାରିକ ଜୀବନ ସୁଖ-ଶାନ୍ତିରେ ବିତିବା ଦୃଢ ମନୋବଳ ନେଇ କାର୍ଯ୍ୟ ସମ୍ପାଦନ କରିବେ । ଭାଇମାନଙ୍କ ପ୍ରତି ସ୍ନେହ ଭାବ ରହିବ । ଶତ୍ରୁହନ୍ତା ହେବେ ।
ଚାଷୀ- ଜଳବାୟୁ ପ୍ରତି ସତର୍କ ରୁହନ୍ତୁ ।
ରୋଗୀ- ଡାକ୍ତରୀ ପରୀକ୍ଷା ନିହାତି କରନ୍ତୁ ।
ଛାତ୍ରଛାତ୍ରୀ- ବିଦ୍ୱାନ୍ ହେବେ ।
କର୍ମଜୀବି- ଅର୍ଥ ହାନୀ ହେବ ।
ବ୍ୟବସାୟୀ- ଅର୍ଥ ହାନୀ ହେବ ।
ଗୃହିଣୀ- କାର୍ଯ୍ୟରେ ବ୍ୟସ୍ତ ରହିବେ ।
କର୍କଟ
ଗୃହରୁ ଦୂରେଇ ରହିପାରନ୍ତି । ପରାମର୍ଶ ନେଇ କାର୍ଯ୍ୟ କଲେ ବିଶେଷ ଉପକୃତ ହେବେ । ଚଞ୍ଚଳ ପ୍ରକୃତିର ହୋଇପାରନ୍ତି । ଆକସ୍ମିକ ଧନଲାଭ ହୋଇପାରେ ।
ଚାଷୀ- ଉତ୍ତମ ବିହନ, କୃଷି ବିଭାଗରୁ ଆଣନ୍ତୁ ।
ରୋଗୀ – ସ୍ୱାସ୍ଥ୍ୟ ଅତୁଟ ରହିବ ।
ଛାତ୍ରଛାତ୍ରୀ- ବିଦ୍ୱାନ୍ ହେବେ ।
କର୍ମଜୀବି- ଉନ୍ନତିର ମାର୍ଗ ମିଳିବ ।
ବ୍ୟବସାୟୀ- ଅର୍ଥ ଲାଭ ହେବ ।
ଗୃହିଣୀ- ଧାର୍ମିକ ହେବେ ।
ସିଂହ
ଆଜ୍ଞାକାରୀ, ଅବମାନନା କରିବାର ସୂଚନା ମିଳୁଛି । ଉଦାର ସ୍ୱଭାବର ହେବେ । ଦାନଶୀଳ ଓ ସୁଖୀ ହୋଇପାରନ୍ତି । ସ୍ୱାସ୍ଥ୍ୟ ଭଲ ରହିବ ।
ଚାଷୀ- ଜଳବାୟୁ ବିଭାଗ ସହ ଯୋଗା ଯୋଗ ରଖନ୍ତୁ ।
ରୋଗୀ- ରୋଗରୁ ମୁକ୍ତ ହୋଇପାରନ୍ତି ।
ଛାତ୍ରଛାତ୍ରୀ- ବିଦ୍ୟା ଆରୋହଣ କରିବେ ।
କର୍ମଜୀବି- ଅର୍ଥ ହାନୀ ହେବ ।
ବ୍ୟବସାୟୀ- ସଫଳତା ହାତଛଡା ହୋଇଯିବ ।
ଗୃହିଣୀ- ସୁଖୀ ହେବେ ।
କନ୍ୟା
ସତର୍କ ରହିଲେ ନିରାପଦ ହୋଇପାରନ୍ତି । ଶ୍ରୀଚନ୍ଦ୍ର ଭୋଗ ହେଉଥିବାରୁ ଆୟ ଉତ୍ତମ ଧରଣର ହେବ । ମୋକଦ୍ଦମାରେ ଜିଣି ଧନଲାଭ କରିପାରନ୍ତି ।
ଚାଷୀ- ଜଳବାୟୁ ବିଭାଗ ସହ ଯୋଗା ଯୋଗ ରଖନ୍ତୁ ।
ରୋଗୀ- ଚକ୍ଷୁ ପୀଡା ହେବ ।
ଛାତ୍ରଛାତ୍ରୀ- ବିଦ୍ୱାନ୍ ହେବେ ।
କର୍ମଜୀବି- ଅର୍ଥ ହାନୀ ହେବ ।
ବ୍ୟବସାୟୀ- ନୂଆ ବ୍ୟବସାୟ ଲାଭ ହେବ ।
ଗୃହିଣୀ- ପୂଜା ପାଠରେ ବ୍ୟସ୍ତ ରହିବେ ।
ତୁଳା
ସ୍ୱାଧୀନ ଭାବେ କିଛି କରିବା କଷ୍ଟ ସାଧ୍ୟ ହୋଇପାରେ । ତଥାପି ଭାଗ୍ୟଶାଳୀ ହେବେ । ବିଭିନ୍ନ ଦିଗରୁ ଧନାଗମ ହେବ । ମଧୁରଭାଷୀ ଓ ଉଦାର ବିଦ୍ୟାପ୍ରେମୀ ହେବେ ।
ଚାଷୀ- ଶ୍ରମ ସାର୍ଥକ ହେବ ।
ରୋଗୀ- ବ୍ୟାୟାମ୍ କରିବା ଉଚିତ୍ ।
ଛାତ୍ରଛାତ୍ରୀ- ମୂଳଦୁଆ ପକାଇବେ ।
କର୍ମଜୀବି- ପ୍ରମୋସନ୍ ମିଳିବ ।
ବ୍ୟବସାୟୀ- ସ୍ୱାଭିମାନୀ ହେବେ ।
ଗୃହିଣୀ- ସୌଭାଗ୍ୟ ପ୍ରାପ୍ତ ହେବ ।
ବିଛା
ଯାନବାହନ ଚଳାଚଳରେ ସତର୍କ ରହିବାକୁ ପଡିବ । ଈର୍ଷା ପରିତ୍ୟାଗ କଲେ କିଛିଟା ସଫଳତା ମିଳିବ । ସାମାନ୍ୟ ଅସୁସ୍ଥତା ଅନୁଭବ କରିପାରନ୍ତି । ଭାଗୁଆଳି ବ୍ୟବସାୟ ଲାଭଜନକ ହେବ ।
ଚାଷୀ- ଜଳ ସଞ୍ଚୟ କରନ୍ତୁ ।
ରୋଗୀ- ରୋଗରୁ ମୁକ୍ତ ହୋଇପାରନ୍ତି ।
ଛାତ୍ରଛାତ୍ରୀ- ବିଜ୍ଞ ହେବେ ।
କର୍ମଜୀବି- ସହଯୋଗ ମିଳିବ ।
ବ୍ୟବସାୟୀ- ବିଜୟୀ ହେବେ ।
ଗୃହିଣୀ- ପୂଜା ପାଠରେ ବ୍ୟସ୍ତ ରହିବେ ।
ଧନୁ
ଭାଗ୍ୟଶାଳୀ ହେବେ । ଦିନଟି ଭୋଗ ବିଳାସରେ ଅତିବାହିତ ହେବ । ସୁଖ-ସମୃଦ୍ଧି ପୂର୍ଣ୍ଣ ଜୀବନ-ଯାପନ କରିପାରନ୍ତି । ଧର୍ମାତ୍ମା, ପ୍ରବାସ, ପ୍ରିୟ, ବିଦ୍ୱାନ, ସାହସୀ ଓ ସମ୍ପତ୍ତିବାନ ହେବେ ।
ଚାଷୀ- ଜଳ ସଞ୍ଚୟ କରନ୍ତୁ ।
ରୋଗୀ – ସ୍ୱାସ୍ଥ୍ୟ ଅତୁଟ ରହିବ ।
ଛାତ୍ରଛାତ୍ରୀ- କ୍ରୀଡାରେ ମନ ଦେବେ ।
କର୍ମଜୀବି- ପ୍ରଶଂସିତ ହେବେ ।
ବ୍ୟବସାୟୀ- ଧର୍ଯ୍ୟ ହାରା ହୋଇପାରନ୍ତି ।
ଗୃହିଣୀ- ଧର୍ଯ୍ୟବାନ୍ ହେବେ ।
ମକର
ଆୟ ଅଧିକତର ହେବ । ଯଶସ୍ୱୀ ହେବେ । ଲୋକପ୍ରିୟତା ଅର୍ଜନ କରିବେ । ଚଞ୍ଚଳ ପ୍ରକୃତିର ହୋଇପାରନ୍ତି । ସରକାରୀ ସ୍ତରରେ ସମ୍ମାନିତ ହେବା ସହିତ ରାଜକୋଷ ଅର୍ଥ ପାଇପାରନ୍ତି ।
ଚାଷୀ- ଚାଷରେ ଉନ୍ନତି ପାଇଁ କୃଷି ବିଭାଗର ପରାମର୍ଶ ନିଅନ୍ତୁ ।
ରୋଗୀ – ସ୍ୱାସ୍ଥ୍ୟ ଅତୁଟ ରହିବ ।
ଛାତ୍ରଛାତ୍ରୀ- କ୍ରୀଡାରେ ମନ ଦେବେ ।
କର୍ମଜୀବି- ସମ୍ମାନିତ ହେବେ ।
ବ୍ୟବସାୟୀ- ଅର୍ଥ ହାନୀ ହେବ ।
ଗୃହିଣୀ- ମିତ୍ର ସୁଖ ପାଇବେ ।
କୁମ୍ଭ
ସୁଖ-ସନ୍ତୋଷ ଲାଭ କରିପାରନ୍ତି । ବଂଶ ମର୍ଯ୍ୟାଦା ରକ୍ଷା କରିବାରେ ସକ୍ଷମ ହେବେ । ମନ ପ୍ରସନ୍ନ ରହିବ । ବ୍ୟବସାୟ ଲାଭଜନକ ହେବ ।
ଚାଷୀ- ଜଳବାୟୁ ପ୍ରତି ସତର୍କ ରୁହନ୍ତୁ ।
ରୋଗୀ- ସତର୍କତାର ଦିନ ।
ଛାତ୍ରଛାତ୍ରୀ- ବିଜ୍ଞ ହେବେ ।
କର୍ମଜୀବି- ସହଯୋଗ ମିଳିବ ।
ବ୍ୟବସାୟୀ- ସ୍ୱାଭିମାନୀ ହେବେ ।
ଗୃହିଣୀ- ସୁଖଭାରା ଦିନଟି ।
ମୀନ
ସଂପର୍କ ସ୍ଥାପନ କରି ଲାଭବାନ ହୋଇପାରନ୍ତି । ଥଣ୍ଡା କଫରେ ପୀଡିତ ହୋଇପାରନ୍ତି । କର୍ମଚଞ୍ଚଳ ରହିବେ । ଅଧିକ ବ୍ୟୟର ସମ୍ମୁଖୀନ ହୋଇପାରନ୍ତି ।
ଚାଷୀ- ଜଳ ସଞ୍ଚୟ କରନ୍ତୁ ।
ରୋଗୀ- ବ୍ୟାୟାମ୍ କରିବା ଉଚିତ୍ ।
ଛାତ୍ରଛାତ୍ରୀ- ମନରେ ଗର୍ବ ଭାବ ଆସିବ ।
କର୍ମଜୀବି- ପ୍ରଶଂସିତ ହେବେ ।
ବ୍ୟବସାୟୀ- ଅର୍ଥ ଲାଭ ହେବ ।
ଗୃହିଣୀ- ସୌଭାଗ୍ୟ ପ୍ରାପ୍ତ ହେବ ।