ଆଜିର ରାଶିଫଳ: କେମିତି କଟିବ ଆପଣଙ୍କ ଦିନ, ରାଶି ଅନୁସାରେ ଶୁଭ ରଙ୍ଗ ଓ ପ୍ରତିକାର
ମେଷ
ଶ୍ରୀ ଚନ୍ଦ୍ରଭୋଗ ହେଉଥିବାରୁ ଆୟ ପରିମାଣବୃଦ୍ଧି ପାଇବ । ମିଷ୍ଟାନ୍ନ ଭୋଜନରେ ଆପ୍ୟାୟିତ ହେବେ । ଐଶ୍ୱର୍ଯ୍ୟ ଯୁକ୍ତ ହୋଇପାରନ୍ତି । ଧନ-ସମ୍ପଦ ଭରପୂର ରହିବ । ଶୁଭରଙ୍ଗ ନାରଙ୍ଗୀ । ଶୁଭ ଅଙ୍କ ୮ ।
ଚାଷୀ- ଚାଷ କାର୍ଯ୍ୟରେ ଉନ୍ନତି ପରିଲକ୍ଷିତ ହେବ ।
ରୋଗୀ- ଅସୁସ୍ଥ ଅନୁଭବ କରିବେ ।
ଛାତ୍ରଛାତ୍ରୀ- କ୍ରୀଡାରେ ମନ ଦେବେ ।
କର୍ମଜୀବି- ସମ୍ମାନିତ ହେବେ ।
ବ୍ୟବସାୟୀ- ଅର୍ଥ ଲାଭ ହେବ ।
ଗୃହିଣୀ- ସଜାସଜିରେ ବ୍ୟସ୍ତ ରହିବେ ।
ବୃଷ
ନିଜ ସମ୍ମାନକୁ ଜଗିଚଳିବାକୁ ପଡିବ ।ଚଞ୍ଚଳସ୍ୱଭାବରହେବେ ।ଏକାନ୍ତପ୍ରିୟଏବଂନେତ୍ର ପୀଡା ଭୋଗ କରିପାରନ୍ତି । ମିଷ୍ଟଭାଷୀହେବେ । ଖର୍ଚ୍ଚାନ୍ତ ହେବାର ସୂଚନା ମିଳୁଛି । ଶୁଭରଙ୍ଗ ଧଳା । ଶୁଭ ଅଙ୍କ ୧ ।
ଗୃହିଣୀ- ସୁଖୀ ହେବେ ।
ବ୍ୟବସାୟୀ- ସ୍ୱାଭିମାନୀ ହେବେ ।
କର୍ମଜୀବି- କାର୍ଯ୍ୟ କରି ପ୍ରଶଂସିତ ହେବେ ।
ଛାତ୍ରଛାତ୍ରୀ- ଉଚ୍ଚ ଶିକ୍ଷା ପାଇଁ ବିଦେଶ ଯାତ୍ରା କରିପାରନ୍ତି ।
ରୋଗୀ- ଅସାଧ୍ୟ ରୋଗ ରୁ ମୁକ୍ତ ହେବେ ।
ଚାଷୀ- ଆଧୁନିକ ପଦ୍ଧତିରେ ଚାଷ କାର୍ଯ୍ୟ କରିବେ ।
ମିଥୁନ
ସୁସ୍ଥ ଓ ନିରାମୟଜୀବନଯାପନ କରିବେ । ଯଶସ୍ୱୀହେବେ ।ରୋଜଗାର ଆଶାନୁରୂପ ହେବ ।ଲୋକପ୍ରିୟତା ଅର୍ଜନ କରିପାରନ୍ତି । ଶୁଭ ରଙ୍ଗ ଗୋଲାପି । ଶୁଭ ଅଙ୍କ ୫ ।
ଚାଷୀ- କୌଣସି ସମସ୍ୟା ଥିଲେ, କୃଷି ବିଭାଗର ପରାମର୍ଶ ନିଅନ୍ତୁ ।
ରୋଗୀ- ଡାକ୍ତରୀ ପରୀକ୍ଷା ନିହାତି କରନ୍ତୁ ।
ଛାତ୍ରଛାତ୍ରୀ- ବିଦ୍ୱାନ୍ ହେବେ ।
କର୍ମଜୀବି- ସମ୍ମାନିତ ହେବେ ।
ବ୍ୟବସାୟୀ- ନୂଆ ବ୍ୟବସାୟ ଲାଭ ହେବ ।
ଗୃହିଣୀ- ସଜାସଜିରେ ବ୍ୟସ୍ତ ରହିବେ ।
କର୍କଟ
ଯାତ୍ରା ସ୍ଥଗିତ ରଖିବାକୁ ପଡିବ । ସୁଖ-ସମ୍ମାନ ଲାଭକରିପାରନ୍ତି । କୁଳ ଉଜ୍ଜ୍ୱଳକାରୀ ହେବେ । ମନ ପ୍ରସନ୍ନ ରହିବ । ସୁସ୍ଥ ଓ ନିରାମୟ ରହିବେ । ଦୟାଳୁ ସ୍ୱଭାବର ହୋଇପାରନ୍ତି । ଶୁଭ ରଙ୍ଗ ଲାଇଟ୍ ନୀଳ,ଧଳା ।ଶୁଭ ଅଙ୍କ ୯ ।
ଗୃହିଣୀ- ଧାର୍ମିକ ହେବେ ।
ବ୍ୟବସାୟୀ- ହାତକୁ ଆସୁଥିବା ଡିଲ୍, ପଳେଇ ଯାଇପାରେ ।
କର୍ମଜୀବି- କାର୍ଯ୍ୟ କରି ପ୍ରଶଂସିତ ହେବେ ।
ଛାତ୍ରଛାତ୍ରୀ- ବହୁ ପରିଶ୍ରମ କରିବାକୁ ପଡିବ ।
ରୋଗୀ- ଡାକ୍ତରଙ୍କ ପରାମର୍ଶରେ ହିଁ ମେଡିସିନ୍ ଖାଆନ୍ତୁ ।
ଚାଷୀ- ଜଳବାୟୁ ପ୍ରତି ସତର୍କ ରୁହନ୍ତୁ ।
ସିଂହ
ସହାୟତା ମିଳିବ । ସହଜ-ସୁଲଭ ହେବ । ସେବା କ୍ଷେତ୍ରରେ ଅବତୀର୍ଣ୍ଣ ହୋଇପାରନ୍ତି । ଭାଗ୍ୟଶାଳୀ ହେବେ । ଭୋଗ-ବିଳାସରେସମୟ ଅତିବାହିତକରିପାରନ୍ତି । ଶୁଭ ରଙ୍ଗ ଗ୍ରୀନ୍ । ଶୁଭ ଅଙ୍କ ୨ ।
ଚାଷୀ- କୀଟ ନାଶକର ସଠିକ୍ ସମୟରେ ବ୍ୟବହାର କରନ୍ତୁ ।
ରୋଗୀ- ଡାକ୍ତରୀ ପରୀକ୍ଷା କରାଇ ନିଅନ୍ତୁ ।
ଛାତ୍ରଛାତ୍ରୀ- କ୍ରୀଡାରେ ମନ ଦେବେ ।
କର୍ମଜୀବି- କାର୍ଯ୍ୟ ବ୍ୟସ୍ତ ରହିବେ ।
ବ୍ୟବସାୟୀ- ଅର୍ଥ ଲାଭ ହେବ ।
ଗୃହିଣୀ- ସଜାସଜିରେ ବ୍ୟସ୍ତ ରହିବେ ।
କନ୍ୟା
ଆର୍ଥିକସ୍ଥିତିରେ ଢେର ଉନ୍ନତି ଘଟିବ, ମାତ୍ରସୁଖମିଳିବ । କଷ୍ଟସାଧ୍ୟ ହେବ । ସ୍ୱାଭିମାନୀ ହୋଇପାରନ୍ତି । ଥଣ୍ଡା,ସର୍ଦ୍ଦି,କଫଜନିତ ପୀଡାଭୋଗ କରିବାର ସମ୍ଭାବନା ଅଛି । ଶୁଭ ରଙ୍ଗ ଲାଇଟ୍ ପିଙ୍କ୍ । ଶୁଭ ଅଙ୍କ ୧ ।
ଗୃହିଣୀ- ପାରିବାରିକ କାର୍ଯ୍ୟରେ ବ୍ୟସ୍ତ ରହିବେ ।
ବ୍ୟବସାୟୀ- ଅର୍ଥ ହାନୀ ହେବ ।
କର୍ମଜୀବି- କାର୍ଯ୍ୟ ତତ୍ପର ରହିବେ ।
ଛାତ୍ରଛାତ୍ରୀ- ଗ୍ରୀନ୍ ରଙ୍ଗର ଆସନରେ ବସି ପଢନ୍ତୁ ।
ରୋଗୀ- ଅସାଧ୍ୟ ରୋଗ ରୁ ମୁକ୍ତ ହେବେ ।
ଚାଷୀ- ଆଧୁନିକ ପଦ୍ଧତିରେ ଚାଷ କାର୍ଯ୍ୟ କରିବେ ।
ତୁଳା
ନିଜର ଅଧିକାର ପ୍ରତିସଚେତନ ହେବାକୁ ପଡିବ । ଆମୋଦ-ପ୍ରମୋଦରେ ନିଜକୁ ହଜାଇ ଦେଇପାରନ୍ତି । ବ୍ୟବସାୟ ଲାଭଜନକ ହେବ । ସମାଜ ସେବୀ ହୋଇପାରନ୍ତି । ଶୁଭ ରଙ୍ଗ କଳା । ଶୁଭ ଅଙ୍କ ୪ ।
ଚାଷୀ- କୌଣସି ସମସ୍ୟା ଥିଲେ, କୃଷି ବିଭାଗର ପରାମର୍ଶ ନିଅନ୍ତୁ ।
ରୋଗୀ- ଡାକ୍ତରୀ ପରୀକ୍ଷା ନିହାତି କରନ୍ତୁ ।
ଛାତ୍ରଛାତ୍ରୀ- ବିଦ୍ୟା ଆରୋହଣ କରିବେ ।
କର୍ମଜୀବି- ପ୍ରଶଂସିତ ହେବେ ।
ବ୍ୟବସାୟୀ- ସଫଳତାକୁ ହାତଛଡା କରନ୍ତୁ ନାହିଁ ।
ଗୃହିଣୀ- ଆଜି ଦିନଟି ଆପଣଙ୍କ ପାଇଁ ଉତ୍ତମ ।
ବିଛା
ଗୃହକାର୍ଯ୍ୟରେ ଆନନ୍ଦ ଅନୁଭବ କରିବେ । ମନରେ ଅହଂଭାବଜାତ ହୋଇପାରେ । ଚକ୍ଷୁପୀଡା ଅନୁଭବ କରିପାରନ୍ତି । ଭାଇମାନଙ୍କ ଉପରେ ସ୍ନେହଭାବ ରହିବ । ସୁସ୍ଥ ଓ ନିରାମୟ ରହିବେ । ଶୁଭ ରଙ୍ଗ ଧଳା । ଶୁଭ ଅଙ୍କ ୯ ।
ଗୃହିଣୀ- ପୂଜା ପାଠରେ ବ୍ୟସ୍ତ ରହିବେ ।
ବ୍ୟବସାୟୀ- ଅର୍ଥ ଲାଭ ହେବ ।
କର୍ମଜୀବି- କାର୍ଯ୍ୟ କରି ପ୍ରଶଂସିତ ହେବେ ।
ଛାତ୍ରଛାତ୍ରୀ- ଯୋଗ, ସ୍ମରଣ ଶକ୍ତି ବଢାଇଥାଏ ।
ରୋଗୀ- ଅସାଧ୍ୟ ରୋଗ ରୁ ମୁକ୍ତ ହେବେ ।
ଚାଷୀ- ଜମିର ଉର୍ବରତା ପାଇଁ ଜୈବିକ ସାରର ବ୍ୟବହାର କରନ୍ତୁ ।
ଧନୁ
ମାଙ୍ଗଳିକ କାର୍ଯ୍ୟ ପାଇଁ ସମୟ ଦେଇ ପାରନ୍ତି । ଚଞ୍ଚଳ ପ୍ରକୃତିର ହେବେ । ଆକସ୍ମିକ ଧନଲାଭର ସୂଚନା ମିଳୁଛି । ତନ୍ତ୍ର-ମନ୍ତ୍ରାଦି ଗୁପ୍ତ ବିଦ୍ୟାପ୍ରତି ଆଗ୍ରହ ପ୍ରକାଶ କରିପାରନ୍ତି । ଶୁଭ ରଙ୍ଗ ହଳଦୀଆ,କଳା । ଶୁଭ ଅଙ୍କ ୩ ।
ଚାଷୀ- ଜଳ ସଞ୍ଚୟ କରନ୍ତୁ ।
ରୋଗୀ- ଡାକ୍ତରୀ ପରୀକ୍ଷା କରାଇ ନିଅନ୍ତୁ ।
ଛାତ୍ରଛାତ୍ରୀ- ସାଠରେ ମନ ଦେବେ ।
କର୍ମଜୀବି- ପ୍ରଶଂସିତ ହେବେ ।
ବ୍ୟବସାୟୀ- ବନ୍ଧୁଙ୍କ ସହାୟତାକୁ ହାତଛଡା କରନ୍ତୁ ନାହିଁ ।
ଗୃହିଣୀ- ପିଲାମାନଙ୍କ ପ୍ରତି ଚିନ୍ତାରେ ରହିବେ ।
ମକର
ଚାକିରିକ୍ଷେତ୍ରରେ ଖୁସି ମନାଇ ପାରନ୍ତି । ବାଦ-ବିବାଦର ଅବସାନ ଘଟିବ । ଉଦାର ପ୍ରକୃତିର ହେବେ । ଦାନ-ଧର୍ମକୁ ଶ୍ରେୟମଣି ପାରନ୍ତି । ବ୍ୟକ୍ତିତ୍ୱ ପ୍ରକାଶିତହେବ । ଶୁଭ ରଙ୍ଗ ଗାଢା ଲାଇଟ ୍ବାଇଗଣି,ଧଳା । ଶୁଭ ଅଙ୍କ ୬ ।
ଗୃହିଣୀ- ସୁଖୀ ହେବେ ।
ବ୍ୟବସାୟୀ- ସ୍ୱାଭିମାନୀ ହେବେ ।
କର୍ମଜୀବି- ସଫଳତା ହାତ ଛଡା ହୋଇଯିବ ।
ଛାତ୍ରଛାତ୍ରୀ- ଯୋଗ, ସ୍ମରଣ ଶକ୍ତି ବଢାଇଥାଏ ।
ରୋଗୀ- ବ୍ୟାୟାମ୍ କରିବା ଉଚିତ୍ ।
ଚାଷୀ- ଆଧୁନିକ ପଦ୍ଧିର ଯନ୍ତ୍ରପାତି ବିଷୟରେ ଜ୍ଞାନ ନିଅନ୍ତୁ ।
କୁମ୍ଭ
ପାରିବାରିକ ଶାନ୍ତି ଅବ୍ୟାହତ ରହିବ । କାର୍ଯ୍ୟରେ ସଫଳତା ଲାଭ କରିବେ । ମନ ପ୍ରସନ୍ନ ରହିବ । ଆସ୍ତିକ ପ୍ରବୃତ୍ତିର ହେବେ । ମଧୁରଭାଷା ବ୍ୟବହାର କରି ଅନ୍ୟ ଠାରୁ କାର୍ଯ୍ୟହାସଲ କରିବେ । ଭ୍ରାତୃ ସ୍ନେହୀ ହେବେ । ଶୁଭରଙ୍ଗଧଳା । ଶୁଭଅଙ୍କ ୨ ।
ଚାଷୀ- ମାଟିରେ ଉର୍ବରତା ପାଇଁ କୃଷି ବିଭାଗର ପରାମର୍ଶ ନିଅନ୍ତୁ ।
ରୋଗୀ- ଡାକ୍ତରଙ୍କ ପରାମର୍ଶରେ ହିଁ ମେଡିସିନ୍ ଖାଆନ୍ତୁ ।
ଛାତ୍ରଛାତ୍ରୀ- ବିଦ୍ୟା ଆରୋହଣ କରିବେ ।
କର୍ମଜୀବି- କାର୍ଯ୍ୟରେ ସଫଳ ହେବେ ।
ବ୍ୟବସାୟୀ- ନୂଆ ବ୍ୟବସାୟ କ୍ଷତି ହେବ ।
ଗୃହିଣୀ- ସୁଖଭାରା ଦିନଟି ।
ମୀନ
ଦେବ ଦର୍ଶନ କରିଶାନ୍ତ ଲାଭ କରିପାରନ୍ତି । ଆଶାବାଦୀ ହୋଇପାରନ୍ତି । ଭାଗ୍ୟଶାଳୀ ହେବେ । ପରଦେଶବାସୀ, ମଧୁରଭାଷୀ, ସହନଶୀଳ, ଶାନ୍ତିପ୍ରିୟ ଓ ଉଦାରବିଦ୍ୟାପ୍ରେମୀ ହେବେ । ଶୁଭରଙ୍ଗ ଆକାଶୀ । ଶୁଭ ଅଙ୍କ ୯ ।
ଗୃହିଣୀ- ସଜାସଜିରେ ବ୍ୟସ୍ତ ରହିବେ ।
ବ୍ୟବସାୟୀ- ବିଜୟୀ ହେବେ ।
କର୍ମଜୀବି- ସ୍ୱକାର୍ଯ୍ୟ କରିବେ ।
ଛାତ୍ରଛାତ୍ରୀ- ମୂଳଦୁଆ ପକାଇବେ ।
ରୋଗୀ – ସ୍ୱାସ୍ଥ୍ୟ ଅତୁଟ ରହିବ ।
ଚାଷୀ- ଗୋବର କ୍ଷତର ବ୍ୟବହାର କରିବା ଉଚିତ୍ ।(ପରୀକ୍ଷିତ)