ଆଜିର ରାଶିଫଳ: କେମିତି କଟିବ ଆପଣଙ୍କ ଦିନ, ରାଶି ଅନୁସାରେ ଶୁଭ ରଙ୍ଗ ଓ ପ୍ରତିକାର
ମେଷ
ଜିର କର୍ମକ୍ଷେତ୍ରରେ ଭଲ କରିବାକୁ ଯାଇ ଅପଦସ୍ତ ହେବେ । ଆଜିର କର୍ମକ୍ଷେତ୍ରରେ କ୍ଳାନ୍ତି ଅନୁଭବ କରିବେ । ଘରେ ବନ୍ଧୁ ମିଳନ ସହିତ ଖୁସିର ଆସର ଜମିପାରେ । ଶୁଭ ରଙ୍ଗ ଲାଲ୍ । ଶୁଭ ଅଙ୍କ ୬ ।
ଚାଷୀ- ଜୈବିକ ସାର ମାଟିରେ ବ୍ୟବହାର ଉଚିତ୍ ।
ରୋଗୀ- ଆଜି କିଛି ଦିନ ସତର୍କ ରୁହନ୍ତୁ ।
ଛାତ୍ରଛାତ୍ରୀ- କ୍ରୀଡାରେ ମନ ଦେବେ ।
କର୍ମଜୀବି- ବଦଖର୍ଚ୍ଚୀ ହେବେ ।
ବ୍ୟବସାୟୀ- ନୂଆ ବ୍ୟବସାୟ କ୍ଷତି ହେବ ।
ଗୃହିଣୀ- ପାରିବାରିକ କାର୍ଯ୍ୟରେ ବ୍ୟସ୍ତ ରହିବେ ।
ବୃଷ
ପ୍ରତ୍ୟେକ କ୍ଷେତ୍ରରେ ବଡ ଭାଇପଣିଆ ଦେଖାଇଲେ ଭଲ ହେବ । ଅପ୍ରିୟ ସତ୍ୟ ଭାବଷଣରୁ ନିବୃତ୍ତ ରହିବା ଭଲ ହେବ । ଶୁଭ ରଙ୍ଗ ଧଳା । ଶୁଭ ଅଙ୍କ ୯ ।
ଚାଷୀ- ଜଳ ସଞ୍ଚୟ କରନ୍ତୁ ।
ରୋଗୀ- ଅସୁସ୍ଥ ଅନୁଭବ କରିବେ ।
ଗୃହିଣୀ- ସୌଭାଗ୍ୟ ପ୍ରାପ୍ତ ହେବ ।
କର୍ମଜୀବି- କାର୍ଯ୍ୟ ବ୍ୟସ୍ତ ରହିବେ ।
ବ୍ୟବସାୟୀ- ଅର୍ଥ ହାନୀ ହେବ ।
ଛାତ୍ରଛାତ୍ରୀ- କ୍ରୀଡାରେ ମନ ଦେବେ ।
ମିଥୁନ
ବହୁ ବିଳମ୍ବରେ ସତ୍ତ୍ୱେ କାମଗୁଡିକ ଠିକ୍ ଭାବରେ ସମ୍ପନ୍ନ ନ ହେବାରୁ ମାନସିକ ସ୍ତରରେ ସନ୍ତୁଷ୍ଟ ହୋଇପାରିବେ ନାହିଁ । ଗୁରୁଜନଙ୍କ ସ୍ୱାସ୍ଥ୍ୟହାନି ବଢାଇ ପାରେ । ରଚନାତ୍ମକ କାର୍ଯ୍ୟରେ ଅଗ୍ରଗତି ଘଟିବ । ଶୁଭ ରଙ୍ଗ ଲାଲ୍ । ଶୁଭ ଅଙ୍କ ୬ ।
ଚାଷୀ- ଉତ୍ତମ ବିହନ, କୃଷି ବିଭାଗରୁ ଆଣନ୍ତୁ ।
ରୋଗୀ- ଡାକ୍ତରଙ୍କ ପରାମର୍ଶରେ ହିଁ ମେଡିସିନ୍ ଖାଆନ୍ତୁ ।
ଛାତ୍ରଛାତ୍ରୀ- ବିଦ୍ୱାନ୍ ହେବେ ।
କର୍ମଜୀବି- କାର୍ଯ୍ୟ ବ୍ୟସ୍ତ ରହିବେ ।
ବ୍ୟବସାୟୀ- ନୂଆ ବ୍ୟବସାୟ ଲାଭ ହେବ ।
ଗୃହିଣୀ- ପିଲାମାନଙ୍କ ପ୍ରତି ଚିନ୍ତାରେ ରହିବେ ।
ର୍କକଟ
ଆବଶ୍ୟକତା ପୂରଣ ଦିଗରେ ବହୁତ ଖର୍ଚ୍ଚାନ୍ତ ହେବେ । ପରିବାରରେ କୌଣସି ସଦସ୍ୟଙ୍କ ସ୍ୱାସ୍ଥ୍ୟ ସମସ୍ୟା ଯୋଗୁ ମାନସିକ ସ୍ତରରେ ବିଚଳିତ ହେବେ । ସହକର୍ମୀ କାମଟି କରିଦେବେ । ଶୁଭ ରଙ୍ଗ ଗ୍ରୀନ୍ । ଶୁଭ ଅଙ୍କ ୪ ।
ଚାଷୀ- ପୁତ୍ର , ପିତାକୁ ସାହାର୍ଯ୍ୟ କରିବେ ।
ରୋଗୀ- ଥଣ୍ଡ-କଫ ଜନିତ ସାମାନ୍ୟ ପୀଡା ରହିବ ।
ଛାତ୍ରଛାତ୍ରୀ- ଅନ୍ଲାଇନ୍ ବିଦ୍ୟା ଆରୋହଣ କରିବେ ।
କର୍ମଜୀବି- ଉନ୍ନତିର ମାର୍ଗ ମିଳିବ ।
ବ୍ୟବସାୟୀ- ସୁଯୋଗକୁ ହାତ ଛଡା କରନ୍ତୁ ନାହିଁ ।
ଗହିଣୀ- ସଦିଚ୍ଛା ଭାବ ରହିବ ।
ସିଂହ
ନୂତନ କାର୍ଯ୍ୟରେ ହାତ ଦେଇ କୃତକାର୍ଯ୍ୟ ହେବେ, ମାତ୍ର ସାମାନ୍ୟ ବାଧାବିଘ୍ନ ଘଟିପାରେ । ଭଲ କଥା କହିଲେ ମଧ୍ୟ ତାହା ବନ୍ଧୁକୁ ସୁହାଇବ ନାହିଁ । ଶୁଭ ରଙ୍ଗ କ୍ରୀମ୍ । ଶୁଭ ଅଙ୍କ ୧ ।
ଚାଷୀ- ଶୁଭ ଫଳ ପାଇ ପାରନ୍ତି ।
ରୋଗୀ – ସ୍ୱାସ୍ଥ୍ୟ ଅତୁଟ ରହିବ ।
ଛାତ୍ରଛାତ୍ରୀ- ପାଠପଢାରେ ମନ ଦେବେ ।
କର୍ମଜୀବି- ସୁରୁଖୁରୁରେ କାର୍ଯ୍ୟ କରିବେ ।
ବ୍ୟବସାୟୀ- ସ୍ୱାଭିମାନୀ ହେବେ ।
ଗୃହିଣୀ- ସୁଖଭାରା ଦିନଟି ।
କନ୍ୟା
ପୂର୍ବାଲୋଚନା ଅନୁଯାୟୀ ବନ୍ଧୁ କଥା ମାନି କାମ କଲେ ସୁବିଧାରେ କାର୍ଯ୍ୟ ହୋଇଯିବ । ଆର୍ଥିକ ଅନଟନ ଲାଗି ରହିବା କାରଣରୁ ସାମୟିକ ମାନସିକ ଅସ୍ଥିରତା ଦେଖା ଦେବ । ଶୁଭ ରଙ୍ଗ ୟେଲୋ । ଶୁଭ ଅଙ୍କ ୫ ।
ଚାଷୀ- ଜଳବାୟୁ ବିଭାଗ ସହ ଯୋଗା ଯୋଗ ରଖନ୍ତୁ ।
ରୋଗୀ- ଦେହ ଅସୁସ୍ଥ ହେଲେ ଶୀଘ୍ର ଡାକ୍ତରଙ୍କ ପରାମର୍ଶ ନିଅନ୍ତୁ ।
ଛାତ୍ରଛାତ୍ରୀ- ସାଠରେ ମନ ଦେବେ ।
କର୍ମଜୀବି- କାର୍ଯ୍ୟରେ ସଫଳ ହେବେ ।
ବ୍ୟବସାୟୀ- ଶତ୍ରୁହନ୍ତା ହେବେ ।
ଗୃହିଣୀ- ଧର୍ଯ୍ୟବାନ୍ ହେବେ ।
ତୁଳା
କୌଣସି ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟରେ ସ୍ତ୍ରୀଙ୍କ ପ୍ରେରଣା ଲାଭ କରି ଉପକୃତ ହେବେ । ଘର ପାଇଁ ମୂଲ୍ୟବନ ଜିନିଷ କିଣିବା ସକାଶେ ମନ ବଳାଇ ପାରନ୍ତି । ଶୁଭ ରଙ୍ଗ ଲାଲ୍ । ଶୁଭ ଅଙ୍କ ୩ ।
ଚାଷୀ- କୀଟ ନାଶକର ସଠିକ୍ ସମୟରେ ବ୍ୟବହାର କରନ୍ତୁ ।
ରୋଗୀ- ବ୍ୟାୟାମ୍ କରିବା ଉଚିତ୍ ।
ଛାତ୍ରଛାତ୍ରୀ- ଜ୍ଞାନ-ଗରିମା ବୃଦ୍ଧି ହେବ ।
କର୍ମଜୀବି- ପ୍ରମୋସନ୍ ମିଳିବ ।
ବ୍ୟବସାୟୀ- ନୂଆ ବ୍ୟବସାୟ କ୍ଷତି ହେବ ।
ଗୃହିଣୀ- ପାରିବାରିକ କାର୍ଯ୍ୟରେ ବ୍ୟସ୍ତ ରହିବେ ।
ବିଛା
ଆଖି ନ ଦେଖା କଥାକୁ ବିଶ୍ୱାସ କରି ପଦକ୍ଷେପ ନେଲେ ଅସୁବିଧାର ସମ୍ମୁଖୀନ ହେବେ । କିନ୍ତୁ ତରବରିଆ ଭାବେ କୌଣସି କାମ କଲେ ସବୁ ଓଲଟ ପାଇଟ ହୋଇଯିବ । ଶୁଭ ରଙ୍ଗ ଧଳା । ଶୁଭ ଅଙ୍କ ୬ ।
ଚାଷୀ- ଉତ୍ତମ ବିହନ, କୃଷି ବିଭାଗରୁ ଆଣନ୍ତୁ ।
ରୋଗୀ- ଅସାଧ୍ୟ ରୋଗ ରୁ ମୁକ୍ତ ହେବେ ।
ଛାତ୍ରଛାତ୍ରୀ- କ୍ରୀଡାରେ ମନ ଦେବେ ।
କର୍ମଜୀବି- କର୍ମ କ୍ଷେତ୍ରରେ ଉନ୍ନତି ମିଳିବ ।
ବ୍ୟବସାୟୀ- ହାତକୁ ଆସୁଥିବା ଡିଲ୍, ପଳେଇ ଯାଇପାରେ ।
ଗୃହିଣୀ- ଧର୍ମ କାର୍ଯ୍ୟରେ ବ୍ୟସ୍ତ ରହିବେ ।
ଧନୁ
ପୁରାତନ ରୋଗର ପ୍ରାଦୁର୍ଭାବ ବୃଦ୍ଧି ପାଇବ, ଯାହାକି ମୁଣ୍ଡବ୍ୟଥାର କାରଣ ହୋଇପାରେ । କର୍ମକ୍ଷତ୍ରରେ ମନର ବଳ ଖୁବ୍ ଟାଣ ରଖି କାର୍ଯ୍ୟ ସାଧନ କରିବେ । ଶୁଭ ରଙ୍ଗ ପିଙ୍କ୍ । ଶୁଭ ଅଙ୍କ ୭ ।
ଚାଷୀ- ଆଧୁନିକ ପଦ୍ଧତିରେ ଚାଷ କାର୍ଯ୍ୟ କରିବେ ।
ରୋଗୀ- ଡାକ୍ତରୀ ପରୀକ୍ଷା କରାଇ ନିଅନ୍ତୁ ।
ଛାତ୍ରଛାତ୍ରୀ- ପ୍ରତିଯୋଗିତାରେ ବିଜୟୀ ହେବେ ।
କର୍ମଜୀବି- ପ୍ରମୋସନ୍ ମିଳିବ ।
ବ୍ୟବସାୟୀ- ନୂଆ ବ୍ୟବସାୟ କ୍ଷତି ହେବ ।
ଗୃହିଣୀ- ଘର କାମରେ ବ୍ୟସ୍ତ ରହିବେ ।
ମକର
ବନ୍ଧୁଙ୍କ ପାଖରେ ବହୁତ ଦିନରୁ ରହିଥିବା ଟଙ୍କା ଫେରିପାଇବେ । କୌଣସି କ୍ଷେତ୍ରରେ ତରବରିଆ ପଦକ୍ଷେପ ନେଲେ ଅସୁବିଧାରେ ପଡିପାରନ୍ତି । ଶୁଭ ରଙ୍ଗ ନୀଳ । ଶୁଭ ଅଙ୍କ ୩ ।
ଚାଷୀ- ସପରିବାର ସହ ସମୟ ବିତାଇବେ ।
ରୋଗୀ- ଅସାଧ୍ୟ ରୋଗରେ ପୀଡିତ ହେବେ ।
ଛାତ୍ରଛାତ୍ରୀ- ଆଦର୍ଶ ବ୍ୟକ୍ତିତ୍ୱ ହେବେ ।
କର୍ମଜୀବି- ସ୍ୱକାର୍ଯ୍ୟ କରିବେ ।
ବ୍ୟବସାୟୀ- ସଦ୍ବ୍ୟବହାର କରନ୍ତୁ ।
ଗୃହିଣୀ- ପରକୁ ଆପଣାର କରିବେ ।
କୁମ୍ଭ
ସାଂସ୍କୃତିକ କାର୍ଯ୍ୟକ୍ରମ, ସଙ୍ଗୀତ ସମାରୋହ, ଚଳଚ୍ଚିତ୍ରରେ ସୁନାମ ଅର୍ଜନ କରିବେ । ନିଜେ କଷ୍ଟ ଅନୁଭବ କଲେ ମଧ୍ୟ କର୍ମକ୍ଷେତ୍ରରେ ପ୍ରିୟ କଥା କହି ପରିବେଶକୁ ଲାଘବ କରିପାରନ୍ତି । ଶୁଭ ରଙ୍ଗ ପିଙ୍କ୍ । ଶୁଭ ଅଙ୍କ ୭ । ଚାଷୀ- ଆଦର ମିଳିବ ।
ରୋଗୀ- ଉତ୍ତମ ସ୍ୱାସ୍ଥ୍ୟ ସମ୍ପନ୍ନ ହେବେ ।
ଛାତ୍ରଛାତ୍ରୀ- ତେଜସ୍ୱୀ ହେବେ ।
କର୍ମଜୀବି- କର୍ମ ଚଞ୍ଚଳ ରହିବେ ।
ବ୍ୟବସାୟୀ- ଭ୍ରମଣ ଯୋଗ କ୍ଷତି କାରକ ହେବ ।
ଗୃହିଣୀ- ଆଜି ଦିନଟି ଆପଣଙ୍କ ପାଇଁ ଉତ୍ତମ ।
ମୀନ
ପ୍ରିୟଜନମାନଙ୍କ ସହ ନୂତନ ସ୍ଥାନକୁ ବୁଲି ଯିବାର ସୁଯୋଗ ଲାଭ କରିପାରନ୍ତି । କୌଣସି କ୍ଷେତ୍ରରେ ତରବରିଆ ପଦକ୍ଷେପ ନେବା ଠିକ୍ ହେବ ନାହିଁ । ଶୁଭ ରଙ୍ଗ ୟେଲୋ । ଶୁଭ ଅଙ୍କ ୯ ।
ଚାଷୀ- ଚାଷ କାର୍ଯ୍ୟରେ ଉନ୍ନତି ପରିଲକ୍ଷିତ ହେବ ।
ରୋଗୀ- ଅସାଧ୍ୟ ରୋଗ ରୁ ମୁକ୍ତ ହେବେ ।
ଛାତ୍ରଛାତ୍ରୀ- ଯୋଗ, ସ୍ମରଣ ଶକ୍ତି ବଢାଇଥାଏ ।
କର୍ମଜୀବି- ଜଳଯାତ୍ରା ମନା ।
ବ୍ୟବସାୟୀ- ସୁଯୋଗକୁ ହାତ ଛଡା କରନ୍ତୁ ନାହିଁ ।
ଗୃହିଣୀ- ପିଲାମାନଙ୍କ ପ୍ରତି ଚିନ୍ତାରେ ରହିବେ ।