ଆଜିର ରାଶିଫଳ: କେମିତି କଟିବ ଆପଣଙ୍କ ଦିନ, ରାଶି ଅନୁସାରେ ଶୁଭ ରଙ୍ଗ ଓ ପ୍ରତିକାର
ମେଷ
ଚାକିରିରେ ପଦୋନ୍ନତି ହୋଇପାରେ । ବନ୍ଧୁଙ୍କ ସହିତ ସମ୍ପର୍କ ମଜଭୁତ ହେବ । ବ୍ୟବସାୟରେ ତୁରନ୍ତ ନିଷ୍ପତ୍ତି ଲାଭପ୍ରଦ ହେବ । ଶୁଭ ରଙ୍ଗ କ୍ରୀମ୍ । ଶୁଭ ଅଙ୍କ ୯ ।
ଚାଷୀ- ଜମିର ଉର୍ବରତା ପାଇଁ ଜୈବିକ ସାରର ବ୍ୟବହାର କରନ୍ତୁ ।
ରୋଗୀ- ଆଜି କିଛି ଦିନ ସତର୍କ ରୁହନ୍ତୁ ।
ଛାତ୍ରଛାତ୍ରୀ- ପାଠପଢାରେ ମନ ଦେବେ ।
କର୍ମଜୀବି- ପ୍ରଶଂସିତ ହେବେ ।
ବ୍ୟବସାୟୀ- ଅର୍ଥ ହାନୀ ହେବ ।
ଗୃହିଣୀ- ସୁଖ ଅନୁଭବ କରିବେ ।
ବୃଷ
କାର୍ଯ୍ୟ କରିବା ସମୟରେ ମନକୁ ଶାନ୍ତ ରଖନ୍ତୁ । ବଡ ନିଷ୍ପତ୍ତି ନେବା ପୂର୍ବରୁ ପରିବାରର ମତ ଶୁଣନ୍ତୁ । ବ୍ୟବସାୟୀମାନେ କାମରେ ବ୍ୟସ୍ତ ରହିବେ । ଶୁଭ ରଙ୍ଗ କ୍ରୀମ୍ । ଶୁଭ ଅଙ୍କ ୨ ।
ଗୃହିଣୀ- ପିଲାମାନଙ୍କ ପ୍ରତି ଚିନ୍ତାରେ ରହିବେ ।
ବ୍ୟବସାୟୀ- ସ୍ୱାଭିମାନୀ ହେବେ ।
କର୍ମଜୀବି- ସ୍ୱକାର୍ଯ୍ୟ କରିବେ ।
ଛାତ୍ରଛାତ୍ରୀ- ଉଚ୍ଚ ଶିକ୍ଷା ଆବଶ୍ୟକ ।
ରୋଗୀ- ଅସାଧ୍ୟ ରୋଗରେ ପୀଡିତ ହେବେ ।
ଚାଷୀ- ଜଳବାୟୁ ବିଷୟରେ ସଠିକ୍ ବିବରଣୀ ନିଅନ୍ତୁ ।
ମିଥୁନ
ବ୍ୟବସାୟରେ ଲାଭ ହେବ । ଚାକିରୀଜୀବୀଙ୍କୁ ଭଲ ଖବର ମିଳିପାରେ । ଶିକ୍ଷକଙ୍କୁ ସଫଳତା ମିଳିବ । ଆପଣଙ୍କର ଦାମ୍ପତ୍ୟ ଜୀବନ ସୁଖଦ ରହିବ । ଶୁଭ ରଙ୍ଗ ପିଙ୍କ୍ । ଶୁଭ ଅଙ୍କ ୪ ।
ଚାଷୀ- ଜଳବାୟୁ ପ୍ରତି ସତର୍କ ରୁହନ୍ତୁ ।
ରୋଗୀ- ଅସାଧ୍ୟ ରୋଗରେ ପୀଡିତ ହେବେ ।
ଛାତ୍ରଛାତ୍ରୀ- ଯୋଗ, ସ୍ମରଣ ଶକ୍ତି ବଢାଇଥାଏ ।
କର୍ମଜୀବି- ସଫଳତା ହାତ ଛଡା ହୋଇଯିବ ।
ବ୍ୟବସାୟୀ- ସ୍ୱାଭିମାନୀ ହେବେ ।
ଗୃହିଣୀ- ସୁଖୀ ହେବେ ।
କର୍କଟ
ଆଜି ଆପଣ ସୁସ୍ଥ ସବଳ ଅନୁଭବ କରିବେ । ବ୍ୟବସାୟରେ ସ୍ଥିରତା ବଜାୟ ରହିବ । ମହିଳା ମିତ୍ରଙ୍କ ସହ-ଯୋଗ ପାଇପାରନ୍ତି । ଛାତ୍ରଙ୍କୁ ପରିଶ୍ରମର ସୁଫଳ ମିଳିବ । ଶୁଭ ରଙ୍ଗ ୟେଲୋ । ଶୁଭ ଅଙ୍କ ୮ ।
ଗୃହିଣୀ- ପୂଜା ପାଠରେ ବ୍ୟସ୍ତ ରହିବେ ।
ବ୍ୟବସାୟୀ- ସଦ୍ବ୍ୟବହାର କରନ୍ତୁ ।
କର୍ମଜୀବି- ଜଳଯାତ୍ରା ମନା ।
ଛାତ୍ରଛାତ୍ରୀ- ଯୋଗ, ସ୍ମରଣ ଶକ୍ତି ବଢାଇଥାଏ ।
ରୋଗୀ – ସ୍ୱାସ୍ଥ୍ୟ ଅତୁଟ ରହିବ ।
ଚାଷୀ- ଜୈବିକ ସାର ମାଟିରେ ବ୍ୟବହାର ଉଚିତ୍ ।
ସିଂହ
ଆପଣଙ୍କୁ ପୂର୍ବ କାର୍ଯ୍ୟର ସୁଫଳ ମିଳିବ । ଭାବିଚିନ୍ତି ଖର୍ଚ୍ଚ କରନ୍ତୁ । ବିଦ୍ୟାର୍ଥୀଙ୍କୁ ପରିଶ୍ରମର ଉତ୍ତମ ପରିଣାମ ମିଳିବ । ବୁଧ ଚଳନ ଯୋଗୁ କିଛି ଦିନ ସତର୍କ ରହିବାକୁ ପଡିବ । ଶୁଭ ରଙ୍ଗ ବ୍ରାଉନ୍ । ଶୁଭ ଅଙ୍କ ୭ ।
ଚାଷୀ- ଆଧୁନିକ ପଦ୍ଧିର ଯନ୍ତ୍ରପାତି ବିଷୟରେ ଜ୍ଞାନ ନିଅନ୍ତୁ ।
ରୋଗୀ- ରୋଗରୁ ମୁକ୍ତ ହୋଇପାରନ୍ତି ।
ଛାତ୍ରଛାତ୍ରୀ- ବହୁ ପରିଶ୍ରମ କରିବାକୁ ପଡିବ ।
କର୍ମଜୀବି- ସମ୍ମାନିତ ହେବେ ।
ବ୍ୟବସାୟୀ- ସ୍ୱାଭିମାନୀ ହେବେ ।
ଗୃହିଣୀ- ସଜାସଜିରେ ବ୍ୟସ୍ତ ରହିବେ ।
କନ୍ୟା
ପୁଞ୍ଜି ନିବେଶରେ ନୂଆ ପରାମର୍ଶ ମିଳିପାରେ । କଳା ସାହିତ୍ୟ କ୍ଷେତ୍ରରେ ଥିବା ବ୍ୟକ୍ତିଙ୍କୁ ବିଶେଷ ଲାଭ ହୋଇପାରେ । ପ୍ରେମରେ ସଫଳତା ମିଳିବ । ଶୁଭ ରଙ୍ଗ କଫି । ଶୁଭ ଅଙ୍କ ୩ ।
ଚାଷୀ- ଚାଷ କାର୍ଯ୍ୟରେ ଉନ୍ନତି ପରିଲକ୍ଷିତ ହେବ ।
ରୋଗୀ- ଡାକ୍ତରୀ ପରୀକ୍ଷା କରାଇ ନିଅନ୍ତୁ ।
ଛାତ୍ରଛାତ୍ରୀ- ବିଦ୍ୱାନ୍ ହେବେ ।
କର୍ମଜୀବି- କାର୍ଯ୍ୟ ତତ୍ପର ରହିବେ ।
ବ୍ୟବସାୟୀ- ହାତକୁ ଆସୁଥିବା ଡିଲ୍ କୁ ହାତଛଡା କରନ୍ତୁ ନାହିଁ ।
ଗୃହିଣୀ- ସୁଖଭାରା ଦିନଟି ।
ତୁଳା
ଆପଣଙ୍କର ଆତ୍ମବିଶ୍ୱାସ ବଢିବ । ସାମାଜିକ କାର୍ଯ୍ୟରେ ମହତ୍ୱପୂର୍ଣ୍ଣ ଭୂମିକା ନିର୍ବାହ କରିବେ । ଛାତ୍ରଙ୍କ ଲାଗି ଦିନଟି ଭଲ ରହିବ । ଶୁଭ ରଙ୍ଗ ନୀଳ । ଶୁଭ ଅଙ୍କ ୬ ।
ଚାଷୀ- ଜମିର ଉର୍ବରତା ପାଇଁ ଜୈବିକ ସାରର ବ୍ୟବହାର କରନ୍ତୁ ।
ରୋଗୀ- ବ୍ୟାୟାମ୍ କରିବା ଉଚିତ୍ ।
ଛାତ୍ରଛାତ୍ରୀ- ବିଜ୍ଞ ହେବେ ।
କର୍ମଜୀବି- ପ୍ରଶଂସିତ ହେବେ ।
ବ୍ୟବସାୟୀ- ଅର୍ଥ ହାନୀ ହେବ ।
ଗୃହିଣୀ- ଘର କାମରେ ବ୍ୟସ୍ତ ରହିବେ ।
ବିଛା
ପୂଜାର୍ଚ୍ଚନାରେ ଅଧିକ ସମୟ ବିତିବ । ପ୍ରତି । ବଢିବ ଏବଂ କାରବାରରରେ ଉନ୍ନତି ହେବ । ପାରିବାରିକ ସମ୍ବନ୍ଧ ମଜଭୁତ ହେବ । ଶୁଭ ରଙ୍ଗ ଲାଲ୍ । ଶୁଭ ଅଙ୍କ ୫ ।
ଗୃହିଣୀ- ପରକୁ ଆପଣାର କରିବେ ।
ବ୍ୟବସାୟୀ- ସଦ୍ବ୍ୟବହାର କରନ୍ତୁ ।
କର୍ମଜୀବି- ଜଳଯାତ୍ରା ମନା ।
ଛାତ୍ରଛାତ୍ରୀ- ବିଦ୍ୟା ପ୍ରତି ଆଗ୍ରହୀ ହେବେ ।
ରୋଗୀ – ସ୍ୱାସ୍ଥ୍ୟ ଅତୁଟ ରହିବ ।
ଚାଷୀ- ଶ୍ରମ ସାର୍ଥକ ହେବ ।
ଧନୁ
ପୁରୁଣା ବନ୍ଧୁଙ୍କ ସହ ଆଲୋଚନା ଦ୍ୱାରା କଷ୍ଟ ଦୂର ହେବ । ପରିଶ୍ରମର ଉଚିତ ଫଳ ପାଇବେ । ପ୍ରେମ ଆଳାପରେ ସତେଜତା ଅନୁଭବ କରିବେ । ଶୁଭ ରଙ୍ଗ ଲାଲ୍ । ଶୁଭ ଅଙ୍କ ୧ ।
ଚାଷୀ- କୌଣସି ସମସ୍ୟା ଥିଲେ, କୃଷି ବିଭାଗର ପରାମର୍ଶ ନିଅନ୍ତୁ ।
ରୋଗୀ- ଅସୁସ୍ଥ ଅନୁଭବ କରିବେ ।
ଛାତ୍ରଛାତ୍ରୀ- ସାଠରେ ମନ ଦେବେ ।
କର୍ମଜୀବି- କାର୍ଯ୍ୟରେ ସଫଳ ହେବେ ।
ବ୍ୟବସାୟୀ- ନୂଆ ଡିଲ୍ ମିଳିବ ।
ଗୃହିଣୀ- ସଜାସଜିରେ ବ୍ୟସ୍ତ ରହିବେ ।
ମକର
ଆପଣଙ୍କର ଜରୁରୀ କାର୍ଯ୍ୟ ପୂରଣ ହେବ । ସମାଜରେ ପ୍ରତି । ବଢିବ । ଅଫିସରେ ସମସ୍ତଙ୍କ ସହିତ ଭଲ ତାଳମେଳ ରହିବ । ଶୁଭ ରଙ୍ଗ ୟେଲୋ । ଶୁଭ ଅଙ୍କ ୩ ।
ଚାଷୀ- ଜଳବାୟୁ ପ୍ରତି ସତର୍କ ରୁହନ୍ତୁ ।
ରୋଗୀ- ଅସାଧ୍ୟ ରୋଗ ରୁ ମୁକ୍ତ ହେବେ ।
ଛାତ୍ରଛାତ୍ରୀ- ଉଚ୍ଚ ଶିକ୍ଷା ପାଇଁ ବିଦେଶ ଯାତ୍ରା କରିପାରନ୍ତି ।
କର୍ମଜୀବି- ପ୍ରଶଂସିତ ହେବେ ।
ବ୍ୟବସାୟୀ- ଅର୍ଥ ଲାଭ ହେବ ।
ଗୃହିଣୀ- ପାରିବାରିକ କାର୍ଯ୍ୟରେ ବ୍ୟସ୍ତ ରହିବେ ।
କୁମ୍ଭ
କାର୍ଯ୍ୟକ୍ଷେତ୍ରରେ ବାଧା ଉପୁଜିବା ହେତୁ ବ୍ୟଥିତ ହେବେ । ପଇସା ବିନିଯୋଗରୁ ନିବୃତ୍ତ ରହନ୍ତୁ । ପରିବାର ଲୋକଙ୍କ ସହିତ ସୁଖଦ ସମୟ କାଟିବେ । ଶୁଭ ରଙ୍ଗ କ୍ରୀମ୍ । ଶୁଭ ଅଙ୍କ ୮ ।
ଗୃହିଣୀ- ନୂଆବସ୍ତ୍ର ଲାଭ ହେବ ।
ବ୍ୟବସାୟୀ- ସୁଯୋଗକୁ ହାତ ଛଡା କରନ୍ତୁ ନାହିଁ ।
କର୍ମଜୀବି- କାର୍ଯ୍ୟ କରି ପ୍ରଶଂସିତ ହେବେ ।
ଛାତ୍ରଛାତ୍ରୀ- ବହୁ ପରିଶ୍ରମ କରିବାକୁ ପଡିବ ।
ରୋଗୀ- ସୁସ୍ଥ ଅନୁଭବ କରିବେ ।
ଚାଷୀ- କୌଣସି ସମସ୍ୟା ଥିଲେ, କୃଷି ବିଭାଗର ପରାମର୍ଶ ନିଅନ୍ତୁ ।
ମୀନ
ଉଚ୍ଚ ପଦବୀ ମିଳିବାର ସମ୍ଭାବନା ରହିଛି । ଅନ୍ୟମାନଙ୍କ ସହିତ ଉତ୍ତମ ବୁଝାମଣା ବଜାୟ ରହିବ । ଛାତ୍ରଙ୍କର ପ୍ରଦର୍ଶନ ଭଲ ରହିବ । ଶୁଭ ରଙ୍ଗ ପିଙ୍କ୍ । ଶୁଭ ଅଙ୍କ ୪ ।
ଚାଷୀ- ଜୈବିକ ସାର ମାଟିରେ ବ୍ୟବହାର ଉଚିତ୍ ।
ରୋଗୀ- ଦେହ ଅସୁସ୍ଥ ହେଲେ ଶୀଘ୍ର ଡାକ୍ତରଙ୍କ ପରାମର୍ଶ ନିଅନ୍ତୁ ।
ଛାତ୍ରଛାତ୍ରୀ- ବିଦ୍ୱାନ୍ ହେବେ ।
କର୍ମଜୀବି- କାର୍ଯ୍ୟରେ ସଫଳ ହେବେ ।
ବ୍ୟବସାୟୀ- ଅର୍ଥ ଲାଭ ହେବ ।
ଗୃହିଣୀ- ସୁଖଭାରା ଦିନଟି ।