ଆଜିର ରାଶିଫଳ: କେମିତି କଟିବ ଆପଣଙ୍କ ଦିନ, ରାଶି ଅନୁସାରେ ଶୁଭ ରଙ୍ଗ ଓ ପ୍ରତିକାର

ମେଷ

ଆଜିର କର୍ମକ୍ଷେତ୍ରରେ ପରିସ୍ଥିତିବଶତଃ ପ୍ରତ୍ୟେକ ଘଟଣାକୁ ସନ୍ଦେହ ଦୃଷ୍ଟିରେ ଦେଖିପାରନ୍ତି । କୌଣସି ବିବାଦୀୟ ଘଟଣାରେ ମୁଣ୍ଡ ନ ପୂରାଇବା ଭଲ । ଶୁଭ ରଙ୍ଗ ଧୂସର । ଶୁଭ ଅଙ୍କ ୩ ।
ଚାଷୀ- ଚାଷରେ ଉନ୍ନତି ପାଇଁ କୃଷି ବିଭାଗର ପରାମର୍ଶ ନିଅନ୍ତୁ ।
ରୋଗୀ- ଅସୁସ୍ଥ ଅନୁଭବ କରିବେ ।
ଛାତ୍ରଛାତ୍ରୀ- କ୍ରୀଡାରେ ମନ ଦେବେ ।
କର୍ମଜୀବି- ସମ୍ମାନିତ ହେବେ ।
ବ୍ୟବସାୟୀ- ସଫଳତାକୁ ହାତଛଡା କରନ୍ତୁ ନାହିଁ ।
ଗୃହିଣୀ- ନୂଆବସ୍ତ୍ର ଲାଭ ହେବ ।

ବୃଷ

ସକାଳୁ କିଛି ଘରର କଥା, ଉଚ୍ଛ ମତାନ୍ତର, ଦୂରଯାତ୍ରା ଓ ବନ୍ଧୁବର୍ଗଙ୍କ ବିଷୟରେ ଚିନ୍ତା କରିବେ । ପରିବାରର ପୂର୍ଣ୍ଣ ସମର୍ଥନ ପାଇବେ । ଶୁଭ ରଙ୍ଗ ନୀଳ । ଶୁଭ ଅଙ୍କ ୭ ।
ଗୃହିଣୀ- ସୁଖୀ ହେବେ ।
ବ୍ୟବସାୟୀ- ସ୍ୱାଭିମାନୀ ହେବେ ।
କର୍ମଜୀବି- ସମ୍ମାନ ପାଇବେ ।
ଛାତ୍ରଛାତ୍ରୀ- ଚିନ୍ତାଧାରା ଉନ୍ନତ ହେବ ।
ରୋଗୀ- ଆର‌୍ୟୁରବେଦୀ ଚିକିତ୍ସା ଲାଭ ଦେବ ।
ଚାଷୀ- ଅଧିକା ବର୍ଷା ହେତୁ , ହତାସ ହୋଇପାରନ୍ତି ।

ମିଥୁନ

ଉତ୍ତମ ବୁଝାମଣା ହେତୁ ପାରିବାରିକ ଜୀବନ ସୁଖ ସନ୍ତୋଷରେ କାଟିବେ । ସୁନ୍ଦର କଥା ଓ ସରଳ ବ୍ୟବହାର ହେତୁ ବିପଦରୁ ରକ୍ଷା ପାଇବେ । ଶୁଭ ରଙ୍ଗ ମେରୁନ୍ । ଶୁଭ ଅଙ୍କ ୫ ।
ଚାଷୀ- ଉତ୍ତମ ଫଳ ପାଇବେ ।
ରୋଗୀ- ଅସୁସ୍ଥ ଅନୁଭବ କରିବେ ।
ଛାତ୍ରଛାତ୍ରୀ- ବିଦ୍ୟାରେ ମନ ଦେବେ ।
କର୍ମଜୀବି- କାର୍ଯ୍ୟ ବ୍ୟସ୍ତ ରହିବେ ।
ବ୍ୟବସାୟୀ- ଅର୍ଥ ଲାଭ ହେବ ।
ଗୃହିଣୀ- ପାରିବାରିକ କାର୍ଯ୍ୟରେ ବ୍ୟସ୍ତ ରହିବେ ।

କର୍କଟ

ପାରିବାରିକ ଜୀବନରେତ୍ତଉତ୍‌ଥାନ ପତନ ଯୋଗୁ ମାନସିକ ସ୍ଥିତି ଭଲ ନ ରହିପାରେ । ବ୍ୟବସାୟ ଓ ପରିବହନ କ୍ଷେତ୍ରରେ ସମସ୍ୟା ସାମଧାନ ହେବାର ଆଶା ରହିଛି । ଶୁଭ ରଙ୍ଗ ଗ୍ରୀନ୍ । ଶୁଭ ଅଙ୍କ ୮ ।
ଗୃହିଣୀ- ଘର କାମରେ ବ୍ୟସ୍ତ ରହିବେ ।
ବ୍ୟବସାୟୀ- ଲୋକପ୍ରିୟତା ମିଳିବ ।
କର୍ମଜୀବି- ନୂଆ ଜବ୍ ମିଳିବା କଷ୍ଟ ।
ଛାତ୍ରଛାତ୍ରୀ- ମନରେ ଗର୍ବ ଭାବ ଆସିବ ।
ରୋଗୀ- ଚକ୍ଷୁ ପୀଡା ହେବ ।
ଚାଷୀ- ଉତ୍ତମ ଫଳ ପାଇବେ ।

ସିଂହ

କର୍ମକ୍ଷେତ୍ରରେ ପରୋକ୍ଷ ଶତ୍ରୁତା ଯୋଗୁ ସାମୟିକ ଭାବେ କାର୍ଯ୍ୟ ମନ୍ଥର ହୋଇପାରେ । ପରକଥାରେ ମନ ଦେଇ ନିଜ କାମକୁ ଅବହେଳା କରିବା କାରଣରୁ ଘରୁ ଗାଳି ଖାଇପାରନ୍ତି । ଶୁଭ ରଙ୍ଗ ଲାଲ୍ । ଶୁଭ ଅଙ୍କ ୨ ।
ଚାଷୀ- ଶ୍ରମ ସାର୍ଥକ ହେବ ।
ରୋଗୀ- ସତର୍କତାର ଦିନ ।
ଛାତ୍ରଛାତ୍ରୀ- ସାଠରେ ମନ ଦେବେ ।
କର୍ମଜୀବି- ଅର୍ଥ ହାନୀ ହେବ ।
ବ୍ୟବସାୟୀ- ନୂଆ ବ୍ୟବସାୟ ଲାଭ ହେବ ।
ଗୃହିଣୀ- ସୁଖ ଅନୁଭବ କରିବେ ।

କନ୍ୟା

ଅତୀତ ଘଟଣାକୁ ଯେତିକି ଭାବୁଥିବେ ସେତିକି ମନ ବିଷାଦ ରହିବ । ବିଭିନ୍ନ ପ୍ରତିବନ୍ଧକ ହେତୁ କାମ ବିଶୃଙ୍ଖଳିତ ହୋଇଯିବ । ଶୁଭ ରଙ୍ଗ ନୀଳ । ଶୁଭ ଅଙ୍କ ୬ ।
ଗୃହିଣୀ- ସୁଖୀ ହେବେ ।
ବ୍ୟବସାୟୀ- ଚୌର ଭୟ ଅଛି ।
କର୍ମଜୀବି- କର୍ମଚଞ୍ଚଳ ରହିବେ ।
ଛାତ୍ରଛାତ୍ରୀ- ମିତ୍ରଙ୍କ ସହଯୋଗ ମିଳିବ ।
ରୋଗୀ- ସ୍ୱାସ୍ଥ୍ୟ ପ୍ରତି ଧ୍ୟାନ ଦିଅନ୍ତୁ ।
ଚାଷୀ- ଅନ୍ୟ ଚାଷ କରିବାକୁ ମନ ବଳାଇବେ ।

ତୁଳା

କର୍ମକ୍ଷେତ୍ରରେ ଭୁଲ୍ ଖବର ପାଇ ସାମୟିକ ଭାବରେ ବିବ୍ରତ ହୋଇପାରନ୍ତି । ଦୈହିକ ଦୁର୍ବଳତା କର୍ମକ୍ଷେତ୍ରକୁ ମନ୍ଥର କରିପାରେ । ଶୁଭ ରଙ୍ଗ ପିଙ୍କ୍ । ଶୁଭ ଅଙ୍କ ୧ ।
ଚାଷୀ- ଜମିରୁ ବର୍ଷା ପାଣି ବାହାରିବାର ବ୍ୟବସ୍ଥା କରନ୍ତୁ ।
ରୋଗୀ- ବ୍ୟାୟାମ୍ କରିବା ଉଚିତ୍ ।
ଛାତ୍ରଛାତ୍ରୀ- ପାଠପଢାରେ ମନ ଦେବେ ।
କର୍ମଜୀବି- ସମ୍ମାନିତ ହେବେ ।
ବ୍ୟବସାୟୀ- ସଫଳତାକୁ ହାତଛଡା କରନ୍ତୁ ନାହିଁ ।
ଗୃହିଣୀ- ପୂଜା ପାଠରେ ବ୍ୟସ୍ତ ରହିବେ l

ବିଛା

ପ୍ରତିକୂଳ କାରଣରୁ କୌଣସି କାମରେ ପୁର୍ଣ୍ଣ ସନ୍ତୋଷ ମିଳିବ ନାହିଁ । ପ୍ରତ୍ୟେକ କ୍ଷେତ୍ରରେ ପାରିବାରିକ ସମର୍ଥନ କର୍ମକ୍ଷେତ୍ରକୁ ତ୍ୱରାନ୍ୱିତ କରିବ । ଶୁଭ ଅଙ୍କ ଲାଲ୍ । ଶୁଭ ଅଙ୍କ ୮ ।
ଗୃହିଣୀ- ଭାଗ୍ୟଶାଳୀ ହେବେ ।
ବ୍ୟବସାୟୀ- ବିଦେଶୀ ଜିନିଷରେ କ୍ଷତି ହେବ ।
କର୍ମଜୀବି- ନୂଆ ଜବ୍ ମିଳିବା କଷ୍ଟ ।
ଛାତ୍ରଛାତ୍ରୀ- ମିତ୍ରଙ୍କ ସହଯୋଗ ମିଳିବ ।
ରୋଗୀ- ଚକ୍ଷୁ ପୀଡା ହେବ ।
ଚାଷୀ- ଶ୍ରମ ସାର୍ଥକ ହେବ ।

ଧନୁ

ପରିବାରରେ କଳହ କିମ୍ବା ରାସ୍ତାରେ ଅନ୍ୟମନସ୍କ କାରଣରୁ ଧନ ହାନିର ସୂଚନା ରହିଛି । କର୍ମକ୍ଷେତ୍ରରେ ଆଶାନୁରୂପ ସଫଳତା ହାସଲ କରିବେ । ଶୁଭ ରଙ୍ଗ ଧୂସର । ଶୁଭ ଅଙ୍କ ୩ ।
ଚାଷୀ- ଜଳ ସଞ୍ଚୟ କରନ୍ତୁ ।
ରୋଗୀ- ବ୍ୟାୟାମ୍ କରିବା ଉଚିତ୍ ।
ଛାତ୍ରଛାତ୍ରୀ- ପାଠପଢାରେ ମନ ଦେବେ ।
କର୍ମଜୀବି- ସମ୍ମାନିତ ହେବେ ।
ବ୍ୟବସାୟୀ- ସଫଳତା ହାତଛଡା ହୋଇଯିବ ।
ଗୃହିଣୀ- ନୂଆବସ୍ତ୍ର ଲାଭ ହେବ ।

ମକର

ସ୍ୱାସ୍ଥ୍ୟ ସମସ୍ୟା ମନକୁ ବିଶେଷ ଭାବରେ ବିଚଳିତ କରିବାର ଆଶଙ୍କା ରହିଛି । ଅନ୍ୟର ମନ ଅନୁଯାୟୀ କାମ କରି କର୍ମକ୍ଷେତ୍ରରେ ବାହାବା ନେଇପାରନ୍ତି । ଶୁଭ ରଙ୍ଗ କଫି । ଶୁଭ ଅଙ୍କ ୫ । You will definitely like it exporntoons.net porn of various genres!
ଗୃହିଣୀ- ମାନସିକ ଶାନ୍ତି ପାଇବେ ।
ବ୍ୟବସାୟୀ- ମଧୁରଭାଷୀ ହେବେ ।
କର୍ମଜୀବି- ସମ୍ମାନ ପାଇବେ ।
ଛାତ୍ରଛାତ୍ରୀ- ମନରେ ଗର୍ବ ଭାବ ଆସିବ ।
ରୋଗୀ – ସ୍ୱାସ୍ଥ୍ୟ ଅତୁଟ ରହିବ ।
ଚାଷୀ- ଗୋବର କ୍ଷତର ବ୍ୟବହାର କରିବା ଉଚିତ୍ ।(ପରୀକ୍ଷିତ)

କୁମ୍ଭ

ଆବଶ୍ୟକତା ପୂରଣ ସକାଶେ ଧାର କରଜ କରିବାକୁ ବାଧ୍ୟ ହୋଇପାରନ୍ତି । ଅଫିସରେ କୌଣସି ଘଟଣା ମନକୁ ବିବ୍ରତ କରିପାରେ । ଶୁଭ ରଙ୍ଗ କଳା । ଶୁଭ ଅଙ୍କ ୭ ।
ଚାଷୀ- ଆଧୁନିକ ପଦ୍ଧିର ଯନ୍ତ୍ରପାତି ବିଷୟରେ ଜ୍ଞାନ ନିଅନ୍ତୁ ।
ରୋଗୀ- ୟୋଗା କରନ୍ତୁ ।
ଛାତ୍ରଛାତ୍ରୀ- ଚିନ୍ତାଧାରା ଉନ୍ନତ ହେବ ।
କର୍ମଜୀବି- କାର୍ଯ୍ୟ ବ୍ୟସ୍ତ ରହିବେ ।
ବ୍ୟବସାୟୀ- ଅର୍ଥ ହାନୀ ହେବ ।
ଗୃହିଣୀ- ସୁଖ ଅନୁଭବ କରିବେ ।

ମୀନ

କର୍ମକ୍ଷେତ୍ରରେ ସାହାର୍ଯ୍ୟ ସହ-ଯୋଗ ସାଙ୍ଗକୁ ପ୍ରତୀକ୍ଷିତ ଖବରଟି ଆଜି ପାଇପାରନ୍ତି । ଦିନଟି ଉତ୍ତମ କଟାଇବାର ସୌଭାଗ୍ୟ ଲାଭ କରିବେ । ଶୁଭ ରଙ୍ଗ ନୀଳ । ଶୁଭ ଅଙ୍କ ୯ ।
ଚାଷୀ- ଚାଷ କାର୍ଯ୍ୟରେ ଉନ୍ନତି ପରିଲକ୍ଷିତ ହେବ ।
ରୋଗୀ- ସତର୍କତାର ଦିନ ।
ଛାତ୍ରଛାତ୍ରୀ- ଯୋଗ, ସ୍ମରଣ ଶକ୍ତି ବଢାଇଥାଏ ।
କର୍ମଜୀବି- ଉନ୍ନତିର ମାର୍ଗ ମିଳିବ ।
ବ୍ୟବସାୟୀ- ସ୍ୱାଭିମାନୀ ହେବେ ।
ଗୃହିଣୀ- ସଜାସଜିରେ ବ୍ୟସ୍ତ ରହିବେ ।

Leave a Reply

Your email address will not be published.