ଆଜିର ରାଶିଫଳ: କେମିତି କଟିବ ଆପଣଙ୍କ ଦିନ, ରାଶି ଅନୁସାରେ ଶୁଭ ରଙ୍ଗ ଓ ପ୍ରତିକାର
ମେଷ
ଯାହା ବହୁତ ଦିନ ହେଲା ହୋଇପାରିନି ତାହା ଆଜି ହୋଇଯିବ । ଶିକ୍ଷା କ୍ଷେତ୍ରରେ ସୁନାମ, ପିଲାମାନଙ୍କ ସଫଳତା,ଉନ୍ନତମାନର ଆଲୋଚନା, ପାରିବାରିକ ସଦ୍ଭାବ ସବୁ ପାଇବେ । ଶୁଭ ରଙ୍ଗ ଗ୍ରୀନ୍ । ଶୁଭ ଅଙ୍କ ୨ ।
ଚାଷୀ- ଚାଷ କାର୍ଯ୍ୟରେ ଉନ୍ନତି ପରିଲକ୍ଷିତ ହେବ ।
ରୋଗୀ- ଡାକ୍ତରୀ ପରୀକ୍ଷା କରାଇ ନିଅନ୍ତୁ ।
ଛାତ୍ରଛାତ୍ରୀ- ବିଦ୍ୟା ଆରୋହଣ କରିବେ ।
କର୍ମଜୀବି- ଅର୍ଥ ମିଳିବ ।
ବ୍ୟବସାୟୀ- ସଫଳତା ହାତଛଡା ହୋଇଯିବ ।
ଗୃହିଣୀ- ଘର କାମରେ ବ୍ୟସ୍ତ ରହିବେ ।
ବୃଷ
ଆଜିର ଯାତ୍ରା, ବାଣିଜ୍ୟ, ପ୍ରତିଦ୍ୱନ୍ଦ୍ୱିତା,ଅଦାଲତ ସମ୍ବନ୍ଧୀୟ କ୍ଷେତ୍ରରେ ସୁଫଳ ପାଇବେ । ନିଜ କାମ ପଛକୁ ପକାଇ ପଡୋଶୀଙ୍କ କଥାରେ ମୁଣ୍ଡ ପୂରାଇଲେ ସମାଲୋଚିତ ହେବେ । ଶୁଭ ରଙ୍ଗ ମେରୁନ୍ । ଶୁଭ ଅଙ୍କ ୯ ।
ଗୃହିଣୀ- ସୁଖଭାରା ଦିନଟି ।
ବ୍ୟବସାୟୀ- ସ୍ୱାଭିମାନୀ ହେବେ ।
କର୍ମଜୀବି- କରତ୍କର୍ମା ହେବେ ।
ଛାତ୍ରଛାତ୍ରୀ- ପାଠପଢାରେ ମନ ଦେବେ ।
ରୋଗୀ- ଅସାଧ୍ୟ ରୋଗ ରୁ ମୁକ୍ତ ହେବେ ।
ଚାଷୀ- ଆଧୁନିକ ପଦ୍ଧିର ଯନ୍ତ୍ରପାତି ବିଷୟରେ ଜ୍ଞାନ ନିଅନ୍ତୁ ।
ମିଥୁନ
ଆଜି ବିତର୍କଜନିତ ଭାଇ କିମ୍ବା ପଡୋଶୀଙ୍କ ସହ ସମସ୍ୟାମୂଳକ ପରିସ୍ଥିତି ସୃଷ୍ଟି ହେବ । ଆଜି ଯାହା କରିବେ କ୍ଷତି ହେବନି, ମାତ୍ର ଏକ ସଂଘର୍ଷମୟ ପରିସ୍ଥିତିର ସାମ୍ନା କରିବାକୁ ପଡିବ । ଶୁଭ ରଙ୍ଗ ନାରଙ୍ଗୀ । ଶୁଭ ଅଙ୍କ ୬ ।
ଚାଷୀ- ଜଳ ସଞ୍ଚୟ କରନ୍ତୁ ।
ରୋଗୀ- ଅସୁସ୍ଥ ଅନୁଭବ କରିବେ ।
ଛାତ୍ରଛାତ୍ରୀ- କ୍ରୀଡାରେ ମନ ଦେବେ ।
କର୍ମଜୀବି- ପ୍ରଶଂସିତ ହେବେ ।
ବ୍ୟବସାୟୀ- ନୂଆ ବ୍ୟବସାୟ କ୍ଷତି ହେବ ।
ଗୃହିଣୀ- ଘର କାମରେ ବ୍ୟସ୍ତ ରହିବେ ।
କର୍କଟ
କୌଣସି କଥାକୁ ଖାତିର ନ କରି ଆଗକୁ ମାଡି ଚାଲିବେ । ଆଗରେ କିଛି ନ ରହିଲେ ମଧ୍ୟ ପଛରେ କେହି ବହୁତ ସମାଲୋଚନା କରିବେ । ଦିଆନିଆ କ୍ଷେତ୍ରରେ ସତର୍କ ରହନ୍ତୁ, ନତୁବା କ୍ଷତିରେ ପଡିବେ । ଶୁଭ ରଙ୍ଗ ନାଲି । ଶୁଭ ଅଙ୍କ ୧ ।
ଗୃହିଣୀ- ପିଲାମାନଙ୍କ ପ୍ରତି ଚିନ୍ତାରେ ରହିବେ ।
ବ୍ୟବସାୟୀ- ହାତକୁ ଆସୁଥିବା ଡିଲ୍, ପଳେଇ ଯାଇପାରେ ।
କର୍ମଜୀବି- ସ୍ୱକାର୍ଯ୍ୟ କରିବେ ।
ଛାତ୍ରଛାତ୍ରୀ- ଉଚ୍ଚ ଶିକ୍ଷା ଆବଶ୍ୟକ ।
ରୋଗୀ- ରୋଗରୁ ମୁକ୍ତ ହୋଇପାରନ୍ତି ।
ଚାଷୀ- ଜଳବାୟୁ ବିଷୟରେ ସଠିକ୍ ବିବରଣୀ ନିଅନ୍ତୁ ।
ସିଂହ
ଗତକାଲି ଠାରୁ ହାତକୁ ନେଇଥିବା କାମ ଡେରିରେ ସମ୍ପନ୍ନ ହେବ । ପୁତ୍ରକନ୍ୟ।।ହେତୁକ ସମସ୍ୟା ଲାଗି ରହିବା କାରଣରୁ ମାନସିକ ଅଶାନ୍ତି ସୃଷ୍ଟି ହୋଇପାରେ । ଅବଶ୍ୟ କର୍ମକ୍ଷେତ୍ରରେ ପାରିପାଶ୍ୱିର୍କ ପରିସ୍ଥିତି କେତେକାଂଶରେ ଭଲ ରହିବ । ଶୁଭ ରଙ୍ଗ ନୀଳ । ଶୁଭ ଅଙ୍କ ୪ ।
ଚାଷୀ- କୀଟ ନାଶକର ସଠିକ୍ ସମୟରେ ବ୍ୟବହାର କରନ୍ତୁ ।
ରୋଗୀ- ରୋଗରୁ ମୁକ୍ତ ହୋଇପାରନ୍ତି ।
ଛାତ୍ରଛାତ୍ରୀ- ବିଦ୍ୱାନ୍ ହେବେ ।
କର୍ମଜୀବି- କାର୍ଯ୍ୟ ବ୍ୟସ୍ତ ରହିବେ ।
ବ୍ୟବସାୟୀ- ନୂଆ ବ୍ୟବସାୟ ଲାଭ ହେବ ।
ଗୃହିଣୀ- ସୁଖ ଅନୁଭବ କରିବେ ।
କନ୍ୟା
ପ୍ରତ୍ୟେକ କ୍ଷେତ୍ରରେ ସମସ୍ତ ପ୍ରକାରର ସୁବିଧା ଥାଇ ମଧ୍ୟ ପ୍ରତ୍ୟେକ କାମରେ ସମସ୍ୟା ଲାଗି ରହିବ । ଥଣ୍ଡା ମିଜାଜ ବଦଳରେ କଡା ଭାଷାର ପରିଣାମ ଭୋଗିବାକୁ ପଡିପାରେ । ଶୁଭ ରଙ୍ଗ ପିଙ୍କ୍ । ଶୁଭ ଅଙ୍କ ୫ ।
ଚାଷୀ- ଜଳବାୟୁ ବିଷୟରେ ସଠିକ୍ ବିବରଣୀ ନିଅନ୍ତୁ ।
ରୋଗୀ- ସୁସ୍ଥ ଅନୁଭବ କରିବେ ।
ଛାତ୍ରଛାତ୍ରୀ- ସାଠରେ ମନ ଦେବେ ।
କର୍ମଜୀବି- ସମ୍ମାନିତ ହେବେ ।
ବ୍ୟବସାୟୀ- ନୂଆ ବ୍ୟବସାୟ ଲାଭ ହେବ ।
ଗୃହିଣୀ- ସୁଖଭାରା ଦିନଟି ।
ତୁଳା
ଆଜି ପାରିବାରିକ ସମସ୍ୟାର ସମାଧାନ ଜନିତ ଟେନ୍ ସନ ଲାଗି ରହିବ । କାମଗୁଡିକ ସୁରୁଖୁରୁରେ ହୋଇଯିବ ମାତ୍ର ଭ୍ରାତୃ ସମ୍ପର୍କ ଭଲ ରହି ନ ପାରେ । ପରୋକ୍ଷ ଶତ୍ରୁତା କାରଣରୁ ସବୁ ସୁବିଧା ଥିଲେ ମଧ୍ୟ ସୁଯୋଗ ହରାଇବେ । ଶୁଭ ରଙ୍ଗ ୟେଲୋ । ଶୁଭ ଅଙ୍କ ୩ ।
ଗୃହିଣୀ- ସୌଭାଗ୍ୟ ପ୍ରାପ୍ତ ହେବ ।
ବ୍ୟବସାୟୀ- ସୁଯୋଗକୁ ହାତ ଛଡା କରନ୍ତୁ ନାହିଁ ।
କର୍ମଜୀବି- କରତ୍କର୍ମା ହେବେ ।
ଛାତ୍ରଛାତ୍ରୀ- ଗ୍ରୀନ୍ ରଙ୍ଗର ଆସନରେ ବସି ପଢନ୍ତୁ ।
ରୋଗୀ- ରୋଗରୁ ମୁକ୍ତ ହୋଇପାରନ୍ତି ।
ଚାଷୀ- ଗୋବର କ୍ଷତର ବ୍ୟବହାର କରିବା ଉଚିତ୍ ।(ପରୀକ୍ଷିତ)
ବିଛା
କୌଣସି ଘଟଣାକୁ ଠିକ୍ ଭାବରେ ନ ବୁଝି ସହକର୍ମୀ କ୍ରୋଧ ପ୍ରକାଶ କରିପାରନ୍ତି । ପ୍ରଶାସନିକ ସ୍ତରରେ ପରିଚାଳନାଗତ ସମସ୍ୟା ବୃଦ୍ଧି ପାଇବ । ପାଖରେ ଥିବା ଲୋକଟିର କାର୍ଯ୍ୟକଳାପ ସନ୍ଦେହଜନକ ହୋଇପାରେ । ଶୁଭ ରଙ୍ଗ ମେରୁନ୍ । ଶୁଭ ଅଙ୍କ ୭ ।
ଚାଷୀ- ଶ୍ରମ ସାର୍ଥକ ହେବ ।
ରୋଗୀ- ଡାକ୍ତରୀ ପରୀକ୍ଷା ନିହାତି କରନ୍ତୁ ।
ଛାତ୍ରଛାତ୍ରୀ- ବିଦ୍ୱାନ୍ ହେବେ ।
କର୍ମଜୀବି- ସମ୍ମାନିତ ହେବେ ।
ବ୍ୟବସାୟୀ- ସଫଳତାକୁ ହାତଛଡା କରନ୍ତୁ ନାହିଁ ।
ଗୃହିଣୀ- ଘର କାମରେ ବ୍ୟସ୍ତ ରହିବେ ।
ଧନୁ
ଯାହା ଭାବୁଛନ୍ତି ବନ୍ଧୁଙ୍କ ଆଗରେ ଖୋଲାଖୋଲି ପ୍ରକାଶ କରି ପାରିଲେ ଭଲ । ପୁରାତନ ଗୋଗର ପୀଡା ସାମାନ୍ୟ ଅନୁଭବ କଲେ ମଧ୍ୟ ଶାରୀରିକ ଅବସ୍ଥାରେ ଉନ୍ନତି ଘଟିବ । ପରିବାର ମଧ୍ୟରେ ନିଜର ମନୋଭାବକୁ ହଠାତ୍ ପ୍ରକାଶ କରନ୍ତୁ ନାହିଁ । ଶୁଭ ରଙ୍ଗ ଲାଲ୍ । ଶୁଭ ଅଙ୍କ ୬ ।
ଗୃହିଣୀ- ଆଜି ଦିନଟି ଆପଣଙ୍କ ପାଇଁ ଉତ୍ତମ ।
ବ୍ୟବସାୟୀ- ସୁଯୋଗକୁ ହାତ ଛଡା କରନ୍ତୁ ନାହିଁ ।
କର୍ମଜୀବି- ସଫଳତା ହାତ ଛଡା ହୋଇଯିବ ।
ଛାତ୍ରଛାତ୍ରୀ- ମୂଳଦୁଆ ପକାଇବେ ।
ରୋଗୀ- ରୋଗରୁ ମୁକ୍ତ ହୋଇପାରନ୍ତି ।
ଚାଷୀ- ଗୋବର କ୍ଷତର ବ୍ୟବହାର କରିବା ଉଚିତ୍ ।(ପରୀକ୍ଷିତ)
ମକର
କର୍ମକ୍ଷେତ୍ରରେ କୁଟନୀତି ପ୍ରୟୋଗକରି ଯେମିତି ଚାହୁଁଛନ୍ତି ସେମିତି କରିବାରେ ସଫଳ ହେବେ । ବନ୍ଧୁଙ୍କ ପରାମର୍ଶ କ୍ରମେ ଆପୋସ ମିଳାମିଶାରୁ ପାରିବାରିକ ସମସ୍ୟାର ସମାଧାନ ହୋଇପାରିବ । ଶୁଭ ରଙ୍ଗ ନୀଳ । ଶୁଭ ଅଙ୍କ ୧ ।
ଚାଷୀ- ଜୈବିକ ସାର ମାଟିରେ ବ୍ୟବହାର ଉଚିତ୍ ।
ରୋଗୀ- ଡାକ୍ତରୀ ପରୀକ୍ଷା ନିହାତି କରନ୍ତୁ ।
ଛାତ୍ରଛାତ୍ରୀ- ସାଠରେ ମନ ଦେବେ ।
କର୍ମଜୀବି- କାର୍ଯ୍ୟରେ ସଫଳ ହେବେ ।
ବ୍ୟବସାୟୀ- ଅର୍ଥ ଲାଭ ହେବ ।
ଗୃହିଣୀ- ସୌଭାଗ୍ୟ ପ୍ରାପ୍ତ ହେବ ।
କୁମ୍ଭ
ଆଜି ଯେଉଁଠି ଯାହା କହିବେ ତାହା ଠିକ୍ ଭାବେ କାର୍ଯ୍ୟକାରୀ ହେବା ବଦଳରେ କଷ୍ଟକର ହୋଇପଡିବ । ନୂଆ ଯୋଜନା କରିବା ସକାଶେ ବନ୍ଧୁଙ୍କ ପରାମର୍ଶ ଆବଶ୍ୟକ ମନେ କରିବେ । ଶୁଭ ରଙ୍ଗ ବ୍ରାଉନ୍ । ଶୁଭ ଅଙ୍କ ୪ ।
ଗୃହିଣୀ- ପୂଜା ପାଠରେ ବ୍ୟସ୍ତ ରହିବେ ।
ବ୍ୟବସାୟୀ- ସଦ୍ବ୍ୟବହାର କରନ୍ତୁ ।
କର୍ମଜୀବି- କରତ୍କର୍ମା ହେବେ ।
ଛାତ୍ରଛାତ୍ରୀ- ସ୍ମରଣ ଶକ୍ତି ପାଇଁ ବୁଧକାରକ ଚେର ବ୍ୟବହାର କରନ୍ତୁ ।
ରୋଗୀ- ଅସାଧ୍ୟ ରୋଗ ରୁ ମୁକ୍ତ ହେବେ ।
ଚାଷୀ- ଆଧୁନିକ ପଦ୍ଧିର ଯନ୍ତ୍ରପାତି ବିଷୟରେ ଜ୍ଞାନ ନିଅନ୍ତୁ ।
ମୀନ
ପରିବାରର ଖର୍ଚ୍ଚ ଭାର କ୍ରମଶଃ ବଢିଯିବା କାରଣରୁ ଆବଶ୍ୟକତା ପୂରଣ ସକାଶେ ଚିନ୍ତିତ ରହିବେ । ସରକାରୀ ସ୍ତରରୁ କିମ୍ବା ବ୍ୟାଙ୍କରୁ ଋଣ କରିବା ପାଇଁ ଯୋଜନା କରିପାରନ୍ତି । ଶୁଭ ରଙ୍ଗ ଧଳା । ଶୁଭ ଅଙ୍କ ୯ ।
ଚାଷୀ- ଜଳବାୟୁ ବିଷୟରେ ସଠିକ୍ ବିବରଣୀ ନିଅନ୍ତୁ ।
ରୋଗୀ- ଅସାଧ୍ୟ ରୋଗରେ ପୀଡିତ ହେବେ ।
ଛାତ୍ରଛାତ୍ରୀ- ବିଜ୍ଞ ହେବେ ।
କର୍ମଜୀବି- ସମ୍ମାନିତ ହେବେ ।
ବ୍ୟବସାୟୀ- ସଫଳତାକୁ ହାତଛଡା କରନ୍ତୁ ନାହିଁ ।
ଗୃହିଣୀ- ଘର କାମରେ ବ୍ୟସ୍ତ ରହିବେ ।
ସୋମବାର ଇତିହାସ ଗଢିବାର ଦିନ
ବୃଷ ରାଶି ବିଛା ରାଶି ବଡ ପରିବର୍ତ୍ତନ ହେବାକୁ ଯାଉଛି ଜାତକ ବିଶ୍ଳେଷଣ ପାଇଁ ଆମକୁ ଯୋଗଯୋଗ କରନ୍ତୁ