ଆଜିର ରାଶିଫଳ: କେମିତି କଟିବ ଆପଣଙ୍କ ଦିନ, ରାଶି ଅନୁସାରେ ଶୁଭ ରଙ୍ଗ ଓ ପ୍ରତିକାର

ମେଷ

ମନ ଚାହୁଁ ନ ଥିଲେ ମଧ୍ୟ ସମୟ ଓ ପରିସ୍ଥିତିକୁ ନେଇ କୌଣସି ଆଲୋଚନାରେ ସହକର୍ମୀ କିମ୍ବା ବନ୍ଧୁଙ୍କ ସହ ବିତର୍କ ସୃଷ୍ଟି ହୋଇପାରେ । ଶାରୀରିକ ଅସୁସ୍ଥତା ଅନୁଭବ କରିପାରନ୍ତି । ଆଇନ ଅଦାଲତ ତଥା ପ୍ରଶାସନ କ୍ଷେତ୍ରରେ ସୁଫଳ ପାଇବେ । ଶୁଭ ରଙ୍ଗ ଗ୍ରୀନ୍ । ଶୁଭ ଅଙ୍କ ୬ ।
ଚାଷୀ- ମାଟିରେ ଉର୍ବରତା ପାଇଁ କୃଷି ବିଭାଗର ପରାମର୍ଶ ନିଅନ୍ତୁ ।
ରୋଗୀ- ଡାକ୍ତରୀ ପରୀକ୍ଷା ନିହାତି କରନ୍ତୁ ।
ଛାତ୍ରଛାତ୍ରୀ- ପାଠପଢାରେ ମନ ଦେବେ ।
କର୍ମଜୀବି- ପ୍ରଶଂସିତ ହେବେ ।
ବ୍ୟବସାୟୀ- ଅର୍ଥ ଲାଭ ହେବ ।
ଗୃହିଣୀ- ଧାର୍ମିକ ହେବେ ।

ବୃଷ

ଆକସ୍ମିକ ପରିସ୍ଥିତି ବଦଳିଯିବା କାରଣରୁ ବନ୍ଧୁମାନଙ୍କର ଆଶାନୁରୂପ ସାହାର୍ଯ୍ୟ ପାଇପାରିବେ ନାହିଁ । ଆର୍ଥିକ ସ୍ଥିିତି ପ୍ରାୟତଃ ଭଲ ରହିବ ଓ ସେହି ଦିଗରୁ ପ୍ରାୟତଃ ସମସ୍ୟା ରହିବ ନାହିଁ । ଈର୍ଷାପରାୟଣ ବ୍ୟକ୍ତିଙ୍କ ପ୍ରତିରୋଧ କାମକୁ ବିଶୃଙ୍କଳିତ କରିପାରେ । ଶୁଭ ରଙ୍ଗ ବ୍ରାଉନ୍ । ଶୁଭ ଅଙ୍କ ୩ ।
ଗୃହିଣୀ- ଆଜି ଦିନଟି ଆପଣଙ୍କ ପାଇଁ ।
ବ୍ୟବସାୟୀ- ସଦ୍‌ବ୍ୟବହାର କରନ୍ତୁ ।
କର୍ମଜୀବି- ସ୍ୱକାର୍ଯ୍ୟ କରିବେ ।
ଛାତ୍ରଛାତ୍ରୀ- ଥଣ୍ଡା କାଷ ହୋଇପାରେ ।
ରୋଗୀ- ବ୍ୟାୟାମ୍ କରିବା ଉଚିତ୍ ।
ଚାଷୀ- ଜୈବିକ ସାର ମାଟିରେ ବ୍ୟବହାର ଉଚିତ୍ ।

ମିଥୁନ

ସାମୟିକ ବ୍ୟତିକ୍ରମ ଲାଗି ରହିଲେ ମଧ୍ୟ ସୁସ୍ଥ ମାନସିକତା କାରଣରୁ ଜୀବନଚର୍ଯ୍ୟା ମନ୍ଦ ହେବନି । ସ୍ତ୍ରୀ ସମ୍ପର୍କ, ଆର୍ଥିକ, ପ୍ରତିଦ୍ୱନ୍ଦ୍ୱିତା କ୍ଷେତ୍ରରେ ଆଶାନୁଯାୟୀ ସୁଫଳ ପାଇବେ । କୌଣସି ଅପ୍ରୀତିକର ପରିସ୍ଥିତି ସୃଷ୍ଟି ଭଳି କାମ କରିବା ଠିକ୍ ହେବ ନାହିଁ । ଶୁଭ ରଙ୍ଗ ଧଳା । ଶୁଭ ଅଙ୍କ ୭ ।
ଚାଷୀ- ଗୋବର କ୍ଷତର ବ୍ୟବହାର କରିବା ଉଚିତ୍ ।(ପରୀକ୍ଷିତ)
ରୋଗୀ- ଡାକ୍ତରୀ ପରୀକ୍ଷା ନିହାତି କରନ୍ତୁ ।
ଛାତ୍ରଛାତ୍ରୀ- ସାଠରେ ମନ ଦେବେ ।
କର୍ମଜୀବି- ଅର୍ଥ ହାନୀ ହେବ ।
ବ୍ୟବସାୟୀ- ସଫଳତାକୁ ହାତଛଡା କରନ୍ତୁ ନାହିଁ ।
ଗୃହିଣୀ- କାର୍ଯ୍ୟରେ ବ୍ୟସ୍ତ ରହିବେ ।

କର୍କଟ

ଯାତ୍ରା ସମୟରେ ଅପରିଚିତ ବ୍ୟକ୍ତି ଦ୍ୱାରା ସ୍ଥଗିତ ରହିଥିବା କାମଟିକୁ ସମ୍ପୂର୍ଣ୍ଣ କରିବେ । ବ୍ୟବସାୟ ଓ ପରିବହନ କ୍ଷେତ୍ରରେ ସୁଫଳ ପ୍ରାପ୍ତି ହେବ । ମନେ ମନେ ଭାବୁଥିବା କାମଟି ସକାଶେ କିଛି ସହ-ଯୋଗ ଲାଗି ବନ୍ଧୁଙ୍କ ଆଗରେ ପ୍ରକାଶ କରିପାରିବେ ନାହିଁ । ଶୁଭ ରଙ୍ଗ ୟେଲୋ । ଶୁଭ ଅଙ୍କ ୪ ।
ଗୃହିଣୀ- ଘର କାମରେ ବ୍ୟସ୍ତ ରହିବେ ।
ବ୍ୟବସାୟୀ- ବନ୍ଧୁଙ୍କ ସହାୟତାକୁ ହାତଛଡା କରନ୍ତୁ ନାହିଁ ।
କର୍ମଜୀବି- ସଫଳତା ହାତ ଛଡା ହୋଇଯିବ ।
ଛାତ୍ରଛାତ୍ରୀ- ବହୁ ପରିଶ୍ରମ କରିବାକୁ ପଡିବ ।
ରୋଗୀ- ରୋଗରୁ ମୁକ୍ତ ହୋଇପାରନ୍ତି ।
ଚାଷୀ- ଆଧୁନିକ ପଦ୍ଧିର ଯନ୍ତ୍ରପାତି ବିଷୟରେ ଜ୍ଞାନ ନିଅନ୍ତୁ ।

ସିଂହ

ଆଜି ସକାଳୁ ଆନୁ ।ନିକ କାର୍ଯ୍ୟ, ବନ୍ଧୁ, ସହକର୍ମୀ, ପଡୋଶୀଙ୍କ ପାଇଁ ତ୍ୟାଗ ସ୍ୱୀକାର କଲେ ମଧ୍ୟ ସେମାନଙ୍କ ଭୁଲ୍ ଧାରଣାକୁ ବଦଳାଇ ପାରିବେ ନାହିଁ । ଆୟ ଅପେକ୍ଷା ଖର୍ଚ୍ଚ ବୃଦ୍ଧି କାରନରୁ ଚିନ୍ତିତ ହେବେ । ଶୁଭ ରଙ୍ଗ ଲାଲ୍ । ଶୁଭ ଅଙ୍କ ୨ ।
ଚାଷୀ- ଚାଷରେ ଉନ୍ନତି ପାଇଁ କୃଷି ବିଭାଗର ପରାମର୍ଶ ନିଅନ୍ତୁ ।
ରୋଗୀ- ଅସୁସ୍ଥ ଅନୁଭବ କରିବେ ।
ଛାତ୍ରଛାତ୍ରୀ- ବିଦ୍ୟା ଆରୋହଣ କରିବେ ।
କର୍ମଜୀବି- ସମ୍ମାନିତ ହେବେ ।
ବ୍ୟବସାୟୀ- ସଫଳତାକୁ ହାତଛଡା କରନ୍ତୁ ନାହିଁ ।
ଗୃହିଣୀ- ସୁଖ ଅନୁଭବ କରିବେ ।

କନ୍ୟା

ଆଜିର କର୍ମକ୍ଷେତ୍ରରେ ବିଳମ୍ବିତ ସମୟରେ ଆନୁ ।ନିକ ସାହାର୍ଯ୍ୟ ଲାଭ କରି ସହଜରେ କାମ ହାସଲ କରିବେ । ବନ୍ଧୁଙ୍କ ସହାୟତାରେ ପାରିବାରିକ ଅଶାନ୍ତିର ସମାପ୍ତି ଘଟାଇବା କଷ୍ଟକର ହେବ । ଶୁଭ ରଙ୍ଗ ବ୍ରାଉନ୍ । ଶୁଭ ଅଙ୍କ ୭ ।
ଗୃହିଣୀ- ଆଜି ଦିନଟି ଆପଣଙ୍କ ପାଇଁ ଉତ୍ତମ ।
ବ୍ୟବସାୟୀ- ସ୍ୱାଭିମାନୀ ହେବେ ।
କର୍ମଜୀବି- କରତ୍‌କର୍ମା ହେବେ ।
ଛାତ୍ରଛାତ୍ରୀ- ବିଦ୍ୟା ପ୍ରତି ଆଗ୍ରହୀ ହେବେ ।
ରୋଗୀ- ସାମାନ୍ୟ ସୁସ୍ଥ ଅନୁଭବ କରିବେ ।
ଚାଷୀ- ଜୈବିକ ସାର ମାଟିରେ ବ୍ୟବହାର ଉଚିତ୍ ।

ତୁଳା

ସକାଳୁ ସକାଳୁ ଅର୍ଥ , ସ୍ୱାସ୍ଥ୍ୟ ଓ ପୂର୍ବ ଶତ୍ରୁତା ସମ୍ପର୍କୀୟ ଚିନ୍ତା କରିବେ । ଅବଶ୍ୟ, ଆନୁ ।ନିକ କାମରେ ସଫଳତା ପାଇବାରେ କୌଣସି ଅସୁବିଧା ହେବ ନାହିଁ । ଘରୋଇ କାମ ହାସଲ କ୍ଷେତ୍ରରେ ଜଣେ ପୁରୁଣା ବନ୍ଧୁ ସାହାର୍ଯ୍ୟ କରିବେ । ଶୁଭ ରଙ୍ଗ ଗ୍ରୀନ୍ । ଶୁଭ ୨ ।
ଚାଷୀ- ଜଳବାୟୁ ବିଷୟରେ ସଠିକ୍ ବିବରଣୀ ନିଅନ୍ତୁ ।
ରୋଗୀ- ଡାକ୍ତରୀ ପରୀକ୍ଷା ନିହାତି କରନ୍ତୁ ।
ଛାତ୍ରଛାତ୍ରୀ- ଅନ୍‌ଲାଇନ୍ ବିଦ୍ୟା ଆରୋହଣ କରିବେ ।
କର୍ମଜୀବି- କର୍ମ କ୍ଷେତ୍ରରେ ଉନ୍ନତି ମିଳିବ ।
ବ୍ୟବସାୟୀ- ସଫଳତାକୁ ହାତଛଡା କରନ୍ତୁ ନାହିଁ ।
ଗୃହିଣୀ- ଘର କାମରେ ବ୍ୟସ୍ତ ରହିବେ ।

ବିଛା

ଅନ୍ୟମାନଙ୍କୁ ମନେଇ ନିଜ ଆଡକୁ ଆକର୍ଷିତ କରି କାମ ହାସଲ କରିପାରିବେ । ନିକଟ ଅତୀତରେ କଳହ ଲାଗିଥିବା ବନ୍ଧୁଟି ପ୍ରତି ସତର୍କ ରହନ୍ତୁ । ବକେୟା ଅର୍ଥ ଆଦାୟ ସକାଶେ ଅନ୍ୟର ସାହାର୍ଯ୍ୟ ନେବାର ସମ୍ଭାବନା ରହିଛି । ଶୁଭ ରଙ୍ଗ କ୍ରୀମ୍ । ଶୁଭ ଅଙ୍କ ୯ ।
ଗୃହିଣୀ- କାର୍ଯ୍ୟରେ ବ୍ୟସ୍ତ ରହିବେ ।
ବ୍ୟବସାୟୀ- ନୂଆ ଡିଲ୍ ମିଳିବ ।
କର୍ମଜୀବି- ଉନ୍ନତିର ମାର୍ଗ ମିଳିବ ।
ଛାତ୍ରଛାତ୍ରୀ- ଯୋଗ, ସ୍ମରଣ ଶକ୍ତି ବଢାଇଥାଏ ।
ରୋଗୀ- ଅସାଧ୍ୟ ରୋଗ ରୁ ମୁକ୍ତ ହେବେ ।
ଚାଷୀ- ଆଧୁନିକ ପଦ୍ଧିର ଯନ୍ତ୍ରପାତି ବିଷୟରେ ଜ୍ଞାନ ନିଅନ୍ତୁ ।

ଧନୁ

ମାନସିକ ଅସ୍ଥିରତା ଥିଲେ ମଧ୍ୟ କଥାବାର୍ତ୍ତାରେ ସତର୍କ ନ ରହିଲେ କଳହ ଲାଗିପାରେ । ଭ୍ରମଣ, ରାଜନୀତି,ପ୍ରଶାସନ, ସଭାସମିତି ପାଇଁ ଦିନଟି ଭଲ । ଅପରାହ୍ନେ କର୍ମକ୍ଷେତ୍ରରେ ଅସମର୍ଥିତ ସୂତ୍ରରୁ ଭୁଲ୍ ଖବର ପାଇ ସାମୟିକ ଭାବରେ ବିବ୍ରତ ହେବେ । ଶୁଭ ରଙ୍ଗ କଫି । ଶୁଭ ଅଙ୍କ ୫ ।
ଚାଷୀ- କୌଣସି ସମସ୍ୟା ଥିଲେ, କୃଷି ବିଭାଗର ପରାମର୍ଶ ନିଅନ୍ତୁ ।
ରୋଗୀ- ଡାକ୍ତରୀ ପରୀକ୍ଷା ନିହାତି କରନ୍ତୁ ।
ଛାତ୍ରଛାତ୍ରୀ- ଉଚ୍ଚ ଶିକ୍ଷା ଆବଶ୍ୟକ ।
କର୍ମଜୀବି- ପ୍ରଶଂସିତ ହେବେ ।
ବ୍ୟବସାୟୀ- ସଫଳତାକୁ ହାତଛଡା କରନ୍ତୁ ନାହିଁ ।
ଗୃହିଣୀ- ଆଜି ଦିନଟି ଆପଣଙ୍କ ପାଇଁ ଉତ୍ତମ ।

ମକର

ଯାହା ଓ ଯେମିତି ଭାବୁଛନ୍ତି ଆଜି ତାହା ସମ୍ପନ୍ନ ହେବ । କମ୍ରକ୍ଷେତ୍ରରେ ସାଧାରଣ କଥାରୁ କଳହ କିମ୍ବା ମନାନ୍ତର ଘଟିବାର ଆଶଙ୍କା ଦେଖା ଦେଇପାରେ । ଟିକିଏ ଟିକିଏ କଥାରେ ଆଶଙ୍କା ଦେଖା ଦେଇପାରେ । ଶୁଭ ରଙ୍ଗ ୟେଲୋ । ଶୁଭ ଅଙ୍କ ୭ ।
ଗୃହିଣୀ- ସୌଭାଗ୍ୟ ପ୍ରାପ୍ତ ହେବ ।
ବ୍ୟବସାୟୀ- ସ୍ୱାଭିମାନୀ ହେବେ ।
କର୍ମଜୀବି- କାର୍ଯ୍ୟରେ ଅବହେଳା କରିବେ ନାହିଁ ।
ଛାତ୍ରଛାତ୍ରୀ- ଗ୍ରୀନ୍ ରଙ୍ଗର ଆସନରେ ବସି ପଢନ୍ତୁ ।
ରୋଗୀ- ରୋଗରୁ ମୁକ୍ତ ହୋଇପାରନ୍ତି ।
ଚାଷୀ- ଆଧୁନିକ ପଦ୍ଧିର ଯନ୍ତ୍ରପାତି ବିଷୟରେ ଜ୍ଞାନ ନିଅନ୍ତୁ ।

କୁମ୍ଭ

ପାରିବାରିକ କ୍ଷେତ୍ରରେ ଥିବା ବ୍ୟତିକ୍ରମକୁ ନେଇ ଚିନ୍ତିତ ରହିବେ । ପୂର୍ବରାଗକୁ କେନ୍ଦ୍ର କରି ନିଜର ଆତ୍ମୀୟ ଓ ପାଖ ପଡୋଶୀଙ୍କ ସହ ସମ୍ପର୍କ ମଧ୍ୟ ଭଲ ରହିବ ନାହିଁ । ସମସ୍ୟାର ସରଳ ସମାଧାନ ସକାଶେ ବନ୍ଧୁଙ୍କ ଦ୍ୱାରସ୍ଥ ହେବାକୁ ପଡିପାରେ । ଶୁଭ ରଙ୍ଗ ନୀଳ । ଶୁଭ ଅଙ୍କ ୪ ।
ଚାଷୀ- ଜଳବାୟୁ ବିଷୟରେ ସଠିକ୍ ବିବରଣୀ ନିଅନ୍ତୁ ।
ରୋଗୀ- ସାମାନ୍ୟ ସୁସ୍ଥ ଅନୁଭବ କରିବେ ।
ଛାତ୍ରଛାତ୍ରୀ- ଅନ୍‌ଲାଇନ୍ ବିଦ୍ୟା ଆରୋହଣ କରିବେ ।
କର୍ମଜୀବି- କାର୍ଯ୍ୟରେ ସଫଳ ହେବେ ।
ବ୍ୟବସାୟୀ- ସଫଳତାକୁ ହାତଛଡା କରନ୍ତୁ ନାହିଁ ।
ଗୃହିଣୀ- ସୁଖ ଅନୁଭବ କରିବେ ।

ମୀନ

କର୍ମକ୍ଷେତ୍ରରେ ପ୍ରତିକୂଳ ପରିସ୍ଥିତି ଚାପ ବଢିଲେ ମଧ୍ୟ ପାରିବାରିକ ସହ-ଯୋଗ ମନକୁ ହାଲୁକା ରଖିବ । ପ୍ରତିବେଶୀଙ୍କ ସହ ସୁସମ୍ପର୍କ ରଖିପାରିଲେ ସାହାର୍ଯ୍ୟ ସହ-ଯୋଗ ଅବଶ୍ୟ ମିଳିବ । ଶୁଭ ରଙ୍ଗ ମେରୁନ୍ । ଶୁଭ ଅଙ୍କ ୩ ।
ଗୃହିଣୀ- ପାରିବାରିକ କାର୍ଯ୍ୟରେ ବ୍ୟସ୍ତ ରହିବେ ।
ବ୍ୟବସାୟୀ- ହାତକୁ ଆସୁଥିବା ଡିଲ୍‌, ପଳେଇ ଯାଇପାରେ ।
କର୍ମଜୀବି- ସ୍ୱକାର୍ଯ୍ୟ କରିବେ ।
ଛାତ୍ରଛାତ୍ରୀ- ଯୋଗ, ସ୍ମରଣ ଶକ୍ତି ବଢାଇଥାଏ ।
ରୋଗୀ- ଅସାଧ୍ୟ ରୋଗ ରୁ ମୁକ୍ତ ହେବେ ।
ଚାଷୀ- ଆଧୁନିକ ପଦ୍ଧତିରେ ଚାଷ କାର୍ଯ୍ୟ କରିବେ ।

Leave a Reply

Your email address will not be published. Required fields are marked *