ଆଜିର ରାଶିଫଳ: କେମିତି କଟିବ ଆପଣଙ୍କ ଦିନ, ରାଶି ଅନୁସାରେ ଶୁଭ ରଙ୍ଗ ଓ ପ୍ରତିକାର
ମେଷ
ଆଜିର ପ୍ରତ୍ୟୁଷ ଯାତ୍ରା,ବନ୍ଧୁ ସମ୍ପର୍କ, ଆନୁ ।ନିକ କ୍ଷେତ୍ର ବହୁତ ଭଲ ରହିବ । ପ୍ରତ୍ୟେକ କ୍ଷେତ୍ରରେ ସଫଳତାର ସହ ପ୍ରଶଇସା ଓ ପ୍ରୋତ୍ସାହନ ପାଇ ଖୁସି ରହିବେ । ଆର୍ଥିକ ସ୍ୱଚ୍ଛଳତା ଫେରି ପାଇବେ ସତ ମାତ୍ର ଆଶା କରିଥିବା ଦିଗରୁ ଅର୍ଥ ପ୍ରାପ୍ତି ହେବ ନାହିଁ । ଶୁଭ ରଙ୍ଗ ପିଙ୍କ୍ । ଶୁଭ ଅଙ୍କ ୬ ।
ଚାଷୀ- ଚାଷ କାର୍ଯ୍ୟରେ ଉନ୍ନତି ପରିଲକ୍ଷିତ ହେବ ।
ରୋଗୀ- ଡାକ୍ତରୀ ପରୀକ୍ଷା ନିହାତି କରନ୍ତୁ ।
ଛାତ୍ରଛାତ୍ରୀ- ବିଦ୍ୱାନ୍ ହେବେ ।
କର୍ମଜୀବି- କାର୍ଯ୍ୟ ବ୍ୟସ୍ତ ରହିବେ ।
ବ୍ୟବସାୟୀ- ନୂଆ ବ୍ୟବସାୟ ଲାଭ ହେବ ।
ଗୃହିଣୀ- ସୁଖ ଅନୁଭବ କରିବେ ।
ବୃଷ
କର୍ମକ୍ଷେତ୍ରରେ ଗୁଡିଏ କାମ ହାତକୁ ନେଇ ଟେନ୍ସନ ମଧ୍ୟରେ ରହିବେ । ପାରିବାରିକ ସ୍ଥିତି ମନ୍ଦ ହେବନି କିନ୍ତୁ ସାମୟିକ ମତାନ୍ତର ଘଟିବ । ବ୍ୟବସାୟିକ ଉତ୍କର୍ଷ, ବିବାଦୀୟ ପରିସ୍ଥିତିର ଶୀଥିଳତାରୁ ଆଶ୍ୱସ୍ତି ମିଳିବ । ଶୁଭ ରଙ୍ଗ ୟେଲୋ । ଶୁଭ ଅଙ୍କ ୯ ।
ଗୃହିଣୀ- ଆଜି ଦିନଟି ଆପଣଙ୍କ ପାଇଁ ଉତ୍ତମ ।
ବ୍ୟବସାୟୀ- ସ୍ୱାଭିମାନୀ ହେବେ ।
କର୍ମଜୀବି- ସ୍ୱକାର୍ଯ୍ୟ କରିବେ ।
ଛାତ୍ରଛାତ୍ରୀ- ମୂଳଦୁଆ ପକାଇବେ ।
ରୋଗୀ- ବ୍ୟାୟାମ୍ କରିବା ଉଚିତ୍ ।
ଚାଷୀ- ଶ୍ରମ ସାର୍ଥକ ହେବ ।
ମିଥୁନ
ଅତୀତ ଘଟଣାକୁ କେନ୍ଦ୍ର କରି ପରିବାରରେ ବିବାଦୀୟ ପରିସ୍ଥିତି ଆଶଙ୍କା ଜାଗ୍ରତ ହୋଇପାରେ । ସ୍ନାୟବିକ ଦୁର୍ବଳତା, ପରୋକ୍ଷ ଶତ୍ରୁତା, ଧାର, କରଜ ହେତୁ ଚିନ୍ତିତ ରହିବେ । ବନ୍ଧୁଙ୍କ ନିକଟରେ ମନକଥାକୁ ଲୁଚାଇ ରଖିପାରିବେ ନାହିଁ । ଶୁଭ ରଙ୍ଗ ବ୍ରାଉନ୍ । ଶୁଭ ଅଙ୍କ ୪ ।
ଚାଷୀ- ଗୋବର କ୍ଷତର ବ୍ୟବହାର କରିବା ଉଚିତ୍ ।(ପରୀକ୍ଷିତ)
ରୋଗୀ- ଡାକ୍ତରୀ ପରୀକ୍ଷା କରାଇ ନିଅନ୍ତୁ ।
ଛାତ୍ରଛାତ୍ରୀ- ଗ୍ରୀନ୍ ରଙ୍ଗର ଆସନରେ ବସି ପଢନ୍ତୁ ।
କର୍ମଜୀବି- କାର୍ଯ୍ୟ ବ୍ୟସ୍ତ ରହିବେ ।
ବ୍ୟବସାୟୀ- ନୂଆ ବ୍ୟବସାୟ ଲାଭ ହେବ ।
ଗୃହିଣୀ- ସୁଖଭାରା ଦିନଟି ।
କର୍କଟ
ଦୀର୍ଘମିଆଦୀ କାମଗୁଡିକ ସୁରୁଖୁରୁରେ ସମ୍ପନ୍ନ ହେବାରେ କୌଣସି ପ୍ରତିବନ୍ଧକ ରହିବ ନାହିଁ । ସଭାସମିତିରେ ବିଶିଷ୍ଟ ବ୍ୟକ୍ତିମାନଙ୍କ ସାନ୍ନିଧ୍ୟଲାଭର ସୁଯୋଗ ପାଇବେ । ପ୍ରତିଯୋଗିତାରେ ନିଜର ଦକ୍ଷତା ପ୍ରତିପାଦନ କରି ପ୍ରଶଂସିତ ହେବେ । ଶୁଭ ରଙ୍ଗ ନୀଳ । ଶୁଭ ଅଙ୍କ ୧ ।
ଗୃହିଣୀ- ନୂଆବସ୍ତ୍ର ଲାଭ ହେବ ।
ବ୍ୟବସାୟୀ- ବିଜୟୀ ହେବେ ।
କର୍ମଜୀବି- ସ୍ୱକାର୍ଯ୍ୟ କରିବେ ।
ଛାତ୍ରଛାତ୍ରୀ- ଯୋଗ, ସ୍ମରଣ ଶକ୍ତି ବଢାଇଥାଏ ।
ରୋଗୀ- ସାମାନ୍ୟ ସୁସ୍ଥ ଅନୁଭବ କରିବେ ।
ଚାଷୀ- ଆଧୁନିକ ପଦ୍ଧିର ଯନ୍ତ୍ରପାତି ବିଷୟରେ ଜ୍ଞାନ ନିଅନ୍ତୁ ।
ସିଂହ
ବାଧ୍ୟବାଧକତାରେ କେତେକ କାମ କରିବାକୁ ପଡିପାରେ । ଆକସ୍ମିକ ଭାବରେ ବନ୍ଧୁଙ୍କ ଅନୁରୋଧ ର୩ାକରି ଦୂରଯାତ୍ରା କରିବାର ସୂଚନା ରହିଛି । ଘରୋଇ ସମସ୍ୟା ହେତୁ ମାନସିକ ଶାନ୍ତି ବ୍ୟାହତ ହେବ । ଶୁଭ ରଙ୍ଗ ଧଳା । ଶୁଭ ଅଙ୍କ ୫ ।
ଚାଷୀ- ମାଟିରେ ଉର୍ବରତା ପାଇଁ କୃଷି ବିଭାଗର ପରାମର୍ଶ ନିଅନ୍ତୁ ।
ରୋଗୀ- ଡାକ୍ତରୀ ପରୀକ୍ଷା କରାଇ ନିଅନ୍ତୁ ।
ଛାତ୍ରଛାତ୍ରୀ- ବିଦ୍ୟା ଆରୋହଣ କରିବେ ।
କର୍ମଜୀବି- ସମ୍ମାନିତ ହେବେ ।
ବ୍ୟବସାୟୀ- ଅର୍ଥ ହାନୀ ହେବ ।
ଗୃହିଣୀ- ସୁଖ ଅନୁଭବ କରିବେ ।
କନ୍ୟା
ସକାଳୁ ସକାଳୁ ବନ୍ଧୁଙ୍କ ଆହ୍ନାନ ଆପଣଙ୍କୁ ଯାତ୍ରାର ପ୍ରସ୍ତୁତିକୁ ତ୍ୱରାନ୍ୱିତ କରାଇବ । ଆଜିର ଅପରାହ୍ନରେ ଜଣେ ମହିଳାଙ୍କ ସାହାର୍ଯ୍ୟରୁ ଉପକୃତ ହେବେ । ପରିବାରର ସାଧାରଣ କଥାକୁ ଜଡିଳ ଆକାରରେ ଗ୍ରହଣ କରିବେ । ଶୁଭ ରଙ୍ଗ ଲାଲ୍ । ଶୁଭ ଅଙ୍କ ୮ ।
ଗୃହିଣୀ- ଆଜି ଦିନଟି ଆପଣଙ୍କ ପାଇଁ ଉତ୍ତମ ।
ବ୍ୟବସାୟୀ- ହାତକୁ ଆସୁଥିବା ଡିଲ୍, ପଳେଇ ଯାଇପାରେ ।
କର୍ମଜୀବି- ସ୍ୱକାର୍ଯ୍ୟ କରିବେ ।
ଛାତ୍ରଛାତ୍ରୀ- ଉଚ୍ଚ ଶିକ୍ଷା ଆବଶ୍ୟକ ।
ରୋଗୀ- ଅସାଧ୍ୟ ରୋଗରେ ପୀଡିତ ହେବେ ।
ଚାଷୀ- ଉତ୍ତମ ବିହନ, କୃଷି ବିଭାଗରୁ ଆଣନ୍ତୁ ।
ତୁଳା
କର୍ମକ୍ଷେତ୍ରରେ ଜଟିଳତା ଦୂରେଇଯିବା ଆଶା କରାଯାଇପାରେ । କଳା, କ୍ରୀଡା, ପ୍ରତିଯୋଗିତା,ସଙ୍ଗୀତ କ୍ଷେତ୍ରରେ ପ୍ରଶଂସାଭାଜନ ହେବେ । ଶାରୀରିକ ଅସୁସ୍ଥତା ଲାଗି ରହିବା କାରନରୁ ମନୋରଞ୍ଜନ ଉପଭୋଗ୍ୟ ହୋଇ ନ ପାରେ । ଶୁଭ ରଙ୍ଗ ଗ୍ରୀନ୍ । ଶୁଭ ଅଙ୍କ ୨ ।
ଚାଷୀ- ମାଟିରେ ଉର୍ବରତା ପାଇଁ କୃଷି ବିଭାଗର ପରାମର୍ଶ ନିଅନ୍ତୁ ।
ରୋଗୀ- ଡାକ୍ତରୀ ପରୀକ୍ଷା କରାଇ ନିଅନ୍ତୁ ।
ଛାତ୍ରଛାତ୍ରୀ- ସାଠରେ ମନ ଦେବେ ।
କର୍ମଜୀବି- ସମ୍ମାନିତ ହେବେ ।
ବ୍ୟବସାୟୀ- ନୂଆ ବ୍ୟବସାୟ କ୍ଷତି ହେବ ।
ଗୃହିଣୀ- ଆଜି ଦିନଟି ଆପଣଙ୍କ ପାଇଁ ଉତ୍ତମ ।
ବିଛା
କର୍ମକ୍ଷେତ୍ରରେ କିଛି ମନ୍ତବ୍ୟକୁ କେନ୍ଦ୍ର କରି ବୟସ୍କ ବ୍ୟକ୍ତି ଜଣେ ଅସନ୍ତୋଷ ପ୍ରକାଶ କରିପାରନ୍ତି । ମାନସିକ ଦ୍ୱନ୍ଦ୍ୱ ଦୂରେଇଯିବ ଓ ଭାଙ୍ଗିପଡିଥିବା ସମ୍ପର୍କର ପୁନରୁଦ୍ଧାର କରିପାରିବେ । ପ୍ରତିଦ୍ୱନ୍ଦ୍ୱିତା କ୍ଷେତ୍ରରେ ସମସ୍ୟା ଦୁର ହୋଇପାରେ । ଶୁଭ ରଙ୍ଗ କଫି । ଶୁଭ ଅଙ୍କ ୪ ।
ଗୃହିଣୀ- ସଜାସଜିରେ ବ୍ୟସ୍ତ ରହିବେ ।
ବ୍ୟବସାୟୀ- ହାତକୁ ଆସୁଥିବା ଡିଲ୍, ପଳେଇ ଯାଇପାରେ ।
କର୍ମଜୀବି- ସ୍ୱକାର୍ଯ୍ୟ କରିବେ ।
ଛାତ୍ରଛାତ୍ରୀ- ମୂଳଦୁଆ ପକାଇବେ ।
ରୋଗୀ- ରୋଗରୁ ମୁକ୍ତ ହୋଇପାରନ୍ତି ।
ଚାଷୀ- ଆଧୁନିକ ପଦ୍ଧିର ଯନ୍ତ୍ରପାତି ବିଷୟରେ ଜ୍ଞାନ ନିଅନ୍ତୁ ।
ଧନୁ
ଅଯଥା ଗୁଡାଉ କଥା ଚିନ୍ତା କରି ମନକୁ ବିଭ୍ରମ କରିପାରନ୍ତି । ଅନ୍ୟମନସ୍କ ହେତୁ ଧନହାନି,କଳହ, ପ୍ରତାରଣା ଓ ଶାରିରିକ ଆଘାତ ପାଇବାର ସମ୍ଭାବନା ରହିଛି । କର୍ମକ୍ଷେତ୍ରରେ ମିଥ୍ୟାଭିଯୋଗ ସକାଶେ ଅନ୍ୟ ଉପରେ ବିରକ୍ତି ପ୍ରକାଶ କରିବେ ।ଶୁଭ ରଙ୍ଗ ବ୍ରାଉନ୍ । ଶୁଭ ଅଙ୍କ ୮ ।
ଚାଷୀ- ଚାଷରେ ଉନ୍ନତି ପାଇଁ କୃଷି ବିଭାଗର ପରାମର୍ଶ ନିଅନ୍ତୁ ।
ରୋଗୀ- ଡାକ୍ତରଙ୍କ ପରାମର୍ଶରେ ହିଁ ମେଡିସିନ୍ ଖାଆନ୍ତୁ ।
ଛାତ୍ରଛାତ୍ରୀ- ପାଠପଢା ପ୍ରତି ସଜାଗ ରହିବେ ।
କର୍ମଜୀବି- ପ୍ରଶଂସିତ ହେବେ ।
ବ୍ୟବସାୟୀ- ଅର୍ଥ ହାନୀ ହେବ ।
ଗୃହିଣୀ- ଘର କାମରେ ବ୍ୟସ୍ତ ରହିବେ ।
ମକର
ପାରିବାରିକ ଜୀବନ ପ୍ରୀତିପଦ ରହିବା ସହ ଲୋକ ସମ୍ପର୍କରେ ଉମ୍ମତି ଘଟିବ । କର୍ମକ୍ଷେତ୍ରରେ ଉଚ୍ଚ ଚିନ୍ତା କରିବେ ଏବଂ ସାହାର୍ଯ୍ୟ ସହ-ଯେଗାର ଅଭାବ ରହିବ ନାହିଁ । ବନ୍ଧୁଙ୍କ ନିକଟରେ ବାକି ରହିଯାଇଥିବା ଅର୍ଥ ଆଦାୟ କରିବାରେ ସକ୍ଷମ ହେବେ । ଶୁଭ ରଙ୍ଗ ୟେଲୋ । ଶୁଭ ଅଙ୍କ ୩ ।
ଗୃହିଣୀ- ଧାର୍ମିକ ହେବେ ।
ବ୍ୟବସାୟୀ- ସଦ୍ବ୍ୟବହାର କରନ୍ତୁ ।
କର୍ମଜୀବି- ସ୍ୱକାର୍ଯ୍ୟ କରିବେ ।
ଛାତ୍ରଛାତ୍ରୀ- ଉଚ୍ଚ ଶିକ୍ଷା ପାଇଁ ବିଦେଶ ଯାତ୍ରା କରିପାରନ୍ତି ।
ରୋଗୀ- ସାମାନ୍ୟ ସୁସ୍ଥ ଅନୁଭବ କରିବେ ।
ଚାଷୀ- ଆଧୁନିକ ପଦ୍ଧିର ଯନ୍ତ୍ରପାତି ବିଷୟରେ ଜ୍ଞାନ ନିଅନ୍ତୁ ।
କୁମ୍ଭ
ସ୍ୱାସ୍ଥ୍ୟ ଯଦି ଓ ଠିକ୍ ରହିବ ତଥାପି ଏଣୁତେଣୁ କଥା ଭାବି ମାନସିକ ସ୍ଥିତି ଠିକ୍ ରହି ନ ପାରେ । ସମସ୍ତ ସୁବିଧା ଥିଲେ ମଧ୍ୟ ହାତକୁ ନେଇଥିବା କାମଟି ବିଳମ୍ବରେ ଓ ବହୁ କଷ୍ଟରେ ସମ୍ପନ୍ନ ହେବ । ଶୁଭ ରଙ୍ଗ ଲାଲ୍ । ଶୁଭ ଅଙ୍କ ୯ ।
ଚାଷୀ- କୌଣସି ସମସ୍ୟା ଥିଲେ, କୃଷି ବିଭାଗର ପରାମର୍ଶ ନିଅନ୍ତୁ ।
ରୋଗୀ- ଡାକ୍ତରୀ ପରୀକ୍ଷା ନିହାତି କରନ୍ତୁ ।
ଛାତ୍ରଛାତ୍ରୀ- ସାଠରେ ମନ ଦେବେ ।
କର୍ମଜୀବି- କାର୍ଯ୍ୟ ବ୍ୟସ୍ତ ରହିବେ ।
ବ୍ୟବସାୟୀ- ଅର୍ଥ ଲାଭ ହେବ ।
ଗୃହିଣୀ- ସୁଖ ଅନୁଭବ କରିବେ ।
ମୀନ
ଆଜିର ପ୍ରତ୍ୟୁଷ ଯାତ୍ରା ଫଳପ୍ରଦ ହେବ ଏବଂ ଅଭିଳଷିତ ଦ୍ରବ୍ୟ ପ୍ରାପ୍ତିର କୌଣସି ଅସୁବିଧା ରହିବ ନାହିଁ । ସଭାସମିତିରେ ସମ୍ମାନିତ ହେବେ ଏବଂ ଆନୁ ।ନିକ କାମରେ ଦକ୍ଷତା ବୃଦ୍ଧି ପାଇବ । ଅଜଣା ବନ୍ଧୁଙ୍କ ସାହାର୍ଯ୍ୟ ସବୁ ଦିନ ସକାଶେ ସ୍ମରଣୀୟ ରହିଯାଇପାରେ । ଶୁଭ ରଙ୍ଗ ଧଳା । ଶୁଭ ଅଙ୍କ ୭ ।
ଗୃହିଣୀ- ପୂଜା ପାଠରେ ବ୍ୟସ୍ତ ରହିବେ ।
ବ୍ୟବସାୟୀ- ସୁଯୋଗକୁ ହାତ ଛଡା କରନ୍ତୁ ନାହିଁ ।
କର୍ମଜୀବି- ସହଯୋଗ ମିଳିବ ।
ଛାତ୍ରଛାତ୍ରୀ- ଯୋଗ, ସ୍ମରଣ ଶକ୍ତି ବଢାଇଥାଏ ।
ରୋଗୀ- ଆଜି କିଛି ଦିନ ସତର୍କ ରୁହନ୍ତୁ ।
ଚାଷୀ- ଆଧୁନିକ ପଦ୍ଧତିରେ ଚାଷ କାର୍ଯ୍ୟ କରିବେ ।