ଆଜିର ରାଶିଫଳ: କେମିତି କଟିବ ଆପଣଙ୍କ ଦିନ, ରାଶି ଅନୁସାରେ ଶୁଭ ରଙ୍ଗ ଓ ପ୍ରତିକାର

ମେଷ

ଆପଣ କୌଣସି ନୂଆ କାମ ଆରମ୍ଭ କରିବା ସକାଶେ ଯୋଜନା କରିବେ । ଯାନବାହନ, ପାରିବାରିକ ସମ୍ପର୍କ, ହୋଟେଲ ଶୀଳ୍ପରୁ ଭଲ ଫଳ ମିଳିବ । ଆନୁ ।ନିକ କାମରେ ପ୍ରସ୍ତୁତି ସରିବ ଓ ଦୃଢ ପଦକ୍ଷେପ ନେଇ କୃତକାର୍ଯ୍ୟ ହେବେ । ଶୁଭ ରଙ୍ଗ ପିଚ୍ । ଶୁଭ ଅଙ୍କ ୩ ।
ଗୃହିଣୀ- ପୂଜା ପାଠରେ ବ୍ୟସ୍ତ ରହିବେ ।
ବ୍ୟବସାୟୀ- ସଦ୍‌ବ୍ୟବହାର କରନ୍ତୁ ।
କର୍ମଜୀବି- ସୁରୁଖୁରୁରେ କାର୍ଯ୍ୟ କରିବେ ।
ଛାତ୍ରଛାତ୍ରୀ- ମୂଳଦୁଆ ପକାଇବେ ।
ରୋଗୀ- ବ୍ୟାୟାମ୍ କରିବା ଉଚିତ୍ ।
ଚାଷୀ- ଜୈବିକ ସାର ମାଟିରେ ବ୍ୟବହାର ଉଚିତ୍ ।

ବୃଷ

ଶାରୀରିକ ଦୁର୍ବଳତା ଯୋଗୁ କାମ କରିବାକୁ ଆଗ୍ରହ ପ୍ରକାଶ କରିବେ ନାହିଁ । ପାରିବାରିକ ସ୍ଥିତିରେ ଉନ୍ନତିର ଆଶା କ୍ଷୀଣ ହୋଇପାରେ । ସ୍ଥଗିତ କାମକୁ ଅନ୍ୟ ମାଧ୍ୟମରେ ପୂରା ଦମ୍ ରେ କରିବା ପାଇଁ ନିଷ୍ପତ୍ତି ନେବେ । ଶୁଭ ରଙ୍ଗ ବ୍ରାଉନ୍ । ଶୁଭ ଅଙ୍କ ୭ ।
ଚାଷୀ- ମାଟିରେ ଉର୍ବରତା ପାଇଁ କୃଷି ବିଭାଗର ପରାମର୍ଶ ନିଅନ୍ତୁ ।
ରୋଗୀ- ଦେହ ଅସୁସ୍ଥ ହେଲେ ଶୀଘ୍ର ଡାକ୍ତରଙ୍କ ପରାମର୍ଶ ନିଅନ୍ତୁ ।
ଛାତ୍ରଛାତ୍ରୀ- ବିଦ୍ୟା ଆରୋହଣ କରିବେ ।
କର୍ମଜୀବି- ପ୍ରଶଂସିତ ହେବେ ।
ବ୍ୟବସାୟୀ- ଅର୍ଥ ଲାଭ ହେବ ।
ଗୃହିଣୀ- ସୁଖୀ ହେବେ ।

ମିଥୁନ

ବନ୍ଧୁଙ୍କ ପରାମର୍ଶ ଯଦି ଗ୍ରହଣ କରିବେ ତେବେ ସହ-ଯୋଗ ପାଇ ସ୍ଥଗିତ କାମକୁ ତ୍ୱରାନ୍ୱିତ କରି ପାରନ୍ତି । ବସ୍ତ୍ର ଓ ଅଳଙ୍କାର, ଔଷଧପତ୍ର କିମ୍ବା ସୌଖୀନ ଦ୍ରବ୍ୟ କ୍ରୟ କ୍ଷେତ୍ରରେ ଖର୍ଚ୍ଚାନ୍ତ ହେବେ । ଶୁଭ ରଙ୍ଗ ୟେଲୋ । ଶୁଭ ଅଙ୍କ ୬ ।
ଚାଷୀ- ଗୋବର କ୍ଷତର ବ୍ୟବହାର କରିବା ଉଚିତ୍ ।(ପରୀକ୍ଷିତ)
ରୋଗୀ- ଆଜି କିଛି ଦିନ ସତର୍କ ରୁହନ୍ତୁ ।
ଛାତ୍ରଛାତ୍ରୀ- ବିଜ୍ଞ ହେବେ ।
କର୍ମଜୀବି- କାର୍ଯ୍ୟ ବ୍ୟସ୍ତ ରହିବେ ।
ବ୍ୟବସାୟୀ- ନୂଆ ବ୍ୟବସାୟ ଲାଭ ହେବ ।
ଗୃହିଣୀ- ଘର କାମରେ ବ୍ୟସ୍ତ ରହିବେ ।

କର୍କଟ

ସ୍ୱାସ୍ଥ୍ୟ ଭଲ ରହିବ ଏବଂ ବହୁ ଦିନରୁ ଭାଙ୍ଗିଯାଇଥିବା ସମ୍ପର୍କ ପୁନଃ ପ୍ରତି ିତ ହେବ । ପରକଥାରେ ପଡି ଭୁଲ୍ ମାର୍ଗର ଅନୁସରଣ କରିବେ । ଅର୍ଥ ସମ୍ମାନ ବୃଦ୍ଧି ପାଇଁ ଚେଷ୍ଟିତ ହେବେ ଏବଂ ଧର୍ମାନୁ ।ନ ଦିଗରୁ ପ୍ରେରଣା ଲାଭ କରିପାରନ୍ତି । ଶୁଭ ରଙ୍ଗ ନୀଳ । ଶୁଭ ଅଙ୍କ ୨ ।
ଗୃହିଣୀ- ସୌଭାଗ୍ୟ ପ୍ରାପ୍ତ ହେବ ।
ବ୍ୟବସାୟୀ- ସଦ୍‌ବ୍ୟବହାର କରନ୍ତୁ ।
କର୍ମଜୀବି- ସ୍ୱକାର୍ଯ୍ୟ କରିବେ ।
ଛାତ୍ରଛାତ୍ରୀ- ଗ୍ରୀନ୍ ରଙ୍ଗର ଆସନରେ ବସି ପଢନ୍ତୁ ।
ରୋଗୀ- ଦେହ ଅସୁସ୍ଥ ହେଲେ ଶୀଘ୍ର ଡାକ୍ତରଙ୍କ ପରାମର୍ଶ ନିଅନ୍ତୁ ।
ଚାଷୀ- ଆଧୁନିକ ପଦ୍ଧତିରେ ଚାଷ କାର୍ଯ୍ୟ କରିବେ ।

ସିଂହ

ନିଜ ଚେଷ୍ଟା ଓ ସାମର୍ଥ୍ୟରୁ ଆର୍ଥିକ ଉନ୍ନତି ଓ କାର୍ଯ୍ୟ ହାସଲରୁ ଖୁସି ରହିବେ । ଅନ୍ୟ ଠାରୁ କିଛି ଖବର ଶୁଣି କିମ୍ବା ମିଥ୍ୟା ଗୁଜବରେ ଆତଙ୍କିତ ହୁଅନ୍ତୁ ନାହିଁ । ବ୍ୟବସାୟରେ ମନାନ୍ତର ଦେଖା ଦେଇପାରେ,ମାତ୍ର ପରିବହନ ସେତେଟା ସନ୍ତୋଷଜନକ ହେବ ନାହିଁ । ଶୁଭ ରଙ୍ଗ କଫି । ଶୁଭ ଅଙ୍କ ୭ ।
ଚାଷୀ- ଆଧୁନିକ ପଦ୍ଧିର ଯନ୍ତ୍ରପାତି ବିଷୟରେ ଜ୍ଞାନ ନିଅନ୍ତୁ ।
ରୋଗୀ- ସୁସ୍ଥ ଅନୁଭବ କରିବେ ।
ଛାତ୍ରଛାତ୍ରୀ- ବ୍ୟାୟାମ୍ କରନ୍ତୁ ।
କର୍ମଜୀବି- ଉନ୍ନତିର ମାର୍ଗ ମିଳିବ ।
ବ୍ୟବସାୟୀ- ନୂଆ ବ୍ୟବସାୟ କ୍ଷତି ହେବ ।
ଗୃହିଣୀ- ସୌଭାଗ୍ୟ ପ୍ରାପ୍ତ ହେବ ।

କନ୍ୟା

ମନ ଖୁସି ହେଲା ଭଳି କଥା କହି ଅନ୍ୟମାନଙ୍କର ପ୍ରିୟଭାଜନ ହେବେ । ବାଣିଜ୍ୟ,ବ୍ୟବସାୟ ଓ ସାମ୍ବାଦିକତା ରେ ଖୁସି ରହିବେ । କର୍ମକ୍ଷେତ୍ରରେ ଅନ୍ୟାୟ ବିରୋଧରେ ସ୍ୱର ଉତ୍ତୋଳନ କଲେ ମଧ୍ୟ ସମର୍ଥନ ପାଇବେ ନାହିଁ । ଶୁଭ ରଙ୍ଗ ଧଳା । ଶୁଭ ଅଙ୍କ ୩ ।
ଗୃହିଣୀ- ପାରିବାରିକ କାର୍ଯ୍ୟରେ ବ୍ୟସ୍ତ ରହିବେ ।
ବ୍ୟବସାୟୀ- ସ୍ୱାଭିମାନୀ ହେବେ ।
କର୍ମଜୀବି- କାର୍ଯ୍ୟରେ ଅବହେଳା କରିବେ ନାହିଁ ।
ଛାତ୍ରଛାତ୍ରୀ- ଉଚ୍ଚ ଶିକ୍ଷା ପାଇଁ ବିଦେଶ ଯାତ୍ରା କରିପାରନ୍ତି ।
ରୋଗୀ- ଅସାଧ୍ୟ ରୋଗ ରୁ ମୁକ୍ତ ହେବେ ।
ଚାଷୀ- କୌଣସି ସମସ୍ୟା ଥିଲେ, କୃଷି ବିଭାଗର ପରାମର୍ଶ ନିଅନ୍ତୁ ।

ତୁଳା

କର୍ମକ୍ଷେତ୍ରରେ କିଛି ନୂତନତ୍ୱ ସୃଷ୍ଟି ସକାଶେ ଚିନ୍ତାକରି ପାରନ୍ତି । ଆନୁ ।ନିକ କ୍ଷେତ୍ରରେ ବନ୍ଧୁମାନେ ଠିକ୍ ଖବର ଦେବାରେ ହେଳା କରିପାରନ୍ତି । ଆଧ୍ୟାତ୍ମିକତା ତଥା ପୁରାଣ ପଠନ ସାଙ୍ଗକୁ ଧର୍ମକାର୍ଯ୍ୟରେ ନିଜକୁ ନିୟୋଜିତ କଲେ ପ୍ରଶଂସିତ ହେବେ । ଶୁଭ ରଙ୍ଗ ଧୂସର । ଶୁଭ ଅଙ୍କ ୧ ।
ଗୃହିଣୀ- ସୌଭାଗ୍ୟ ପ୍ରାପ୍ତ ହେବ ।
ବ୍ୟବସାୟୀ- ହାତକୁ ଆସୁଥିବା ଡିଲ୍ କୁ ହାତଛଡା କରନ୍ତୁ ନାହିଁ ।
କର୍ମଜୀବି- ସହଯୋଗ ମିଳିବ ।
ଛାତ୍ରଛାତ୍ରୀ- ସ୍ମରଣ ଶକ୍ତି ପାଇଁ ବୁଧକାରକ ଚେର ବ୍ୟବହାର କରନ୍ତୁ ।
ରୋଗୀ- ସାମାନ୍ୟ ସୁସ୍ଥ ଅନୁଭବ କରିବେ ।
ଚାଷୀ- ଆଧୁନିକ ପଦ୍ଧତିରେ ଚାଷ କାର୍ଯ୍ୟ କରିବେ ।

ବିଛା

ପରିବାରର ଖର୍ଚ୍ଚ ବୃଦ୍ଧି ପାଇଲେ ମଧ୍ୟ ବିଭିନ୍ନ ଦିଗରୁ ରୋଜଗାର କିଛି କମ୍ ହେବନି । ଅଧିକାଂଶ ସମୟ ଘର ନିକଟରୁ ଦୂରରେ ବନ୍ଧୁଙ୍କ ମେଳରେ ରହିବାର ସୁଯୋଗ ପାଇବେ । କାମରେ ଅବହେଳା କରିବା କାରଣରୁ ବନ୍ଧୁଙ୍କ ଉପରେ ବିରକ୍ତିଭାବ ସୃଷ୍ଟି ହେବ । ଶୁଭ ରଙ୍ଗ ଗ୍ରୀନ୍ । ଶୁଭ ଅଙ୍କ ୯. ଗୃହିଣୀ- ଧାର୍ମିକ ହେବେ ।
ବ୍ୟବସାୟୀ- ହାତକୁ ଆସୁଥିବା ଡିଲ୍ କୁ ହାତଛଡା କରନ୍ତୁ ନାହିଁ ।
କର୍ମଜୀବି- ସ୍ୱକାର୍ଯ୍ୟ କରିବେ ।
ଛାତ୍ରଛାତ୍ରୀ- ପାଠପଢାରେ ମନ ଦେବେ ।
ରୋଗୀ- ସାମାନ୍ୟ ସୁସ୍ଥ ଅନୁଭବ କରିବେ ।
ଚାଷୀ- ଶ୍ରମ ସାର୍ଥକ ହେବ ।

ଧନୁ

ଶୁଭେଚ୍ଛୁଙ୍କ ଅନୁକମ୍ପା ସବୁ ପ୍ରକାର ଅନୁକୂଳ ପରିବେଶ ଓ ପରିସ୍ଥିତି ସୃଷ୍ଟି କରିବାରେ ସହାୟକ ହେବ । ଭୁଲ୍ ବୁଝାମଣାରୁ ପାରିବାରିକ କ୍ଷେତ୍ରରେ ପ୍ରତିକୂଳ ପରିସ୍ଥିତିର ଚାପ କ୍ରମଶଃ ବଢିପାରେ । ମୂଳା ନକ୍ଷତ୍ରର ପ୍ରତିବେଶୀଙ୍କ ସହ ସମ୍ପର୍କ ମଧୁର ରହିବ । ଶୁଭ ରଙ୍ଗ ନାରଙ୍ଗୀ । ଶୁଭ ଅଙ୍କ ୫ ।
ଚାଷୀ- ଗୋବର କ୍ଷତର ବ୍ୟବହାର କରିବା ଉଚିତ୍ ।(ପରୀକ୍ଷିତ)
ରୋଗୀ- ଆଜି କିଛି ଦିନ ସତର୍କ ରୁହନ୍ତୁ ।
ଛାତ୍ରଛାତ୍ରୀ- ପାଠପଢା ପ୍ରତି ସଜାଗ ରହିବେ ।
କର୍ମଜୀବି- ଉନ୍ନତିର ମାର୍ଗ ମିଳିବ ।
ବ୍ୟବସାୟୀ- ବନ୍ଧୁଙ୍କ ସହାୟତାକୁ ହାତଛଡା କରନ୍ତୁ ନାହିଁ ।
ଗୃହିଣୀ- ପିଲାମାନଙ୍କ ପ୍ରତି ଚିନ୍ତାରେ ରହିବେ ।

ମକର

ବନ୍ଧୁଙ୍କ ଅନୁରୋଧରେ କୌଣସି ଗୁରୁତ୍ୱପୂର୍ଣ୍ଣ କାମ ସକାଶେ ଯାତ୍ରା କରିବାକୁ ପଡିପାରେ । ଆନୁ ।ନିକ କାମରେ ସଫଳତା ଦିଗକୁ ମନ ବଳାଇବେ । ଅତୀତ ଘଟଣାକୁ କେନ୍ଦ୍ରକରି ବିବାଦୀୟ ପରିସ୍ଥିତି ସୃଷ୍ଟି ହେବ । ଶୁଭ ରଙ୍ଗ ଗ୍ରୀନ୍ । ଶୁଭ ଅଙ୍କ ୧ ।
ଗୃହିଣୀ- ଘର କାମରେ ବ୍ୟସ୍ତ ରହିବେ ।
ବ୍ୟବସାୟୀ- ସ୍ୱାଭିମାନୀ ହେବେ ।
କର୍ମଜୀବି- ସ୍ୱକାର୍ଯ୍ୟ କରିବେ ।
ଛାତ୍ରଛାତ୍ରୀ- ଯୋଗ, ସ୍ମରଣ ଶକ୍ତି ବଢାଇଥାଏ ।
ରୋଗୀ- ଅସାଧ୍ୟ ରୋଗ ରୁ ମୁକ୍ତ ହେବେ ।
ଚାଷୀ- ଜଳବାୟୁ ବିଷୟରେ ସଠିକ୍ ବିବରଣୀ ନିଅନ୍ତୁ ।

କୁମ୍ଭ

ଦିନ ଭିତରେ କିଛି ଭଲ ଓ କିଛି ମନ୍ଦ ମଧ୍ୟରେ ସମୟ ଅତିବାହିତ କରିବେ । ବାଣିଜ୍ୟ, ବ୍ୟବସାୟରେ ଶିଥିଳତା ଦେଖା ଦେବ ଏବଂ ରପ୍ତାନି ବାଣିଜ୍ୟରେ କ୍ଷତିର ଆଶଙ୍କା ରହିଛି । ପାରିବାରିକ କ୍ଷେତ୍ରରେ ପ୍ରିୟ କଥା କହି ସମସ୍ୟା ସୁଧାରି ନେବେ । ଶୁଭ ରଙ୍ଗ ଲାଲ୍ । ଶୁଭ ଅଙ୍କ ୮ ।
ଚାଷୀ- ଜଳବାୟୁ ପ୍ରତି ସତର୍କ ରୁହନ୍ତୁ ।
ରୋଗୀ- ରୋଗରୁ ମୁକ୍ତ ହୋଇପାରନ୍ତି ।
ଛାତ୍ରଛାତ୍ରୀ- ବହୁ ପରିଶ୍ରମ କରିବାକୁ ପଡିବ ।
କର୍ମଜୀବି- ପ୍ରଶଂସିତ ହେବେ ।
ବ୍ୟବସାୟୀ- ନୂଆ ବ୍ୟବସାୟ ଲାଭ ହେବ ।
ଗୃହିଣୀ- ଆଜି ଦିନଟି ଆପଣଙ୍କ ପାଇଁ ଉତ୍ତମ ।

ମୀନ

ଆଜି ଯାହା କରିବେ ତାହା ସବୁ ଆପଣଙ୍କ ବିପକ୍ଷରେ ଯାଇପାରେ । ମାଲିମୋକଦ୍ଦମାରୁ ଚିନ୍ତାକୁଳ ହୋଇପାରନ୍ତି, ମାତ୍ର ରାଜନୀତି କ୍ଷେତ୍ରରେ ଲକ୍ଷ୍ୟ ହାସଲ କରିବେ । ପ୍ରତ୍ୟେକ କ୍ଷେତ୍ରରେ ସହମତିରେ କାମ କଲେ ଅପେକ୍ଷାକୃତ ସଫଳତା ପାଇପାରନ୍ତି । ଶୁଭ ରଙ୍ଗ କଫି । ଶୁଭ ଅଙ୍କ ୨ ।
ଚାଷୀ- ମାଟିରେ ଉର୍ବରତା ପାଇଁ କୃଷି ବିଭାଗର ପରାମର୍ଶ ନିଅନ୍ତୁ ।
ରୋଗୀ- ଅସୁସ୍ଥ ଅନୁଭବ କରିବେ ।
ଛାତ୍ରଛାତ୍ରୀ- ପାଠପଢା ପ୍ରତି ସଜାଗ ରହିବେ ।
କର୍ମଜୀବି- କର୍ମ କ୍ଷେତ୍ରରେ ଉନ୍ନତି ମିଳିବ ।
ବ୍ୟବସାୟୀ- ବନ୍ଧୁଙ୍କ ସହାୟତାକୁ ହାତଛଡା କରନ୍ତୁ ନାହିଁ ।
ଗୃହିଣୀ- ନୂଆବସ୍ତ୍ର ଲାଭ ହେବ

Leave a Reply

Your email address will not be published. Required fields are marked *