ସୋଆ ଦେଶର ଦଶମ ଶ୍ରେଷ୍ଠ ଘରୋଇ ବିଶ୍ୱବିଦ୍ୟାଳୟ

ଭୁବନେଶ୍ୱର, ମାର୍ଚ୍ଚ 26:ଦେଶର ଶ୍ରେଷ୍ଠ ଦଶଟି ଘରୋଇ ବିଶ୍ୱବିଦ୍ୟାଳୟ ତାଲିକାରେ ସ୍ଥାନ ପାଇଛି ଶିକ୍ଷା ଓ ଅନୁସନ୍ଧାନ ଡିମଡ଼ ବିଶ୍ୱବିଦ୍ୟାଳୟ..
ନିକଟରେ ପ୍ରକାଶିତ କ୍ୟାରିଅର 360 ବିଶ୍ୱବିଦ୍ୟାଳୟ ରାଙ୍କିଙ୍ଗ 2020 ରେ ଘରୋଇ ବିଶ୍ୱବିଦ୍ୟାଳୟ ତାଲିକାରେ ଦଶମ ସ୍ଥାନରେ ରହିଛି ସୋଆ…
ଓଡିଶାରୁ ସୋଆ ହେଉଛି ଏକମାତ୍ର ଘରୋଇ ବିଶ୍ୱବିଦ୍ୟାଳୟ ଯିଏକି ଏହି ରାଙ୍କିଙ୍ଗ ରେ ଶ୍ରେଷ୍ଠ ଦଶଟି ବିଶ୍ୱବିଦ୍ୟାଳୟ ମଧ୍ୟରେ ସ୍ଥାନିତ ହୋଇଛି..
ନାକ ଦ୍ୱାରା ସ୍ୱୀକୃତିପ୍ରାପ୍ତ ସୋଆ କେନ୍ଦ୍ର ମାନବ ସମ୍ବଳ ବିକାଶ ମନ୍ତ୍ରଣାଳୟ ଦ୍ୱାରା ପରିଚାଳିତ ନାସନାଲ ଇନଷ୍ଟିଚୁସନାଲ ରାଙ୍କିଙ୍ଗ ଫ୍ରେମୱାର୍କ (ଏନଆଇଅରଏଫ )ରାଙ୍କିଙ୍ଗ 2019 ରେ ବିଶ୍ୱବିଦ୍ୟାଳୟ ତାଲିକାରେ 24ତମ ସ୍ଥାନ ହାସଲ କରିଛ୩।

Leave a Reply

Your email address will not be published.