ପୁରୀରେ ରଥ ନିର୍ମାଣ ଆରମ୍ଭ, ରାତି୧୦ ଯାଏ ଚାଲିବ ରଥକାମ
ଭୁବନେଶ୍ଵର, (ଓଡ଼ିଶା ଟାଇମ୍): ଶ୍ରୀଜଗନ୍ନାଥଙ୍କ ରଥଯାତ୍ରା ଲାଗି ରଥ ନିର୍ମାଣ କାର୍ଯ୍ୟ ଆରମ୍ଭ ହୋଇଛି। କେନ୍ଦ୍ର ସରକାରଙ୍କ ଅନୁମତି ପରେ ଜିଲ୍ଲା ପ୍ରଶାସନ ତୁରନ୍ତ ତାହାକୁ କାର୍ଯ୍ୟକାରୀ କରିବାକୁ ଯାଇ ମହାରଣାମାନଙ୍କୁ ରଥ ନିର୍ମାଣ କାର୍ଯ୍ୟ ଯୁଦ୍ଧକାଳୀନ ଭିତ୍ତିରେ ଆରମ୍ଭ କରିବାକୁ … Read More