ଦିନ ୧୨ରୁ ୨ଟା ଭିତରେ ଓଡିଶା ଅତିକ୍ରମ କରିବ ଅମ୍ପନ
ଭୁବନେଶ୍ବର, (ଓଡ଼ିଶା ଟାଇମ୍) : ଆଜି ଅପରାହ୍ନରୁ ସନ୍ଧ୍ୟା ଭିତରେ ବାତ୍ୟା ଅମ୍ପନ ଲ୍ୟାଣ୍ଡଫଲ କରିବ। ଅମ୍ପନ ସ୍ଥଳଭାଗ ଛୁଇଁବା ସମୟରେ ପବନର ବେଗ ଘଣ୍ଟା ପ୍ରତି ୧୬୦ ରୁ ୧୮୫ କିଲୋମିଟର ରହିବ। କିନ୍ତୁ ବର୍ତ୍ତମାନ ଠାରୁ ହିଁ ପାରାଦୀପରେ … Read More