କେନ୍ଦ୍ରାପଡ଼ା ଓ ପଟାମୁଣ୍ଡାଇରେ ଆରମ୍ଭ ହେଲା ବିଶୋଧନ ପ୍ରକ୍ରିୟା
କେନ୍ଦ୍ରାପଡ଼ା,(ଓଡ଼ିଶା ଟାଇମ୍): କରୋନା ଭୂତାଣୁ ସଂକ୍ରମଣକୁ ମୁକାବିଲା କରାଯିବା ଲକ୍ଷରେ କେନ୍ଦ୍ରାପଡ଼ା ଓ ପଟାମୁଣ୍ଡାଇ ପୌରପରିଷଦ ପକ୍ଷରୁ କେନ୍ଦ୍ରାପଡ଼ା ସହର ଓ ପଟାମୁଣ୍ଡାଇ ସହରାଂଚଳରେ ଆଜି ଠାରୁ ବିଶୋଧନ ପ୍ରକ୍ରିୟା ଆରମ୍ଭ ହୋଇଛି । ଜିଲ୍ଲା ଅଗ୍ନିଶମ ବିଭାଗ ସହାୟତାରେ କେନ୍ଦ୍ରାପଡ଼ା … Read More