#CoronaUpdates: ଦେଶରେ ଆକ୍ରାନ୍ତଙ୍କ ସଂଖ୍ୟା ୪୦ ହଜାର ଟପିଲା
ଭୁବନେଶ୍ଵର, (ଓଡ଼ିଶା ଟାଇମ୍): ଦେଶରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୪୦ ହଜାର୨୬୩ ହୋଇଛି। ଗତ୨୪ ଘଣ୍ଟାରେ ୨ ହଜାର ୬୪୪ ନୂଆ ମାମଲା ରେକର୍ଡ କରାଯାଇଛି ଏବଂ ୮୩ ଜଣଙ୍କ ମୃତ୍ୟୁ ହୋଇଛି। ସ୍ବାସ୍ଥ୍ୟ ମନ୍ତ୍ରାଳୟ ତଥ୍ୟ ଅନୁଯାୟୀ ଭାରତରେ ଏସମୁଦାୟ … Read More