ଆଜି ପ୍ରକାଶ ପାଇବ +୩ ମେଧା ତାଲିକା

ଭୁବନେଶ୍ବର, (ଓଡିଶା ଟାଇମ୍) : ଉଚ୍ଚଶିକ୍ଷା ବିଭାଗ ଅଧୀନରେ ଥିବା ସମସ୍ତ ଯୁକ୍ତ ତିନି କଲେଜ(ଡିଗ୍ରୀ କଲେଜ, ସେଲ୍ଫ ଫାଇନାସିଂ କଲେଜ, ସଂସ୍କୃତ କଲେଜ)ରେ ସ୍ନାତକ(+୩) ନାମଲେଖା ପାଇଁ ସୋମବାର ପ୍ରଥମ ପର୍ଯ୍ୟାୟ ମେଧା ତାଲିକା ପ୍ରକାଶ ପାଇବ। ସାମ୍ସ ଇ-ଆଡମିସନ୍‌ … Read More