ଆସନ୍ତାକାଲିଠୁ ଅନଲାଇନରେ ଆରମ୍ଭ ହେବ +୨ ଖାତାଦେଖା

ଭୁବନେଶ୍ବର, (ଓଡିଶା ଟାଇମ୍) : ଜୁନ୍ ୧ରୁ ଆରମ୍ଭ ହେବ ଯୁକ୍ତ ଦୁଇ ଅନଲାଇନ୍ ଖାତା ଦେଖା । ଏଥିପାଇଁ ୩୬ଟି ମୂଲ୍ୟାୟନ କେନ୍ଦ୍ର କରାଯାଇଛି । ଦୁଇଟି ପର୍ୟ୍ୟାୟରେ ଓ ଦୁଇଟି ସିଫ୍ଟରେ ଖାତା ଦେଖା ହେବ । ସକାଳ … Read More