ଯୁକ୍ତ୨ ନାମଲେଖା, ଆଜି ପ୍ରକାଶ ପାଇବ ଦ୍ୱିତୀୟ ପର୍ଯ୍ୟାୟ ମେଧା ତାଲିକା
ଭୁବନେଶ୍ବର, (ଓଡିଶା ଟାଇମ୍) :ଯୁକ୍ତ୨ ନାମଲେଖା ପାଇଁ ପ୍ରକାଶ ପାଇବ ଦ୍ୱିତୀୟ ପର୍ଯ୍ୟାୟ ମେଧା ତାଲିକା । ଆଜି ଅପରାହ୍ନ ୨ଟାରେ ଦ୍ବିତୀୟ ପର୍ଯ୍ୟାୟ ମେରିଟ୍ ଲିଷ୍ଟ ତଥା କଟ୍ ଅଫ୍ ମାର୍କ ପ୍ରକାଶ ପାଇବ । ଏହି ପର୍ଯ୍ୟାୟରେ ଯୋଗ୍ୟ … Read More