କୋଇଲା ଖଣି ଆବଣ୍ଟନ ଦୁର୍ନୀତି ମାମଲା : ପୂର୍ବତନ ଖଣି ମନ୍ତ୍ରୀ ଦିଲ୍ଲୀପ ରାୟଙ୍କୁ ୩ ବର୍ଷ ଜେଲ୍ ଦଣ୍ଡ

ନୂଆଦିଲ୍ଲୀ, (ଓଡିଶା ଟାଇମ୍) : ୧୯୯୯ ମସିହାରେ କୋଇଲା ଖାଦାନ ଆବଣ୍ଟନ ମାମଲାରେ ଅନିୟମିତତା ନିମନ୍ତେ ପୂର୍ବତନ କେନ୍ଦ୍ର କୋଇଲା ମନ୍ତ୍ରୀ ଦିଲିପ ରାୟ ଦୋଷୀ ସାବ୍ୟସ୍ତ ହୋଇଥିବା ବେଳେ ଆଜି ସିବିଆଇ ସ୍ୱତନ୍ତ୍ର ଅଦାଲତ ତାଙ୍କୁ ୩ ବର୍ଷ ଜେଲ … Read More