ସେପ୍ଟେମ୍ବରରେ ମଧୁବାବୁ ପେନ୍ସନ ଯୋଜନାରେ ହିତାଧିକାରୀଙ୍କୁ ମିଳିବ ୪ ମାସର ଭତ୍ତା
ଭୁବନେଶ୍ବର, (ଓଡିଶା ଟାଇମ୍) : ମଧୁବାବୁ ପେନସନ ଯୋଜନା ନେଇ ଆଜି ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଇଛନ୍ତି ସରକାର । ସବୁ ହିତାଧିକାରୀଙ୍କୁ ସେପ୍ଟେମ୍ବରରେ ମିଳିବ ଏକକାଳୀନ ୪ ମାସର ଭତ୍ତା । ସେପ୍ଟେମ୍ବରରୁ ଡିସେମ୍ବର ଯାଏଁ ଭତ୍ତା ଏକକାଳୀନ ଦେବାକୁ … Read More