ଆସନ୍ତା ବର୍ଷ ମଧ୍ୟଭାଗ ସୁଦ୍ଧା ଦେଶରେ 5-G ସେବା ଆରମ୍ଭ କରିବାକୁ ଭରସା ଦେଲେ ମୁକେଶ ଅମ୍ବାନୀ

ନୂଆଦିଲ୍ଲୀ, (ଓଡିଶା ଟାଇମ୍) : ଦକ୍ଷିଣ କୋରିଆ, ଚୀନ ଏବଂ ଆମେରିକାରେ 5-G ଇଣ୍ଟରନେଟ୍‌ ସେବା ଆରମ୍ଭ ହୋଇଗଲାଣି। ଚୀନ 6-G ଉପରେ କାର୍ଯ୍ୟ ଆରମ୍ଭ କଲାଣି। କିନ୍ତୁ ଭାରତରେ ଏବେ ବି 4-G ଇଣ୍ଟରନେଟ୍‌ ସେବା ଜାରି ରହିଛି। 5-G … Read More