ଭୁବନେଶ୍ବରରେ ପହଞ୍ଚିଲେ ବରିଷ୍ଠ ଅଭିନେତା ବିଜୟ ମହାନ୍ତି
ଭୁବନେଶ୍ଵର, (ଓଡିଶା ଟାଇମ୍) : ଭୁବନେଶ୍ୱରରେ ପହଞ୍ଚିଲେ ବରିଷ୍ଠ ଅଭିନେତା ବିଜୟ ମହାନ୍ତି। ହାଇଦ୍ରାବାଦରୁ ଏକ ସ୍ୱତନ୍ତ୍ର ଆମ୍ବୁଲାନ୍ସରେ ଆସି ଆଜି ସକାଳେ ସେ ଭୁବନେଶ୍ୱରରେ ପହଞ୍ଚିଛନ୍ତି। ଗତକାଲି ମଧ୍ୟାହ୍ନ ପ୍ରାୟ ୧୨ଟାରେ ହାଇଦ୍ରାବାଦରୁ ବାହାରିଥିଲେ। ଅସୁସ୍ଥତା କାରଣରୁ କିଛି ଦିନ … Read More