ଅଗଷ୍ଟ ୨୧ ରୁ +୨ ନାମଲେଖା ପାଇଁ ଆବେଦନ ଆରମ୍ଭ
ଭୁବନେଶ୍ବର, (ଓଡିଶା ଟାଇମ୍) : ଅଗଷ୍ଟ ୨୧ରୁ +୨ ନାମଲେଖା ପାଇଁ ଛାତ୍ରଛାତ୍ରୀ ଆବେଦନ କରିପାରିବେ। ନାମଲେଖା ପାଇଁ ଅଗଷ୍ଟ ୨୧ରୁ ସେପ୍ଟେମ୍ବର ୪ ମଧ୍ୟରେ ସାମ୍ସ (SAMS) ସେଣ୍ଟର ଜରିଆରେ ଅନଲାଇନରେ ଛାତ୍ରଛାତ୍ରୀମାନେ ଆବେଦନ କରିବେ। ସେପ୍ଟେମ୍ବର ୯ରେ ମେରିଟ … Read More