ପ୍ରାଥମିକ ବିଦ୍ୟାଳୟ ପରିସରରେ ଅଙ୍ଗନବାଡି କେନ୍ଦ୍ର
ବିଦ୍ୟାଳୟ ପରିସରରେ ଅଙ୍ଗନବାଡି କେନ୍ଦ୍ର ପ୍ରତିଷ୍ଠା ଲାଗି କେନ୍ଦ୍ର ସରକାର ରାଜ୍ୟକୁ କହିଛନ୍ତି। କେନ୍ଦ୍ର ମହିଳା ଓ ଶିଶୁ ବିକାଶ ମନ୍ତ୍ରାଳୟ ସଚିବ ରାକେଶ ଶ୍ରୀବାସ୍ତବ ଏହି ମର୍ମରେ ରାଜ୍ୟ ସରକାରଙ୍କୁ ପତ୍ର ଲେଖିଛନ୍ତି। ପ୍ରାଥମିକ ବିଦ୍ୟାଳୟ ପରିସରରେ ଅଙ୍ଗନବାଡି ନିର୍ମାଣ … Read More