ଅଙ୍ଗନବାଡି କର୍ମୀଙ୍କ ଦରମା ବଢିଲା
ଅଙ୍ଗନବାଡ଼ି କର୍ମୀଙ୍କ ପାଇଁ ଖୁସି ଖବର। ଅଙ୍ଗନବାଡ଼ି କର୍ମୀ, ହେଲପ୍ର ଏବଂ ମିନି ଅଙ୍ଗନବାଡ଼ି କର୍ମୀଙ୍କ ଦରମା ବୃଦ୍ଧି କରି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସେମାନଙ୍କୁ ନୂଆବର୍ଷରେ ଉପହାର ଦେଇଛନ୍ତି। ଅଙ୍ଗନବାଡ଼ି କର୍ମୀଙ୍କ ଦରମାରେ ମୁଖ୍ୟମନ୍ତ୍ରୀ ୬ ହଜାର ଟଙ୍କାରୁ ୭ ହଜାର … Read More