କରୋନା ଉପରେ ଗବେଷଣା କଲେ ୧୪ବର୍ଷୀୟା ଭାରତୀୟ ବଂଶୋଦ୍ଭବ ଅନିକା : ମିଳିଲା ୧୮ଲକ୍ଷରୁ ଅଧିକ ଟଙ୍କାର ପୁରସ୍କାର ରାଶି
ନୂଆଦିଲ୍ଲୀ, (ଓଡିଶା ଟାଇମ୍) : ଆମେରିକାରେ କରୋନା ଉପରେ ଗବେଷଣା ପାଇଁ ଭାରତୀୟ ବଂଶୋଦ୍ଭବ ୧୪ବର୍ଷ ବୟସ୍କା ଅନିକା ଚେବ୍ରୋଲୁଙ୍କୁ ପୁରସ୍କାର ରାଶି ପ୍ରଦାନ କରାଯାଇଛି। ଅନିକା ଗବେଷଣା ପାଇଁ ୨୫ ହଜାର ଡଲାର ଅର୍ଥାତ୍ ପ୍ରାୟ ୧୮ ଲକ୍ଷ ଟଙ୍କା … Read More