ସୁପ୍ରିମକୋର୍ଟ ଗଲେ ବର୍ଷା ପ୍ରିୟଦର୍ଶିନୀ
ଭୁବନେଶ୍ବର, (ଓଡିଶା ଟାଇମ୍) :ଅନୁଭବ-ବର୍ଷାଙ୍କ ବିବାଦ ଦିନକୁ ଦିନ ବଢ଼ିବାରେ ଲାଗିଛି। ଏବେ ସୁପ୍ରିମକୋର୍ଟଙ୍କ ଦ୍ବାରସ୍ଥ ହୋଇଛନ୍ତି ଅଭିନେତ୍ରୀ ବର୍ଷା ପ୍ରିୟଦର୍ଶିନୀ। ଅନୁଭବ ଦାୟର କରିଥିବା ଛାଡପତ୍ର ମାମଲାକୁ ସ୍ଥାନାନ୍ତର କରିବାକୁ ବର୍ଷା ଆବେଦନ କରିଛନ୍ତି। ଦିଲ୍ଲୀ ପଟିଆଲା ହାଉସ୍ କୋର୍ଟରୁ … Read More