୯ ମାସର ପରେ ଖୋଲିଲା ବାବା ଆଖଣ୍ଡଳମଣିଙ୍କ ମନ୍ଦିର

ଭଦ୍ରକ, (ଓଡିଶା ଟାଇମ୍) : ମହାମାରୀ କରୋନା ପାଇଁ ଦୀର୍ଘ ୯ମାସ ପରେ ଭଦ୍ରକ ଜିଲାର ପ୍ରସିଦ୍ଧ ଶୈବକ୍ଷେତ୍ର ଆରଡିଧାମର ବାବା ଆଖଣ୍ଡଳମଣିଙ୍କ ମନ୍ଦିର ସୋମବାର ଭକ୍ତମାନଙ୍କ ପାଇଁ ଖୋଲିଛି।  ଭଦ୍ରକ ଜିଲା ପ୍ରଶାସନ ପକ୍ଷରୁ ମନ୍ଦିର ଖୋଲିବା ନେଇ ଜିଲାପାଳ … Read More