‘ପରୀ’କୁ ହତ୍ୟା ପରେ ମୃତଦେହ ସହ ଦୁଷ୍କର୍ମ କରିଥିଲା ସରୋଜ: ଅରୁଣ ବୋଥ୍ରା
ଭୁବନେଶ୍ବର, (ଓଡିଶା ଟାଇମ୍) :ନୟାଗଡ ଯଦୁପୁରରେ ନାବାଳିକା ଦୁଷ୍କର୍ମ ଓ ହତ୍ୟା ମାମଲାର ମୁଖ୍ୟ ଅଭିଯୁକ୍ତ ସରୋଜ ସେଠୀକୁ ରିମାଣ୍ଡରେ ନେଇଛି କ୍ରାଇମବ୍ରାଞ୍ଚ ଏସଆଇଟି । ଏନେଇ ପ୍ରେସମିଟ୍ ଜରିଆରେ ସୂଚନା ଦେଇଛନ୍ତି କ୍ରାଇମବ୍ରାଞ୍ଚ ଏସଆଇଟି ମୁଖ୍ୟ ଅରୁଣ ବୋଥ୍ରା । … Read More