ବିଧାନସଭାର ଶୀତ ଅଧିବେଶନ ପାଇଁ ଆଜିଠୁ ହେବ କୋଭିଡ୍ ଟେଷ୍ଟ୍
ଭୁବନେଶ୍ବର, (ଓଡିଶା ଟାଇମ୍) :ବିଧାନସଭାର ଶୀତ ଅଧିବେଶନ ପୂର୍ବରୁ ମଙ୍ଗଳବାରଠାରୁ ସମସ୍ତ ବିଧାୟକ, ମନ୍ତ୍ରୀ, ବିଧାନସଭା କର୍ମଚାରୀ, ସୁରକ୍ଷା କର୍ମଚାରୀ ଓ ଗଣମାଧ୍ୟମ ପ୍ରତିନିଧିଙ୍କ କରୋନା ଟେଷ୍ଟ କରାଯିବ । ଏଥିପାଇଁ ବିଏମ୍ସି ପକ୍ଷରୁ ସମସ୍ତ ବନ୍ଦୋବସ୍ତ କରାଯାଇଛି । ମଙ୍ଗଳବାର … Read More