ସଂସଦୀୟ ଢ଼ାଞ୍ଚାରେ ବିଧାନସଭାର ମୌସୁମୀ ଅଧିବେଶନ, ସିଟ୍ ଆଗରେ ଲାଗିବ କାଚ

ଭୁବନେଶ୍ବର, (ଓଡିଶା ଟାଇମ୍) : କରୋନା ମହାମାରୀକୁ ଦୃଷ୍ଟିରେ ରଖି ଏଥର ସଂସଦୀୟ ଢ଼ାଞ୍ଚାରେ ବିଧାନସଭାର ମୌସୁମୀ ଅଧିବେଶନ ଚାଲିବ। ଏ ନେଇ ମଙ୍ଗଳବାର ବଚସ୍ପତି ସୂର୍ଯ୍ୟ ନାରୟଣ ପାତ୍ର ସୂଚନା ଦେଇଛନ୍ତି। ସୂଚନା ଅନୁଯାଯୀ, କେବଳ ପ୍ରଶ୍ନ କାଳକୁ ଛାଡ଼ି … Read More

ସଂସଦୀୟ ଢ଼ାଞ୍ଚାରେ ହେବ ବିଧାନସଭା ମୌସୁମୀ ଅଧିବେଶନ

ଭୁବନେଶ୍ବର, (ଓଡିଶା ଟାଇମ୍) :  କରୋନା ମହାମାରୀକୁ ଦୃଷ୍ଟିରେ ରଖି ଏଥର ସଂସଦୀୟ ଢ଼ାଞ୍ଚାରେ ବିଧାନସଭାର ମୌସୁମୀ ଅଧିବେଶନ ଚାଲିବ। ଏ ନେଇ ମଙ୍ଗଳବାର ବିଧାନସଭା ସଚିବଙ୍କ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି। ସେପ୍ଟେମ୍ବର ୨୯ରୁ ବିଧାନସଭା ମୌସୁମୀ ଅଧିବେଶନ ଆରମ୍ଭ … Read More

ଆସନ୍ତା ୨୯ରୁ ଆରମ୍ଭ ହେବ ବିଧାନସଭାର ମୌସୁମୀ ଅଧିବେଶନ

ଭୁବନେଶ୍ବର, (ଓଡିଶା ଟାଇମ୍) : ସେପ୍ଟେମ୍ବର ୨୯ରୁ ବିଧାନ ସଭା ମୌସୁମୀ ଅଧିବେଶନ ଆରମ୍ଭ ହେବ। ଏହି ବିଧାନସଭାର ମୌସୁମୀ ଅଧିବେଶନ ଅକ୍ଟୋବର ୬ ପର୍ଯ୍ୟନ୍ତ ଚାଲିବ। ଏଥର ମୌସୁମୀ ଅଧିବେଶନରେ ମୋଟ ୮ଟି କାର୍ଯ୍ୟ ଦିବସ ରହିବ। ତେବେ ଅକ୍ଟୋବର … Read More

ସେପ୍ଟେମ୍ବର ୩୦ ପୂର୍ବରୁ ବିଧାନସଭା ଅଧିବେଶନ

ଭୁବନେଶ୍ବର, (ଓଡିଶା ଟାଇମ୍) : ସେପ୍ଟେମ୍ବର ୩୦ ପୂର୍ବରୁ ବସିବ ବିଧାନସଭାର ମୌସୁମୀ ଅଧିବେଶନ । କେଉଁଠି ବିଧାନସଭା ବସିବ ସେନେଇ ବର୍ତ୍ତମାନ ସୁଦ୍ଧା ନିଷ୍ପତ୍ତି ହୋଇନାହିଁ । ବିଧାନସଭା କି ଲୋକସେବା ଭବନରେ ବସିବ, ସେନେଇ ନିଷ୍ପତ୍ତି ହେବ । … Read More

ମୁଖ୍ୟମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ଆଜି ବସିବ ରାଜ୍ୟ କ୍ୟାବିନେଟ୍ ବୈଠକ

ଭୁବନେଶ୍ବର, (ଓଡିଶା ଟାଇମ୍) :କ୍ୟାବିନେଟର ଗୁରୁତ୍ୱପୂର୍ଣ୍ଣ ବୈଠକ ଆଜି ସନ୍ଧ୍ୟାରେ ଅନୁଷ୍ଠିତ ହେବ । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ସନ୍ଧ୍ୟା ପ୍ରାୟ ୫ଟାବେଳେ ଭିଡିଓ କନ୍‌ଫରେନ୍ସିଂ ଜରିଆରେ କ୍ୟାବିନେଟ ବସିବ । ବୈଠକ ସମ୍ପର୍କରେ ବିଧିବଦ୍ଧ ସୂଚନା ମିଳିନଥିବା ବେଳେ … Read More

ବିଧାନସଭାର ୫ କର୍ମଚାରୀଙ୍କ କରୋନା ପଜିଟିଭ୍

ଭୁବନେଶ୍ବର, (ଓଡିଶା ଟାଇମ୍) : ରାଜ୍ୟ ବିଧାନସଭାର ୫  ଜଣ କର୍ମଚାରୀ କରୋନା ଭୂତାଣୁରେ ସଂକ୍ରମିତ ହୋଇଛନ୍ତି। ୩ ଦିନ ତଳେ ସେମାନଙ୍କ ନମୁନା ସଂଗ୍ରହ ହୋଇ ପରୀକ୍ଷା ପାଇଁ ପଠାଯାଇଥିଲା। ଆଜି ସେମାନଙ୍କର ରିପୋର୍ଟ ପଜିଟିଭ ଆସିଥିବା ବାଚସ୍ପତି ସୂର୍ଯ୍ୟ … Read More

ଓଡ଼ିଶା ବିଧାନସଭା ସଟ୍‌ଡାଉନ୍

ଭୁବନେଶ୍ବର, (ଓଡିଶା ଟାଇମ୍) : ଆଜି ଦିନକ ପାଇଁ ଓଡ଼ିଶା ବିଧାନସଭା ସଟ୍‌ଡାଉନ୍‌ ଘୋଷଣା ହୋଇଛି। ବିଧାନସଭାର ଜଣେ କର୍ମଚାରୀଙ୍କ ସଂପର୍କୀୟ ପଜିଟିଭ ଚିହ୍ନଟ ପରେ ଏଭଳି ପଦକ୍ଷେପ ନିଆଯାଇଥିବା ଜଣାପଡ଼ିଛି। ସଟ୍‌ଡାଉନ୍‌ ନେଇ ବାଚସ୍ପତି ସୂର୍ଯ୍ୟ ନାରାୟଣ ପାତ୍ର ସୂଚନା … Read More

ପ୍ରଥମ ଦିନରୁ ବିଜେପି ବାଉଳା

ବୋଧହୁଏ ରାଜ୍ୟ ବିଜେପି ନିର୍ବାଚନ ଦୁଃଖରୁ ଉବୁରି ପାରିନାହିଁ। ଏହା ବି ହୋଇପାରେ ଯେ, କେନ୍ଦ୍ରରେ ପୁଣି ମୋଦୀ ସରକାର ଆସିଯାଇଥିବାରୁ ସେହି ଆନନ୍ଦ ଉଲ୍ଲାସ ଭିତରୁ ବାସ୍ତବ ପରିସ୍ଥିତିକୁ ଆସିପାରୁ ନାହିଁ ଦଳ। ତେଣୁ ଆରମ୍ଭରୁ ରାଜ୍ୟର ମୁଖ୍ୟ ବିରୋଧୀ … Read More

ବିଜେଡି ପାଇଁ ମୁସ୍କିଲ୍‌ ହେବ କରଞ୍ଜିଆ

ଭୁବନେଶ୍ଵର, (ଓଟି): ବିଜୁ ଜନତା ଦଳ ପାଇଁ ଏଥର ସଙ୍କଟ ସୃଷ୍ଟିକରିବାକୁ ଯାଉଥିବା ନିର୍ବାଚନମଣ୍ଡଳୀଗୁଡ଼ିକ ଭିତରେ ଆଗୁଆ ରହିଛି କରଞ୍ଜିଆ। ମୟୁରଭଞ୍ଜ ଜିଲ୍ଲାର ଏହା ଏକ ଅଣ କଂଗ୍ରେସ ନିର୍ଚବାନ ମଣ୍ଡଳୀ ତଥା ଜନତା ଦଳର ଗଡ଼ ବୋଲି ଗ୍ରହଣ କରାଯାଏ। … Read More