ଶ୍ରୀନଗରରେ ସୁରକ୍ଷାବଳଙ୍କ ଉପରେ ଆତଙ୍କବାଦୀ ଆକ୍ରମଣ : ଜଣେ ଯବାନ ଆହତ

ଶ୍ରୀନଗର, (ଓଡିଶା ଟାଇମ୍) : ଶ୍ରୀନଗରରେ ଆତଙ୍କବାଦୀମାନେ ସୁରକ୍ଷାବଳଙ୍କ ଉପରେ ଆକ୍ରମଣ କରିଛନ୍ତି । ଏହି ଆକ୍ରମଣରେ ଜଣେ ସୁରକ୍ଷାକର୍ମୀ ଆହତ ହୋଇଥିବା ସୂଚନା ମିଳିଛି । ​‌ତେବେ ସୁରକ୍ଷାବଳ ପକ୍ଷରୁ ସଂପୃକ୍ତ ଅଞ୍ଚଳରେ ସର୍ଚ୍ଚ ଅପରେସନ୍ ଜୋରଦାର କରାଯାଇଛି । … Read More

୨୬/୧୧ ମୁମ୍ବାଇ ଆକ୍ରମଣ: ଭାରତ ଇତିହାସର ଏହି କଳାଦିନକୁ ବିତିଯାଇଛି ୧୨ ବର୍ଷ

ମୁମ୍ବାଇ, (ଓଡିଶା ଟାଇମ୍) : ପାକିସ୍ତାନରୁ ଆସିଥିବା ୧୦ ଆତଙ୍କବାଦୀ  ବର୍ଷ ୨୦୦୮ ମସିହାରେ ଆଜିର ଦିନରେ ମୁମ୍ବାଇରେ ଆତଙ୍କୀଲୀଳା ରଚିଥିଲେ । ଗୁଳି ଓ ବୋମାମାଡ଼ରେ ଥରିଥିଲା ମୁମ୍ବାଇ । ୨୬ ନଭେମ୍ବର ୨୦୦୮ରେ ହୋଇଥିବା ଆତଙ୍କୀ ଆକ୍ରମଣରେ ୧୬୦ … Read More

ରାଜଧାନୀରେ ଯୁବକଙ୍କୁ ଗୋଡାଇ ଗୋଡାଇ ଆକ୍ରମଣ କଲେ ଦୁର୍ବୃତ୍ତ

ଭୁବନେଶ୍ବର, (ଓଡିଶା ଟାଇମ୍) : ରାଜଧାନୀରେ ଦିନ ଦି ପ୍ରହରରେ ଆତଙ୍କରାଜ । ପୂର୍ବ ଶତ୍ରୁତା କେନ୍ଦ୍ର କରି ଯୁବକଙ୍କୁ ରାସ୍ତା ମଝିରେ ହାଣିଲେ ଦୁର୍ବୁତ୍ତ । ଭୁବନେଶ୍ବର ସ୍ଥିତ ବାପୁଜୀ ନଗରରେ ଯୁବକଙ୍କୁ ବିଚ୍ ରାସ୍ତାରେ ଦୁର୍ବୃତ୍ତମାନେ ମରଣାନ୍ତକ ଆକ୍ରମଣ … Read More

ପାକିସ୍ତାନ କରାଚିରେ ଥିବା ଷ୍ଟକ ଏକ୍ସଚେଞ୍ଜ ଉପରେ ଆତଙ୍କବାଦୀ ଆକ୍ରମଣ

ଇସଲାମାବାଦ, (ଓଡିଶା ଟାଇମ୍) : କରାଚୀରେ ଥିବା ପାକିସ୍ତାନ ଷ୍ଟକ୍‌ ଏକ୍ସଚେଞ୍ଜରେ ସୋମବାର ଆତଙ୍କବାଦୀ ଆକ୍ରମଣ ହୋଇଛି। ୪ ବନ୍ଧୁକଧାରୀ ଆତଙ୍କବାଦୀ ଷ୍ଟକ ଏକ୍ସଚେଞ୍ଜ କାର୍ଯ୍ୟାଳୟରେ ପଶି ଆଖିବୁଜା ଗୁଳିଚାଳନା କରିବାରୁ ୫ ନାଗରିକଙ୍କ ମୃତ୍ୟୁ ଘଟିଛି। ଏହା ସହିତ ପୁଲିସ … Read More

ଏନକାଉଣ୍ଟରରେ ଟଳିଲେ ୨ ଆତଙ୍କବାଦୀ

ଶ୍ରୀନଗର, (ଓଡିଶା ଟାଇମ୍) : ଜାମ୍ମୁ-କାଶ୍ମୀରରେ ସୁରକ୍ଷାକର୍ମୀଙ୍କ ଅପରେସନ ଅଲ୍‌ଆଉଟ୍‌ ଜାରି ରହିଛି । ଜାମ୍ମୁ-କାଶ୍ମୀରର ସୋପାରେ ସୁରକ୍ଷାକର୍ମୀ ଓ ଆତଙ୍କବାଦୀ ମଧ୍ୟରେ ଏନ୍‌କାଉଣ୍ଟର ଜାରି ରହିଛି । ଏନ୍‌କାଉଣ୍ଟରେ ୨ଜଣ ଆତଙ୍କୀ ନିହତ ହୋଇଥିବା ଜଣାପଡିଛି । ସେନା ଓ … Read More

ଏନ୍‌କାଉଣ୍ଟରରେ ପୁଣି ଟଳିଲେ ୨ଆତଙ୍କୀ, ଜଣେ ଯବାନ ସହିଦ

ଜାମ୍ମୁ-କାଶ୍ମୀରର, (ଓଡିଶା ଟାଇମ୍) : ଜାମ୍ମୁ-କାଶ୍ମୀରର ପୁଲଓ୍ୱାମାରେ ପୁଣି ଥରେ ମୁଁହାମୁଁହି ହୋଇଛନ୍ତି ସୁରକ୍ଷାକର୍ମୀ-ଆତଙ୍କବାଦୀ। ଏହି ଏନ୍‌କାଉଣ୍ଟରରେ ଦୁଇ ଜଣ ଆତଙ୍କୀ ନିହତ ହୋଇଥିବା ଜଣାପଡିଛି । କିନ୍ତୁ ଦୁଃଖର ଯେ, ଏନ୍‌କାଉଣ୍ଟରେ ଜଣେ ସିଆର୍‌ପିଏଫ୍‌ ଯବାନ ମଧ୍ୟ ସହିଦ ହୋଇଛନ୍ତି … Read More

ଭାରତ-ଚୀନ୍ ସେନା ମୁହାଁମୁହିଁ ଘଟଣା; ୨୦ ଭାରତୀୟ ଯବାନ ସହିଦ !

ଲାଦାଖ୍, (ଓଡିଶା ଟାଇମ୍) : ଲଦାଖରେ ବାସ୍ତବ ନିୟନ୍ତ୍ରଣ ରେଖା(LAC)ରେ ଚୀନ ସହିତ  ହୋଇଥିବା ବଡ ହିଂସାତ୍ମକ ସଂଘର୍ଷରେ ଭାରତର ୨୦ ଜଣ ଯବାନ ସହିଦ ହୋଇଛନ୍ତି। ଏହା ପୂର୍ବରୁ ମଙ୍ଗଳବାର ଅପରାହ୍ନ ସୁଦ୍ଧା ଜଣେ ଅଧିକାରୀ ଏବଂ ଦୁଇ ଜଣ … Read More

ଲଦାଖରେ ଭାରତ-ଚୀନ୍ ସେନା ହାତାହାତି : ଭାରତୀୟ ସେନାର ଜଣେ ଅଫିସରଙ୍କ ସହ ୨ଯବାନ ସହିଦ

ଲାଦାଖ୍ , (ଓଡିଶା ଟାଇମ୍) : ଗତ କିଛି ତଳେ LAC ସୀମାରେ ଭାରତର ରାସ୍ତା ନିର୍ମାଣକୁ ନେଇ ଚୀନ୍‌ ସେନା ସହିତ ବିବାଦ ଦେଖାଦେଇଥିଲା । ଉଭୟ ପକ୍ଷଙ୍କ ମଧ୍ୟରେ ଆଲୋଚନା ପରେ ପରିସ୍ଥିତି କିଛିଟା ଶାନ୍ତ ପଡିଥିଲା । … Read More

ଜମ୍ମୁ କାଶ୍ମୀର ପୁଞ୍ଚରେ ପାକିସ୍ତାନ ସେନାର ଅସ୍ତ୍ରବିରତି ଉଲ୍ଲଙ୍ଘନ : ଜଣେ ଯବାନ ସହିଦ,୩ ଆହତ

ଜମ୍ମୁ କାଶ୍ମୀର, (ଓଡିଶା ଟାଇମ୍) : ଜମ୍ମୁ କାଶ୍ମୀର ପୁଞ୍ଚରେ ପୁଣି ଥରେ ଅସ୍ତ୍ରବିରତି ଉଲ୍ଲଙ୍ଘନ କରିଛି ପାକିସ୍ତାନ ସେନା। ଶନିବାର ବିଳମ୍ବିତ ରାତିରେ ପାକିସ୍ତାନ ସେନା ପୁଞ୍ଚ ଜିଲାର କିର୍ନି ଅଞ୍ଚଳରେ ଅସ୍ତ୍ରବିରତି ଉଲ୍ଲଂଘନ କରିବା ସହ ପ୍ରବଳ ଗୁଳିଗୋଳା … Read More

ଷଡ଼ଯନ୍ତ୍ର ଉଦ୍ୟମ ରଚିଥିବା ଆତଙ୍କୀକୁ ଚିହ୍ନଟ କଲା ପୋଲିସ

ଶ୍ରୀନଗର, (ଓଡ଼ିଶା ଟାଇମ୍‌): ଗତକାଲି ଜାମ୍ମୁ କାଶ୍ମୀରର ପୁଲୱାମା ଜିଲ୍ଲାରୁ ଉଦ୍ଧାର କରାଯାଇଥିବା ବିସ୍ଫୋରକ (ଆଇଇଡ଼ି) ଥିବା ସାଣ୍ଟ୍ରୋ କାରର ମାଲିକ ସମ୍ପର୍କରେ ସୂଚନା ହସ୍ତଗତ ହୋଇଛି । ପୁଲଓ୍ୱାମା-ପାର୍ଟ ୨କୁ ରୂପ ଦେବା ପାଇଁ ଷଡ଼ଯନ୍ତ୍ର କରିଥିବା ଜଣେ ସ୍ଥାନୀୟ … Read More