ବୈଜୟନ୍ତ ପଣ୍ଡାଙ୍କ ଦୁଇ ଦିନିଆ ଆସାମ ଗସ୍ତ, ଆସାମ ପ୍ରଭାରୀ ଦାୟିତ୍ବ ପରେ ପ୍ରଥମ ଗସ୍ତ
ଭୁବନେଶ୍ବର, (ଓଡିଶା ଟାଇମ୍) :ବରିଷ୍ଠ ବିଜେପି ନେତା ତଥା ରାଷ୍ଟ୍ରୀୟ ଉପାଧ୍ୟକ୍ଷ ଶ୍ରୀଯୁକ୍ତ ବୈଜୟନ୍ତ ପଣ୍ଡା ଆସାମ ପ୍ରଭାରୀ ହେବା ପରେ ଆଜି ଦୁଇଦିନିଆ ଆସାମ ଗସ୍ତରେ ଯାଇଛନ୍ତି। ସେଠାରେ ସେ ବିଭିନ୍ନ ସାଙ୍ଗଠନିକ କାର୍ଯ୍ୟକ୍ରମରେ ଯୋଗ ଦେବେ। ଆସାମ ସହ-ପ୍ରଭାରୀ … Read More