କମେଡି କୁଇନ୍ ଭାରତୀ ସିଂ ଓ ତାଙ୍କ ସ୍ୱାମୀ ହର୍ଷ ଲିମ୍ଵାଚିଆଙ୍କୁ ମିଳିଲା ଜାମିନ

ମୁମ୍ବାଇ, (ଓଡିଶା ଟାଇମ୍) : କମେଡି କୁଇନ୍ ଭାରତୀ ସିଂ ଏବଂ ତାଙ୍କ ସ୍ୱାମୀ ହର୍ଷ ଲିମ୍ଵାଚିଆଙ୍କୁ ସୋମବାର ଜାମିନ ମିଳିଥିବା ଜଣାପଡ଼ିଛି। ମୁମ୍ଵଇର ଏକ ସିଟି କୋର୍ଟ ଉଭୟଙ୍କୁ ଜାମିନ୍ ପ୍ରଦାନ କରିଛନ୍ତି। ନାର୍କୋଟିକ୍ସ କଣ୍ଟ୍ରୋଲ ବ୍ୟୁରୋ(ଏନସିବି) ଶନିବାର ଦିନ … Read More

ରିପବ୍ଲିକ୍ ଟିଭିର ମୁଖ୍ୟ ସମ୍ପାଦକ ଅର୍ଣ୍ଣବ ଗୋସ୍ୱାମୀଙ୍କୁ ଜାମିନ

ମୁମ୍ବାଇ, (ଓଡିଶା ଟାଇମ୍) :ରିପବ୍ଲିକ ଟିଭିର ମୁଖ୍ୟ ସମ୍ପାଦକ ଅର୍ଣ୍ଣବ ଗୋସ୍ବାମୀଙ୍କୁ ଆଶ୍ବସ୍ତି । ଅର୍ଣ୍ଣବଙ୍କୁ ଅନ୍ତରୀଣ ଜାମିନ ପ୍ରଦାନ କରିଛନ୍ତି ସୁପ୍ରିମକୋର୍ଟ । ତାଙ୍କ ସମେତ ଆଉ ୨ ଜଣଙ୍କୁ ମଧ୍ୟ ଅନ୍ତରୀଣ ଜାମିନ ପ୍ରଦାନ କରିଛନ୍ତି କୋର୍ଟ । … Read More

ଆସନ୍ତାକାଲି ଶେଷ ପର୍ଯ୍ୟାୟ ମତଦାନ କିନ୍ତୁ ଲାଲୁଙ୍କୁ ଝଟକା, ୨୭ ଯାଏ ରହିବେ ଜେଲରେ

ବିହାର, (ଓଡିଶା ଟାଇମ୍) :ଚାରା ଦୁର୍ନୀତି ମାମଲାରେ ଦୋଷୀ ସାବ୍ୟସ୍ତ ହୋଇ ଜେଲରେ ଥିବା ଆରଜେଡି ମୁଖ୍ୟ ଲାଲୁ ପ୍ରସାଦ ଯାଦବଙ୍କ ଜାମିନ ଆବେଦନ ଉପରେ ଶୁଣାଣି ସ୍ଥଗିତ ରଖାଯାଇଛି । ୨୭ ନଭେମ୍ବରରେ ଏହି ମାମଲାର ଶୁଣାଣି ହେବ ବୋଲି … Read More

ଦିଲ୍ଲୀପ ରାୟଙ୍କୁ ମିଳିଲା ଜାମିନ

ନୂଆଦିଲ୍ଲୀ, (ଓଡିଶା ଟାଇମ୍) :ପୂର୍ବତନ କେନ୍ଦ୍ର ଖଣି ମନ୍ତ୍ରୀ ଦିଲ୍ଲୀପ ରାୟଙ୍କୁ ମିଳିଲା ଜାମିନ୍ । ଜଣେ ଜାମିନଦାର ଓ ୧ ଲକ୍ଷ ଟଙ୍କାର ମୁଚାଲିକା ବଦଳରେ ସ୍ପେଶାଲ ସିବିଆଇ କୋର୍ଟ ତାଙ୍କୁ ଜାମିନ ପ୍ରଦାନ କରିଛନ୍ତି । କୋଇଲା ଖଣି … Read More

କଳ୍ପନା ଦାଶ ଓ ତାଙ୍କ ଝିଅ ହତ୍ୟାକାଣ୍ଡ ମାମଲା : ମୁଖ୍ୟ ଅଭିଯୁକ୍ତ ଅନୁପ ସାଏଙ୍କୁ ଅନ୍ତରୀଣ ଜାମିନ

ଭୁବନେଶ୍ବର, (ଓଡିଶା ଟାଇମ୍) : ଡବଲ ମର୍ଡର ଘଟଣାରେ ଗିରଫ ହୋଇ ଜେଲ୍‍ ରେ ଥିବା ପୂର୍ବତନ ବିଧାୟକ ଅନୁପ ସାଏଙ୍କ ସ୍ୱାସ୍ଥ୍ୟ ଅବସ୍ଥା ଗୁରୁତର ହୋଇଥିବା ଜଣାପଡ଼ିଛି। ଗୁରୁତର ସ୍ୱାସ୍ଥ୍ୟ ଅବସ୍ଥା କାରଣରୁ ଜାମିନରେ ବାହାରି ମେଡିକାଲରେ ଭର୍ତ୍ତି ହୋଇଛନ୍ତି। … Read More

ରିୟା ଚକ୍ରବର୍ତ୍ତୀଙ୍କୁ ଜାମିନ

ମୁମ୍ବାଇ, (ଓଡିଶା ଟାଇମ୍) : ଡ୍ରଗ୍ସ ମାମଲାରେ ସଂପୃକ୍ତି ଥିବା ହେତୁ ଅନେକ ଦିନ ହେବ ଜେଲରେ ଥିବା ବଲିଉଡ ଅଭିନେତ୍ରୀ ରିୟା ଚକ୍ରବର୍ତ୍ତୀଙ୍କୁ ଜାମିନ୍ ମିଳିଛି। ବମ୍ବେ ହାଇକୋର୍ଟ ରିୟାଙ୍କୁ ସର୍ତ୍ତମୂଳକ ଜାମିନ ପ୍ରଦାନ କରିଛନ୍ତି। ରିୟା ଚକ୍ରବର୍ତ୍ତୀଙ୍କ ବ୍ୟତୀତ … Read More

ଆଜି ବମ୍ବେ ହାଇକୋର୍ଟରେ ରେହା ଚକ୍ରବର୍ତ୍ତୀଙ୍କ ଜାମିନ ଆବେଦନ ଶୁଣାଣି

ମୁମ୍ବାଇ, (ଓଡିଶା ଟାଇମ୍) :ବମ୍ବେ ହାଇକୋର୍ଟ ଆଜି ରେହା ଚକ୍ରବର୍ତ୍ତୀଙ୍କ ଦ୍ଵାର ଦାଖଲ ହୋଇଥିବା ଜାମିନର ଶୁଣାଣି କରିବେ। ସୁଶାନ୍ତ ସିଂ ରାଜପୁତଙ୍କ ମୃତ୍ୟୁ ସହ ଜଡିତ ଡ୍ରଗ୍ସ ମାମଲାରେ ନାର୍କୋଟିକ୍ସ କଣ୍ଟ୍ରୋଲ ବ୍ୟୁରୋ (ଏନସିବି) ରେହାଙ୍କୁ ଗିରଫ କରିଛି। ଜାମିନ … Read More

ଆତଙ୍କବାଦୀ ଲିଙ୍କ୍ ନେଇ ଗିରଫ୍‌ ହୋଇଥିବା ଜାମ୍ମୁ-କାଶ୍ମୀରର ଡିଏସ୍‌ପିଙ୍କୁ ବେଲ୍‌

ଜାମ୍ମୁ-କାଶ୍ମୀର, (ଓଡିଶା ଟାଇମ୍) : ଆତଙ୍କବାଦୀଙ୍କ ସହ ଲିଙ୍କ୍‌ ଥିବା ନେଇ ଗରିଫ ହୋଇଥିବା ଜାମ୍ମୁ-କାଶ୍ମରୀର ଡିଏସ୍‌ପି ଦେବେନ୍ଦର ସିଂହଙ୍କୁ ବେଲ୍‌ ମିଳିଛି। ଚଳିତ ବର୍ଷ ଶ୍ରୀନଗର-ଜାମ୍ମୁ ରାଜପଥରେ ଦୁଇଜଣ ହିଜବୁଲ-ମୁଜାହିଦ୍ଦିନ ଆତଙ୍କବାଦୀଙ୍କୁ ଏକ ଗାଡ଼ିରେ ନେଇ ଯାଉଥିବା ବେଳେ ତାଙ୍କୁ … Read More