ଆୟ ବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ କନିଷ୍ଠ ଯନ୍ତ୍ରୀଙ୍କ ଘରେ ଭିଜିଲାନ୍ସ ଚଢାଉ

ବଲାଙ୍ଗୀର, (ଓଡିଶା ଟାଇମ୍) : ଆୟ ବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ବଲାଙ୍ଗିର ଜିଲା ଦେଓଗାଁ ବ୍ଲକର କନିଷ୍ଠ ଯନ୍ତ୍ରୀ(ଜେଇ) ଗିରିଶ ପାତ୍ରଙ୍କ ଘରେ ଭିଜିଲାନ୍ସ ଚଢାଉ କରିଥିବା ବୁଧବାର ଜଣାପଡ଼ିଛି। ବଲାଙ୍ଗିର ରାଜେନ୍ଦ୍ର କଲେଜ ନିକଟ ଲେକଚର୍ସ କଲୋନୀ ସ୍ଥିତ … Read More

ପୁଞ୍ଜିଲାଲ୍‌ଙ୍କୁ ଜେଲ୍‌ରେ ମାଡ଼ ଅଭିଯୋଗ

ବଲାଙ୍ଗୀର, (ଓଡିଶା ଟାଇମ୍) :ବହୁ ଚର୍ଚ୍ଚିତ ପାଟଣାଗଡ଼ ପାର୍ସଲ ବୋମା ବିସ୍ଫୋରଣ ମାମଲାର ମୁଖ୍ୟ ଅଭିଯୁକ୍ତ ପୁଞ୍ଜିଲାଲ ମେହେରଙ୍କୁ ମାଡ଼ ହୋଇଥିବା ଅଭିଯୋଗ ହୋଇଛି । ବଲାଙ୍ଗୀର ଜେଲରେ ତାଙ୍କୁ ଜେଲର ମାଡ଼ ମାରିଥିବା ନେଇ ଅଭିଯୋଗ ହୋଇଛି । ଏନେଇ … Read More

ବଲାଙ୍ଗୀର ଜିଲ୍ଲା ୪ ଦିନ ପାଇଁ ସଟଡାଉନ୍

ବଲାଙ୍ଗୀର, (ଓଡିଶା ଟାଇମ୍) : ବଲାଙ୍ଗିର ଜିଲ୍ଲାରେ କରୋନା ସ୍ଥିତି ନିୟନ୍ତ୍ରଣ ଲାଗି ଜିଲ୍ଲା ପ୍ରଶାସନ ପୁଣି ଥରେ କଡା ପଦକ୍ଷେପ ନେଇଛି । ଜିଲ୍ଲାକୁ ୪ ଦିନିଆ ସଟଡାଉନ ଘୋଷଣା କରିଛି ଜିଲ୍ଲା ପ୍ରଶାସନ । ଆସନ୍ତା ୮ ତାରିଖରୁ … Read More

ବଲାଙ୍ଗୀର ଭୀମଭୋଇ ମେଡିକାଲ କଲେଜ ହସ୍ପିଟାଲ ଆଇସିୟୁ ସିଲ୍

ବଲାଙ୍ଗୀର, (ଓଡିଶା ଟାଇମ୍) : ଭୀମଭୋଇ ମେଡିକାଲ କଲେଜ ହସ୍ପିଟାଲର ଆଇସିୟୁ ବିଭାଗରେ ଦୁଇ ଜଣ କରୋନା ସଂକ୍ରମିତ ଚିହ୍ନଟ ପରେ ଆଇସିୟୁକୁ ସିଲ୍ କରାଯାଇଛି । ତେବେ ଏନେଇ ମେଡିକାଲ କଲେଜ ହସ୍ପିଟାଲ କର୍ତ୍ତୃପକ୍ଷ ସୂଚନା ଦେଇଛନ୍ତି । ସେପଟେ … Read More

ବଲାଙ୍ଗିର ଜିଲ୍ଲାକୁ ୪ ଦିନିଆ ସଟ୍‌ଡାଉନ୍‌ କଲେ ଜିଲ୍ଲାପାଳ

ବଲାଙ୍ଗିର, (ଓଡିଶା ଟାଇମ୍) :  ରାଜ୍ୟରେ ହୁ ହୁ ହୋଇ କରୋନା ସଂକ୍ରମଣ ବୃଦ୍ଧି ପାଇବାରେ ଲାଗିଛି। ଯାହାକି ସଙ୍ଗୀନ ରହିଛି କରୋନା ସ୍ଥିତି । ପରିସ୍ଥିତିକୁ ନିୟନ୍ତ୍ରଣ ଆଣିବା ପାଇଁ ବିଭିନ୍ନ ପ୍ରକାରର ପଦକ୍ଷେପ ନିଆଯାଉଛି । ତେବେ କରୋନା … Read More

ଭିଜିଲାନ୍ସ ଜାଲରେ ଡିଏଫଓ ଓ ଡେପୁଟି ରେଞ୍ଜର

ଭୁବନେଶ୍ବର, (ଓଡିଶା ଟାଇମ ) : ଲାଞ୍ଚ ନେଉଥିବା ବେଳେ ଭିଜିଲାନ୍ସ ହାତରେ ଧରାପଡିଲେ ଡିଏଫଓ । ବଲାଙ୍ଗିର ପାଟଣାଗଡରେ କେନ୍ଦୁପତ୍ର ଫଡି ମରାମତି ବିଲ୍ ପାସ୍ କରାଇବା ପାଇଁ ଲାଞ୍ଚ ନେଉଥିବା ବେଳେ ଡିଏଫଓ ପ୍ରଣବ ମହାନ୍ତି ଓ ଡେପୁଟି ରେଞ୍ଜର … Read More

ଟ୍ରେନରେ କନ୍ୟା ସନ୍ତାନ ପ୍ରସବ କଲେ ମହିଳା

ଟିଟିଲାଗଡ଼, (ଓଡିଶା ଟାଇମ୍) :କୋରୋନା ପାଇଁ ସାରାଦେଶରେ ଲକଡାଉନ ଚାଲିଥିବା ବେଳେ ଆଜି ଏକ ଅଭାବନୀୟ ଘଟଣା ମଧ୍ୟ ସାମ୍ନାକୁ ଆସିଛି । ବଲାଙ୍ଗୀର ଜିଲା ଟିଟଲାଗଡରେ ସ୍ଵତନ୍ତ୍ର ଶ୍ରମିକ ଟ୍ରେନରେ ଆଜି ଜଣେ ପ୍ରବାସୀ ମହିଳା ଶ୍ରମିକ କନ୍ୟା ସନ୍ତାନକୁ … Read More