ଲାଞ୍ଚ ନେଇ ଧରାପଡ଼ିଲେ ବାଲିଅନ୍ତା ତହସିଲଦାର 

ଭୁବନେଶ୍ବର, (ଓଡିଶା ଟାଇମ୍) : ଲାଞ୍ଚ ନେବା ଅଭିଯୋଗରେ ବାଲିଅନ୍ତା ତହସିଲଦାର ରଶ୍ମୀରେଖା ପ୍ରଧାନଙ୍କୁ ଭୁବନେଶ୍ୱର ଭିଜିଲାନ୍ସ ଟିମ୍ ଗିରଫ କରିଛି। ଏହି ଘଟଣାରେ ଡାଟା ଏଣ୍ଟ୍ରି ଅପରେଟର ଭାବେ କାର୍ଯ୍ୟ କରୁଥିବା ଧନେଶ୍ୱର ସାହୁଙ୍କୁ ମଧ୍ୟ ଗିରଫ କରାଯାଇଛି। ଡାଟା … Read More