ବନ୍ଦେ ଉତ୍କଳ ଜନନୀ ହେଲା ରାଜ୍ୟ ସଙ୍ଗୀତ
ଭୁବନେଶ୍ଵର, (ଓଡ଼ିଶା ଟାଇମ୍): କାନ୍ତକବି ଲକ୍ଷ୍ମୀକାନ୍ତ ମହାପାତ୍ରଙ୍କ ଦ୍ଵାରା ରଚିତ ‘ବନ୍ଦେ ଉତ୍କଳ ଜନନୀ’ ସଙ୍ଗୀତକୁ ରାଜ୍ୟ ସଙ୍ଗୀତର ମାନ୍ୟତା ଦେଇଛନ୍ତି ରାଜ୍ୟ ସରକାର। ଓଡ଼ିଆ ଜାତୀୟତାବାଦର ଉଦ୍ରେକ ତଥା ସମସ୍ତ ଓଡ଼ିଆଙ୍କୁ ଗୋଟିଏ ସୂତ୍ରରେ ବାନ୍ଧିବା ଲକ୍ଷ୍ୟରେ ରାଜ୍ୟ ସରକାରଙ୍କ … Read More