ଟିକ୍ଟକ୍ ଭିଡିଓରୁ ଗଲା ଜୀବନ : ତଣ୍ଟି ବାଟେ ପଶିଗଲା ଜୀଅନ୍ତା ମାଛ
ତାମିଲନାଡ଼ୁ,(ଓଡିଶା ଟାଇମ୍) : ଜିଅନ୍ତା ମାଛକୁ ପାଟିରେ ପୁରାଇ କରୁଥିଲେ ଟିକ୍ ଟକ୍ ଭିଡିଓ, ତଣ୍ଟିରେ ଅଟକିଯିବାରୁ ଉଡିଗଲା ପ୍ରାଣବାୟୁ ଆଜିକାଲିର ଯୁବପିଢିକୁ ଲାଗିଛି ଟିକ୍ ଟକ୍ର ନିଶା । କେତେ ଯେ ଭିଡିଓ ପ୍ରସ୍ତୁତ କରାବେଳେ ମଲେଣି, ତାର ଠିକଣା … Read More