୨୦୨୨ ଅଗଷ୍ଟ ସୁଦ୍ଧା ନୂଆ ରୂପ ପାଇବ ବରମୁଣ୍ଡା ବସ୍ ଟର୍ମିନାଲ : ମୁଖ୍ୟମନ୍ତ୍ରୀ
ଭୁବନେଶ୍ବର, (ଓଡିଶା ଟାଇମ୍) :ଭୁବନେଶ୍ବର ବରମୁଣ୍ଡା ବସଷ୍ଟାଣ୍ଡର ଉନ୍ନତୀକରଣ କାର୍ଯ୍ୟର ସମୀକ୍ଷା କରିବାକୁ ପହଞ୍ଚିଥିଲେ ଖୋଦ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଆନ୍ତର୍ଜାତୀୟ ସ୍ତରରେ ବସଷ୍ଟାଣ୍ଡ ପାଇଁ ରାଜ୍ୟ ସରକାର ଯୋଜନା କରିଥିବା ବେଳେ ଏନେଇ କାର୍ଯ୍ୟ କେତେ ବାଟ ଆଗେଇଛି … Read More