ଆଜି ବାରଣାସୀରେ ବିଭିନ୍ନ ଉନ୍ନୟନମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କରିବେ ମୋଦୀ

ନୂଆଦିଲ୍ଲୀ, (ଓଡିଶା ଟାଇମ୍) : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆଜି ନିଜ ସଂସଦୀୟ କ୍ଷେତ୍ର  ଉତ୍ତର ପ୍ରଦେଶର ବାରଣସୀରେ ବିଭିନ୍ନ ଉନ୍ନୟନ ମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କରିବେ। ଏହିସବୁ ପ୍ରକଳ୍ପର ମୋଟ ବ୍ୟୟ ଅଟକଳ ୬୧୪ କୋଟି ଟଙ୍କା।  … Read More