ଆସନ୍ତା ୧୨କୁ ଘୁଚିଂଲା ଅଭିନେତ୍ରୀ ବର୍ଷା ପ୍ରିୟଦର୍ଶିନୀଙ୍କ ପିଟିସନର ଶୁଣାଣି
ଭୁବନେଶ୍ବର, (ଓଡିଶା ଟାଇମ୍) : ସାଂସଦ ତଥା ଅଭିନେତା ଅନୁଭବ ମହାନ୍ତିଙ୍କ ବିରୋଧରେ ବର୍ଷାଙ୍କ ଘରୋଇ ହିଂସା ମାମଲାର ଶୁଣାଣି ଘୁଞ୍ଚିଲା । ଏନେଇ ବର୍ଷାଙ୍କ ଓକିଲ ରାମକୃଷ୍ଣ ରଥ ସୂଚନା ଦେଇଛନ୍ତି । ଡିଆଇଆର ରିପୋର୍ଟ ଦାଖଲ ହୋଇନଥିବାରୁ ଏହି … Read More