ସାଂସଦ ଅନୁଭବଙ୍କ ନାଁରେ ଭରଣପୋଷଣ ମାମଲା ରୁଜୁ କଲେ ପତ୍ନୀ ବର୍ଷା ପ୍ରିୟଦର୍ଶନୀ
ଭୁବନେଶ୍ବର, (ଓଡିଶା ଟାଇମ୍) : କେନ୍ଦ୍ରାପଡ଼ା ସାଂସଦ ତଥା ଅଭିନେତା ଅନୁଭବ ମହାନ୍ତିଙ୍କ ନାଁରେ ଭରଣପୋଷଣ ମାମଲା ରୁଜୁ କଲେ ପତ୍ନୀ ବର୍ଷା ପ୍ରିୟଦର୍ଶନୀ । କଟକ ଏସଡ଼ିଜେଏମ୍ ଅଦାଲତରେ ଏ ନେଇ ଏକ ମାମଲା ରୁଜୁ ହୋଇଛି ଏବଂ ଆସନ୍ତା … Read More