ଭୁବନେଶ୍ୱରରୁ ନୟାଗଡ଼ ସହର ଟ୍ରେନ୍‌ରେ ସିସିଟିଭି ସହ ଅତ୍ୟାଧୁନିକ ସୁବିଧା

ଭୁବନେଶ୍ୱର, (ଓଡ଼ିଶା ଟାଇମ୍‌) ପ୍ରଥମଥର ପାଇଁ ଭୁବନେଶ୍ୱର-ନୟାଗଡ଼ ଟାଉନ ମେମୁ ଟ୍ରେନରେ ସିସିଟିଭି ପର୍ଯ୍ୟବେକ୍ଷଣ ସହିତ ଆଧୁନିକ ସୁବିଧା ପ୍ରଦାନ କରିଛି ଭାରତୀୟ ରେଳ। ଟ୍ରେନ୍ ସମ୍ବନ୍ଧୀୟ ସୂଚନା ପାଇଁ ଜିପିଏସ୍ ଆଧାରିତ ପାସେଞ୍ଜର ଇନଫରମେସନ୍ ସିଷ୍ଟମ୍ ଏବଂ ପାସେଞ୍ଜର ଆଡ୍ରେସ … Read More