ରାଜଭବନ ନିକଟସ୍ଥ ପେଟ୍ରୋଲ ପମ୍ପରେ ଅଗ୍ନିକାଣ୍ଡ; ବିସ୍ଫୋରଣରେ ଥରିଲା ଅଞ୍ଚଳ
ଭୁବନେଶ୍ବର, (ଓଡିଶା ଟାଇମ୍) :ହୁତୁ ହୁତୁ ହୋଇ ଜଳୁଛି ପେଟ୍ରୋଲ ପମ୍ପ୍ । ଭୁବନେଶ୍ବର ସ୍ଥିତ ରାଜଭବନ ନିକଟରେ ଥିବା ପେଟ୍ରୋଲ ପମ୍ପରେ ଅଗ୍ନିକାଣ୍ଡ ହୋଇଛି । ପେଟ୍ରୋଲ ପମ୍ପରେ ହଠାତ୍ ପ୍ରଚଣ୍ଡ ଶବ୍ଦ ହୋଇଥିଲା । ଏହାପରେ ନିଆଁ ଲାଗିଯାଇଥିବା … Read More











