ରାଜଧାନୀରୁ ଆଉ ୩୫୪ କରୋନା ପଜିଟିଭ୍ ଚିହ୍ନଟ, ସୁସ୍ଥ ହେଲେ ୩୧୮
ଭୁବନେଶ୍ବର, (ଓଡିଶା ଟାଇମ୍) : ଭୁବନେଶ୍ୱରରୁ ଚିହ୍ନଟ ହେଲେ ଆଉ ୩୫୪ ଜଣ କରୋନା ପଜିଟିଭ୍ । ଏହାସହ ରାଜଧାନୀରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୨୩୨୩୦ରେ ପହଞ୍ଚିଛି । ରବିବାର ଚିହ୍ନଟ ସଂକ୍ରମିତଙ୍କ ମଧ୍ୟରୁ କ୍ୱାରେଣ୍ଟାଇନରେ ୧୦୮ ଜଣ ରହିଥିବା ବେଳେ … Read More











