୨୪ ଘଣ୍ଟାରେ ଭୁବନେଶ୍ଵରରୁ ଚିହ୍ନଟ ହେଲେ ୩୨୫ ନୂତନ ଆକ୍ରାନ୍ତ

ଭୁବନେଶ୍ବର, (ଓଡିଶା ଟାଇମ୍) : ରାଜଧାନୀ ଭୁବନେଶ୍ଵରରେ କରୋନା ସଂକ୍ରମଣ ଥମିବାର ନାଁ ଧରୁନାହିଁ। ଏଠାରୁ ପ୍ରତି ଦିନ ଶହ ଶହ ସଂଖ୍ୟାରେ ନୂତନ ରୋଗୀ ଚିହ୍ନଟ ହେଉଛନ୍ତି। ସେହି ଅନୁସାରେ ସୁସ୍ଥ ମଧ୍ୟ ହେଉଛନ୍ତି। ଆଶ୍ଵସ୍ତିକର କଥା ଗତ ୨୪ … Read More

ରାଜ୍ୟରେ ଆଉ ୧୦ କରୋନା ସଂକ୍ରମିତଙ୍କ ମୃତ୍ୟୁ, ୭ଶହ ଟପିଲା ମୃତକଙ୍କ ସଂଖ୍ୟା

ଭୁବନେଶ୍ବର, (ଓଡିଶା ଟାଇମ୍) :ରାଜ୍ୟରେ ଦିନକୁ ଦିନ ବିଗିଡିବାରେ ଲାଗିଛି କରୋନା ସ୍ଥିତି । ୨୪ ଘଣ୍ଟା ମଧ୍ୟରେ ୧୦ ଜଣ କରୋନା ସଂକ୍ରମିତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୭୦୧କୁ ବୃଦ୍ଧି … Read More

୩୦ ଜିଲ୍ଲାରୁ ଆଜି ୪୩୩୦ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ବର, (ଓଡିଶା ଟାଇମ୍) :ଓଡ଼ିଶାରେ ଗତ ୨୪ ଘଣ୍ଟାରେ ୪୩୩୦ ଟି ନୂଆ କରୋନା ସଂକ୍ରମଣ ମାମଲା ଚିହ୍ନଟ ହୋଇଛି । ଏଗୁଡ଼ିକ ମଧ୍ୟରୁ ୧୭୭୪ ଟି ସ୍ଥାନୀୟ ସଂକ୍ରମଣ ଥିବାବେଳେ ୨୫୫୬ ଟି ମାମଲା କ୍ୱାରାଣ୍ଟାଇନ କେନ୍ଦ୍ରରୁ ଚିହ୍ନଟ ହୋଇଛି … Read More

ରାଜ୍ୟର ୭ଟି ଜିଲ୍ଲାରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବାର ସମ୍ଭାବନା

ଭୁବନେଶ୍ବର, (ଓଡିଶା ଟାଇମ୍) : ଆଜି ରାଜ୍ୟର ୭ଟି ଜିଲ୍ଲାରେ ପ୍ରବଳରୁ ଅତିପ୍ରବଳ ବର୍ଷା ସମ୍ଭାବନା ରହିଛି। ବଙ୍ଗୋପସାଗରରେ ଉତ୍ତରପୂର୍ବ ଉପକୂଳରେ ଲଘୁଚାପ ଯୋଗୁଁ ଆଜିଠୁ ରାଜ୍ୟର କିଛି ଜିଲ୍ଲାରେ ପ୍ରବଳରୁ ଅତିପ୍ରବଳ ବର୍ଷା ହୋଇପାରେ । ଏଥିପାଇଁ ୧୦ ଜିଲ୍ଲାକୁ … Read More

ଖୋଲିଲା ଭୁବନେଶ୍ୱର ଆର୍‌ଟିଓ: କୋଭିଡ୍ ନିୟମ ସହ ଆରମ୍ଭ ହେବ ଡ୍ରାଇଭିଂ ଟେଷ୍ଟ

ଭୁବନେଶ୍ବର, (ଓଡିଶା ଟାଇମ୍) : ଭୁବନେଶ୍ବରରେ ଖୋଲିଲା ଆରଟିଓ । କୋଭିଡ କଟକଣାରେ ଆରଟିଓ-୧ ଓ ଆରଟିଓ-୨ରେ କାମ ଆରମ୍ଭ ହୋଇଛି । ପ୍ରତିଦିନ ସକାଳ ୭ଟାରୁ ୧୨ଟା ପର୍ଯ୍ୟନ୍ତ ଆରଟିଓ-୧ରେ ୧୨୦ ଜଣଙ୍କର ଡ୍ରାଇଭିଂ ଟେଷ୍ଟିଂ ହେବ । ସେହିପରି … Read More

ଅକ୍ଟୋବର ୧୨ରୁ ୧୯ ତାରିଖ ଯାଏଁ ଓଜେଇଇ ପରୀକ୍ଷା

ଭୁବନେଶ୍ବର, (ଓଡିଶା ଟାଇମ୍) : କରୋନା କାଳରେ ସମଗ୍ର ଦେଶରେ ଏନଟିଏ ପକ୍ଷରୁ ନିକଟରେ ଜେଇଇ ଓ ନିଟ୍ ପରୀକ୍ଷା ଆୟୋଜିତ ହୋଇ ସାରିଛି। ଏହି କ୍ରମରେ ଅକ୍ଟୋବର ୧୨ରୁ ୧୯ ଯାଏଁ ଓଡିଶା ଯୁଗ୍ମ ପ୍ରବେଶିକା ପରୀକ୍ଷା(ଓଜେଇଇ) ଆୟୋଜିତ ହେବ। … Read More

ବନ୍ଦ ହେଲା ହୀରାକୁଦର ସମସ୍ତ ଗେଟ୍, ବନ୍ୟା ଜଳ ନିଷ୍କାସନ ପାଇଁ ଖୋଲାଯାଇଥିଲା

ସମ୍ବଲପୁର, (ଓଡିଶା ଟାଇମ୍) :ଦୀର୍ଘଦିନ ପରେ ବନ୍ଦ ହେଲା ହୀରାକୁଦ ଜଳଭଣ୍ଡାରର ସମସ୍ତ ଗେଟ୍ । ବନ୍ୟାଜଳ ନିୟନ୍ତ୍ରଣ ପାଇଁ ଚଳିତ ବର୍ଷ ହୀରାକୁଦ ଜଳଭଣ୍ଡାରର ୪୬ଟି ଗେଟ୍ ଖୋଲାଯାଇଥିଲା । ଜଳଭଣ୍ଡାରକୁ ଜଳପ୍ରବେଶ, ଜଳଭଣ୍ଡାରର ଜଳସ୍ତର, ଜଳ ପରିଚାଳନା ନେଇ … Read More

ରାଜ୍ୟରେ ଆଉ ୧୩ କରୋନା ସଂକ୍ରମିତଙ୍କ ମୃତ୍ୟୁ, ଆଜି ସୁଦ୍ଧା ଜୀବନ ହାରିଲେଣି ୬୮୨

ଭୁବନେଶ୍ବର, (ଓଡିଶା ଟାଇମ୍) : ୨୪ ଘଣ୍ଟା ମଧ୍ୟରେ୧୩ ଜଣ କରୋନା ସଂକ୍ରମିତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୬୮୨କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ … Read More

ରାଜ୍ୟରେ ଚିହ୍ନଟ ହେଲେ ୪୧୮୦ କରୋନା ସଂକ୍ରମିତ,୧୭୧୩୪୧ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା

ଭୁବନେଶ୍ବର, (ଓଡିଶା ଟାଇମ୍) : ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୪୧୮୦ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୭୧୩୪୧ରେ ପହଞ୍ଚିଛି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ … Read More

ରାଜ୍ୟରେ ଆଉ ୧୧ କରୋନା ସଂକ୍ରମିତଙ୍କ ମୃତ୍ୟୁ, ଆଜି ସୁଦ୍ଧା ଜୀବନ ହାରିଲେଣି ୬୫୬

ଭୁବନେଶ୍ବର, (ଓଡିଶା ଟାଇମ୍) : ୨୪ ଘଣ୍ଟା ମଧ୍ୟରେ ୧୧ ଜଣ କରୋନା ସଂକ୍ରମିତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୬୫୬କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର … Read More