ସମ୍ଭାବ୍ୟ ଲଘୁଚାପ ପ୍ରଭାବରେ ଆଜିଠୁ ବର୍ଷା ସମ୍ଭାବନା

ଭୁବନେଶ୍ବର, (ଓଡିଶା ଟାଇମ୍) :ସମ୍ଭାବ୍ୟ ଲଘୁଚାପ ପ୍ରଭାବରେ ଓଡ଼ିଶାର ବିଭିନ୍ନ ଅଞ୍ଚଳରେ ବର୍ଷା ହେବାର ସମ୍ଭାବନା ରହିଛି। ଆସନ୍ତା ୧୩ ତାରିଖରେ ପଶ୍ଚିମକେନ୍ଦ୍ରୀୟ ବଙ୍ଗୋପସାଗର ଓ ଆନ୍ଧ୍ର ଉପକୂଳରେ ଏକ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ରହିଛି। ଏହାର ପ୍ରଭାବରେ ଆସନ୍ତା … Read More

ରାଜ୍ୟରେ ଆଉ ୧୪ କରୋନା ସଂକ୍ରମିତଙ୍କ ମୃତ୍ୟୁ, ଆଜି ସୁଦ୍ଧା ଜୀବନ ହାରିଲେଣି ୬୦୫

ଭୁବନେଶ୍ବର, (ଓଡିଶା ଟାଇମ୍) :   ୧୪ ମୃତକଙ୍କ ମଧ୍ୟରୁ ଖୋର୍ଦ୍ଧା ଜିଲ୍ଲାରୁ ୫ ଜଣ, ପୁରୀରୁ ୩ ଜଣ, ମୟୂରଭଞ୍ଜରୁ ୨ ଜଣ । କଟକ, କଳାହାଣ୍ଡି, କୋରାପୁଟ ଓ ସମ୍ବଲପୁର ଜିଲ୍ଲାରୁ ଜଣେ ଲେଖାଏଁ ରହିଛନ୍ତି।  ୨୪ ଘଣ୍ଟା ମଧ୍ୟରେ … Read More

ରାଜ୍ୟରେ ଚିହ୍ନଟ ହେଲେ ୩୯୯୬ କରୋନା ସଂକ୍ରମିତ

ଭୁବନେଶ୍ବର, (ଓଡିଶା ଟାଇମ୍) :   ୨୪ ଘଣ୍ଟା ମଧ୍ୟରେ ୩୯୯୬ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୪୩୧୧୭ରେ ପହଞ୍ଚିଛି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ … Read More

କରୋନା ନିୟନ୍ତ୍ରଣ ପାଇଁ ରାଜଧାନୀରେ ଲାଗୁ ହେବ ଗଞ୍ଜାମ ଫର୍ମୁଲା

ଭୁବନେଶ୍ବର, (ଓଡିଶା ଟାଇମ୍) :  ରାଜଧାନୀ ଭୁବନେଶ୍ୱରରେ କମିବାର ନା ଧରୁନି କରୋନା । ପ୍ରତିଦିନ ବହୁ ସଂଖ୍ୟକ କରୋନା ଆକ୍ରାନ୍ତ ଚିହ୍ନଟ ହେଉଛନ୍ତି । ତେଣୁ କରୋନା ନିୟନ୍ତ୍ରଣ ନେଇ ଭୁବନେଶ୍ୱରରେ ଗଞ୍ଜାମ ଫର୍ମୁଲା ଲାଗୁ ହେବ ।  ବ୍ୟାପକ … Read More

ନିଟ୍ ପରୀକ୍ଷାର୍ଥୀଙ୍କ ପାଇଁ ବିଏମସି ପକ୍ଷରୁ ସ୍ୱତନ୍ତ୍ର ବ୍ୟବସ୍ଥା : ପରୀକ୍ଷା କେନ୍ଦ୍ରରେ ନିୟୋଜିତ ହେବ ଡାକ୍ତରୀ ଟିମ୍‌, କରାଯିବ ଥର୍ମାଲ ସ୍କାନିଂ

ଭୁବନେଶ୍ବର, (ଓଡିଶା ଟାଇମ୍) : ନିଟ୍ ପରୀକ୍ଷାର୍ଥୀଙ୍କ ପାଇଁ ଭୁବନେଶ୍ବର ମ୍ୟୁନିସିପାଲ କର୍ପୋରେସନ ପକ୍ଷରୁ ସ୍ବତନ୍ତ୍ର ବ୍ୟବସ୍ଥା କରାଯାଇଛି । ସବୁ ପରୀକ୍ଷା କେନ୍ଦ୍ରରେ ନିୟୋଜିତ ହେବେ ଡାକ୍ତରୀ ଟିମ୍ । ପରୀକ୍ଷା କେନ୍ଦ୍ର ବାହାରେ ଭିଡ଼ ନିୟନ୍ତ୍ରଣ ପାଇଁ କରାଯିବ … Read More

ପାର୍ବଣ ପାଇଁ ଗାଇଡଲାଇନ ଜାରି କଲେ ସରକାର

ଭୁବନେଶ୍ବର, (ଓଡିଶା ଟାଇମ୍) :  ରାଜ୍ୟ ସରକାର ଗୁରୁବାର ପୂଜା ଗାଇଡଲାଇନ ଜାରି କରିଛନ୍ତି। ପାର୍ବଣ ଋତୁ ଚାଲିଥିବା ବେଳେ ଚଲିତ ମାସକୁ ମିଶାଇ ଆଗାମୀ ୨ ମାସ ପର୍ଯ୍ୟନ୍ତ ରାଜ୍ୟ ସରକାର ଗାଇଡ ଲାଇନ ଜାରି କରିଛନ୍ତି। ଏହି ଗାଇଡଲାଇନ … Read More

ଆସୁଛି ଆଉ ଏକ ଲଘୁଚାପ !

ଭୁବନେଶ୍ବର, (ଓଡିଶା ଟାଇମ୍) :  ଆସୁଛି ଆଉ ଏକ ଲଘୁଚାପ  ।  ଆସନ୍ତା ୧୩ ତାରିଖରେ ବଙ୍ଗୋପସାଗରରେ ପୁଣି ଏକ ଲଘୁଚାପ ସୃଷ୍ଟି ହେବାର  ପୂର୍ବାନୁମାନ କରିଛି ପାଣିପାଗ ବିଭାଗ ।  ଲଘୁଚାପ ପ୍ରଭାବରେ  ୭ଟି ଜିଲ୍ଲାର କିଛି  ଅଞ୍ଚଳରେ ପ୍ରବଳ ବର୍ଷା … Read More

ରାଜ୍ୟରେ ଆଉ ୧୧ କରୋନା ସଂକ୍ରମିତଙ୍କ ମୃତ୍ୟୁ

ଭୁବନେଶ୍ବର, (ଓଡିଶା ଟାଇମ୍) :  ୨୪ ଘଣ୍ଟା ମଧ୍ୟରେ ୧୧ ଜଣ କରୋନା ସଂକ୍ରମିତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୫୯୧କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର … Read More

ରାଜ୍ୟରେ ଚିହ୍ନଟ ହେଲେ ୩୯୯୧ କରୋନା ସଂକ୍ରମିତ

ଭୁବନେଶ୍ବର, (ଓଡିଶା ଟାଇମ୍) : ୨୪ ଘଣ୍ଟା ମଧ୍ୟରେ ୩୯୯୧ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୩୯୧୨୧ରେ ପହଞ୍ଚିଛି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ … Read More

୧୨ରୁ ଚାଲିବ ୩ଟି ‘ଶ୍ରମିକ ସ୍ପେଶାଲ ଟ୍ରେନ’

ଭୁବନେଶ୍ବର, (ଓଡିଶା ଟାଇମ୍) :  ଆସନ୍ତା ୧୨ ତାରିଖରୁ ରାଜ୍ୟରେ ୩ଟି ‘ଶ୍ରମିକ ସ୍ପେଶାଲ ଟ୍ରେନ’ ଚାଲିବ। ଏ ସଂପର୍କରେ ସୂଚନା ଦେଇଛନ୍ତି କେନ୍ଦ୍ର ତୈଳ ଓ ପ୍ରାକୃତିକ ବାସ୍ପ ତଥା ଇସ୍ପାତ ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ। ପୁରୀ-ଅହମ୍ମଦାବାଦ, ପୁରୀ-ଗାନ୍ଧୀଧାମ ଓ … Read More