ମୁଣ୍ଡୁଳିରେ ୧୦ଲକ୍ଷ କ୍ୟୁସେକ ବନ୍ୟା ଜଳ ପ୍ରବାହିତ

ଭୁବନେଶ୍ବର, (ଓଡିଶା ଟାଇମ୍) : ହୀରାକୁଦ ଜଳଭଣ୍ଡାରକୁ ଛତିଶଗଡ଼ରୁ ପାଣି ଆସିବା କମି ଯାଇଛି। ଆଉ ଭୟଭୀତ ହେବାର ନାହିଁ । ମୁଣ୍ଡଳିରେ ୧୦ ଲକ୍ଷ କ୍ୟୁସେକ ଜଳ ପ୍ରବାହ କାଲି ସକାଳ ଯାଏ ବଳବତ୍ତର ରହିବ। କାଲି ସକାଳ ପରେ … Read More

ରାଜ୍ୟରେ ବନ୍ୟା ସ୍ଥିତି ସଙ୍ଗୀନ : ପାଣି ଘେରରେ ୮ଲକ୍ଷ ଲୋକ

ଭୁବନେଶ୍ବର, (ଓଡିଶା ଟାଇମ୍) :ଚଳିତ ବନ୍ୟାରେ ବର୍ତ୍ତମାନ ସୁଦ୍ଧା ପ୍ରାୟ ୮ ଲକ୍ଷ ଲୋକେ ପାଣି ଘେରରେ ଅଛନ୍ତି । କାନ୍ଥ ପଡ଼ି, ପାଣିରେ ବୁଡ଼ି କିମ୍ବା ପାଣିରେ ଭାସି ଏଯାବତ୍‌ ୧୬ ଜଣଙ୍କ ମୃତ୍ୟୁ ହୋଇଛି । ବନ୍ୟା ସ୍ଥିତି … Read More

ଭଦ୍ରକ ଉପଜିଲ୍ଲାପାଳ କରୋନା ସଂକ୍ରମିତ

ଭଦ୍ରକ, (ଓଡିଶା ଟାଇମ୍) : ଭଦ୍ରକ ଉପଜିଲ୍ଲାପାଳ କରୋନା ସଂକ୍ରମିତ। ଆଜି ରାଜ୍ୟରେ ୩୨୫୨ କରୋନା ସଂକ୍ରମିତ ଚିହନଟ ହୋଇଛନ୍ତି । ଏହାମଧ୍ୟରୁ ଭଦ୍ରକରୁ ୭୬ଜଣ କୋଭିଡ଼ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ତେବେ ଭଦ୍ରକ ଉପଜିଲ୍ଲାପାଳ କରୋନା ସଂକ୍ରମିତ ହୋଇଥିବା … Read More

ବନ୍ୟା ପ୍ରଭାବିତ ଜିଲ୍ଲାରେ ମୁକାବିଲା ପାଇଁ ୬ ବରିଷ୍ଠ ଅଧିକାରୀ ନିଯୁକ୍ତ

ଭୁବନେଶ୍ବର, (ଓଡିଶା ଟାଇମ୍) : ରାଜ୍ୟରେ ବନ୍ୟା ସାଂଘାତିକ ରୁପ ଧାରଣ କରିଛି l ଏହି ସ୍ଥିତିକୁ ଦେଖି ରାଜ୍ୟ ସରକାର ପଦକ୍ଷେପ ନେଇଛନ୍ତି । ବନ୍ୟା ପରିଚାଳନା ପାଇଁ ୬ଜଣ ବରିଷ୍ଠ IAS ଅଧିକାରୀଙ୍କୁ ସ୍ବତନ୍ତ୍ର ଦାୟିତ୍ୱ ଦିଆଯାଇଛି । … Read More

ଖୋଲିଲା ହୀରାକୁଦର ୩୬ ଗେଟ

ସମ୍ବଲପୁର , (ଓଡିଶା ଟାଇମ୍) :  ରାଜ୍ୟରେ ଲଘୁଚାପ ପ୍ରଭାବରେ ପ୍ରବଳ ବର୍ଷା ହୋଇଛି । ଯାହାଫଳରେ ହୀରାକୁଦ ଡ୍ୟାମରେ ଜଳସ୍ତର ବୃଦ୍ଧି ପାଇଛି । ଏବେ ହୀରାକୁଦ ନ୍ୟା ୩୬ଟି ଗେଟ୍ ଦେଇ ଜଳ ନିଷ୍କାସନ ହେଉଛି । ଆଜି ସକାଳେ … Read More

ସମାଜ ସେବୀ ଆଦିତ୍ୟ ଦାସଙ୍କ ମୃତ୍ୟୁ ମାମଲାର ନୂଆ ମୋଡ଼, ହାଇକୋର୍ଟଙ୍କ ଦ୍ୱାରସ୍ଥ ହେଲେ ପତ୍ନୀ ବିଦ୍ୟାଶ୍ରୀ

ଭୁବନେଶ୍ବର, (ଓଡିଶା ଟାଇମ୍) : ସମାଜସେବୀ ଆଦିତ୍ୟ ଦାସଙ୍କ ମୃତ୍ୟୁ ମାମଲାରେ ନୂଆ ମୋଡ୍‌। ସିବିଆଇ ତଦନ୍ତ ଦାବି କରି ହାଇକୋର୍ଟଙ୍କ ଦ୍ବାରସ୍ଥ ହେଲେ ଆଦିତ୍ୟଙ୍କ ପରିବାର। ଏ ନେଇ ହାଇକୋର୍ଟରେ ପିଟିସନ ଦାଖଲ କଲେ ଆଦିତ୍ୟଙ୍କ ବାପା-ମାଆ। ଏପଟେ ଆଦିତ୍ୟ … Read More

ମହାନଦୀରେ ଆସୁଛି ମଧ୍ୟମରୁ ବଡ ଧରଣର ବନ୍ୟା- ଜଳ ସମ୍ପଦ ବିଭାଗର ସର୍ବୋଚ୍ଚ ଯନ୍ତ୍ରୀ

ଭୁବନେଶ୍ବର, (ଓଡିଶା ଟାଇମ୍) :  ରାଜ୍ୟରେ ଲଘୁଚାପ ପାଇଁ ପ୍ରବଳ ବର୍ଷା ହେଉଛି । ତେଣୁ ବନ୍ୟା ପରିସ୍ଥିତି ଉପୁଜିବା ସମ୍ଭାବନା ରହିଛି । ସମ୍ଭାବ୍ୟ ବନ୍ୟା ସ୍ଥିତି ନେଇ ଜଳସମ୍ପଦ ବିଭାଗ ସର୍ବୋଚ୍ଚ ଯନ୍ତ୍ରୀ ସୂଚନା ଦେଇ କହିଛନ୍ତି ଯେ … Read More

ରାଜ୍ୟରେ ଆଜି ୮ ଜଣଙ୍କ ମୁଣ୍ଡ ନେଲା କରୋନା

ଭୁବନେଶ୍ବର, (ଓଡିଶା ଟାଇମ୍) : ରାଜ୍ୟରେ   ୨୪ ଘଣ୍ଟା ମଧ୍ୟରେ ୮ ଜଣ କରୋନା ସଂକ୍ରମିତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା  ୪୫୬କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ … Read More

ଭଲ ଖବର: ରାଜ୍ୟରେ ଗୋଟିଏ ଦିନରେ ସୁସ୍ଥ ହେଲେ ପୁଣି ୨୫୧୦ କୋରୋନା ସଂକ୍ରମିତ

ଭୁବନେଶ୍ବର, (ଓଡିଶା ଟାଇମ୍) : ଓଡ଼ିଶାବାସୀଙ୍କ ପାଇଁ ଏକ ଆଶ୍ୱସ୍ତିକର ଖବର, ରାଜ୍ୟରେ ସଂକ୍ରମିତଙ୍କ ସୁସ୍ଥ ହାରରେ ସୁଧାର ଆସୁଛି । ଏହି କ୍ରମରେ ଆଜି ରାଜ୍ୟରେ ଆଉ ୨,୫୧୦ ଜଣ କୋରୋନା ସଂକ୍ରମିତ ସୁସ୍ଥ ହୋଇଛନ୍ତି । ଯାହା ଫଳରେ … Read More

ଭୁବନେଶ୍ୱରରୁ ପୁଣି ୩୮୬ କରୋନା ପଜିଟିଭ୍ ଚିହ୍ନଟ

ଭୁବନେଶ୍ବର, (ଓଡିଶା ଟାଇମ୍) :ଭୁବନେଶ୍ୱରରୁ ଆଜି ୩୮୬ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାସହ ରାଜଧାନୀରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୮୬୪୭ରେ ପହଁଚିଛନ୍ତି । ଆଜି ଚିହ୍ନଟ ସଂକ୍ରମିତଙ୍କ ମଧ୍ୟରୁ କ୍ୱାରେଣ୍ଟାଇନରେ ୧୮୩ଜଣ ରହିଥିବା ବେଳେ ସ୍ଥାନୀୟ ସଂକ୍ରମିତ ହେଉଛନ୍ତି … Read More